"ସୁଭାଷ ଚନ୍ଦ୍ର ବୋଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: । → । (3), ମାନଙ୍କ → ମାନଙ୍କ (2) using AWB
ଟିକେ clean up, replaced: । → ।, → (120), ଠାରେ → ଠାରେ (6), ମାନେ → ମାନେ using AWB
୧ କ ଧାଡ଼ି:
{{ଛୋଟ|Subhas Chandra_Bose}}
{{Infobox person
| name = ସୁଭାଷ ଚନ୍ଦ୍ର ବୋଷ (ନେତାଜୀ)
| image = Subhas Chandra Bose.jpg
| caption = ସୁଭାଷ ବୋଷ
| order = ସ୍ୱାଧୀନତା ସଂଗ୍ରାମୀ
| state = ଓଡ଼ିଶା
| Born = ଜାନୁଆରୀ ୨୩, ୧୮୯୭
| term_start2 =
| term_end2 =
| birthdate = {{Birth date|1897|1|23|mf=y}}
| birth_place = ଓଡ଼ିଆ ବଜାର, [[କଟକ]], [[ଓଡ଼ିଶା]]
| deathdate = ଅଗଷ୍ଠ ୧୮, ୧୯୪୫ (ବିବାଦୀୟ){{sfn|Bayly|Harper|2007|p=2|ps=: "If all else failed (Bose) wanted to become a prisoner of the Soviets: 'They are the only ones who will resist the British. My fate is with them. But as the Japanese plane took off from Taipei airport its engines faltered and then failed. Bose was badly burned in the crash. According to several witnesses, he died on 18 August in a Japanese military hospital, talking to the very last of India's freedom. British and Indian commissions later established convincingly that Bose had died in Taiwan. These were legendary and apocalyptic times, however. Having witnessed the first Indian leader to fight against the British since the great mutiny of 1857, many in both Southeast Asia and India refused to accept the loss of their hero. Rumours that Bose had survived and was waiting to come out of hiding and begin the final struggle for independence were rampant by the end of 1945."}}
| deathplace = [[ତାଇୱାନ]](ବିବାଦୀୟ){{sfn|Bayly|Harper|2007|p=2}}
| party = [[ଭାରତୀୟ ଜାତୀୟ କଂଗ୍ରେସ]]
| children =
| residence =
| profession = [[ସ୍ୱାଧୀନତା ସଂଗ୍ରାମି]]
| religion = [[ହିନ୍ଦୁ]]
| website =
| Nationality = [[ଭାରତୀୟ]]
| signature = Subhas_Chandra_Bose_signature.jpeg
| signature_alt = Signature of Subhas Chandra Bose
| signature_size = 160px
}}
[[ଫାଇଲ:Netaji subhash chandra bose.jpg|thumb|କଟକର [[ଓଡ଼ିଆ ବଜାର]]ଠାରେ ଥିବା [[ନେତାଜୀ ଜନ୍ମସ୍ଥାନ ସଂଗ୍ରାହଳୟ]]]]
'''ସୁଭାଷ ଚନ୍ଦ୍ର ବୋଷ''' (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), [[ଭାରତ]]ର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାର ଠାରେବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
 
== ପ୍ରାରମ୍ଭିକ ଜୀବନ ==
ସୁଭାଷ, ବାପା ଜାନକୀ ନାଥ ବୋଷଙ୍କ ଔରସରୁ ଓ ମାଆ ପ୍ରଭାବତୀ ଦେବୀଙ୍କ ଠାରୁ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ [[ଓଡ଼ିଶା]]ର [[କଟକ]] ସହର ଠାରେସହରଠାରେ ଜନ୍ମ ନେଇଥିଲେ । <!-- ସୁଭାଷ ୧୮୯୭ ମସିହା ଜାନୁଆରୀ ମାସ ୨୩ ତାରିଖରେ କଟକର ଓଡ଼ିଆ ବଜାରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଜାନକୀ ନାଥ ବୋଷ କଟକ ମ୍ୟୁନିସିପାଲିଟିର ଚେୟାରମ୍ୟାନ ଓ ମା ପ୍ରଭାବତୀ ଦେବୀ ଜଣେ ସ୍ଵାଧୀନଚେତା ମହିଳା ଥିଲେ । -->ତାଙ୍କ ପିତା ଥିଲେ ଜଣେ ଆଇନଜୀବି ।
 
ଚ‍ଉଦ ଭାଇଭ‍ଉଣୀଙ୍କ ମଧ୍ୟରୁ ସେ ଥିଲେ ନବମ । ଅନ୍ୟ ଭାଇଭ‍ଉଣୀଙ୍କ ପରି ତାଙ୍କ ଶିକ୍ଷା ବାପଟିଷ୍ଟ ମିଶନ ଦ୍ୱାରା ପରିଚାଳିତ ପ୍ରୋଟେଷ୍ଟାଣ୍ଟ ଇଉରୋପିଆନ ସ୍କୁଲରେ ଜାନୁଆରୀ ୧୯୦୨ ରେ ଆରମ୍ଭ ହେଲା । ୧୯୦୯ ରେ କଟକର [[ରେଭେନ୍ସା କଲେଜିଏଟ ସ୍କୁଲ]]କୁ ସ୍ଥାନାନ୍ତରଣ ପରେ ସେହିଠାରୁ ସେ ୧୯୧୩ ରେ ମ୍ୟାଟ୍ରିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ରଖି ଉତ୍ତୀର୍ଣ୍ଣ ହେଲେ । ପ୍ରଥମଟି ଦିନରୁ ହିଁ ତାଙ୍କ ପ୍ରଧାନଶିକ୍ଷକ ବେନିମାଧବ ଦାସ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ । ମାଧ୍ୟମିକ ଶିକ୍ଷା ସମାପ୍ତ କଲାପରେ କଲିକତାର ପ୍ରେସିଡେନ୍ସୀ କଲେଜରେ ଦର୍ଶନ ଶାସ୍ତ୍ର ଏବଂ ସ୍କଟିସ ଚର୍ଚ୍ଚ କଲେଜରେ ପାଠ ପଢ଼ିଥିଲେ । ପ୍ରେସିଡେନ୍ସୀ କଲେଜରେ ପଢୁଥିବା ସମୟରେ ଅଧ୍ୟାପକ ଓଟେନଙ୍କ ଭାରତ ବିରୋଧୀ ମନ୍ତବ୍ୟରେ କ୍ଷୁବ୍ଧ ହୋଇ ଅନ୍ୟ ପିଲାଙ୍କ ସହିତ ତାଙ୍କୁ ଦୁର୍ବ୍ୟବହାର କରିଥିବା କାରଣରୁ କଲେଜରୁ ବହିଷ୍କୃତ ହୋଇଥିଲେ ।
 
୧୯୧୯ ମସିହାରେ ପିତାଙ୍କ ବାଧ୍ୟବାଧ୍ୟକତାରେ ବିଲାତ ଯାଇ ୧୯୨୦ ମସିହରେ ଆଇ. ସି. ଏସ. ପରୀକ୍ଷାରେ ଚତୁର୍ଥ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିଲେ । <!--ମଧ୍ୟ ସେଥିରେ ଯୋଗ ଦେଲେନାହିଁ, କାରଣ ଜଣେ ଗୋରାସାହେବଙ୍କ ମନ୍ତବ୍ୟ ‘ଭାରତୀୟ ସିପାହୀମାନେ ଦୁର୍ନୀତିଖୋର’ ତାଙ୍କ ପକ୍ଷରେ ସହ୍ୟ ହେଲା ନାହିଁ । --> ୧୯୨୧ରେ ଆଇସିଏସର ତାଲିମ ନେଉଥିବା ବେଳେ ଭାରତରେ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଘଟିଥିଲା, ତେଣୁ ସେ ଅଧାରୁ ତାଲିମ ଛାଡ଼ି ଭାରତ ଫେରି ଆସିଥିଲେ । <ref>http://www.iloveindia.com/indian-heroes/subhash-chandra-bose.html</ref>
 
== ଜନ୍ମ ଓ ପରିବାର ==
୪୩ କ ଧାଡ଼ି:
 
== ଛାତ୍ର ଜୀବନ ==
ନେତାଜୀଙ୍କୁ ପାଞ୍ଚବର୍ଷ ସମୟ ଅର୍ଥାତ ୧୯୦୨ ମସିହାରେ ତାଙ୍କ ପିତା ଜାନକୀନାଥ ପ୍ରାଥମିକ ଶିକ୍ଷା ନିମନ୍ତେ କଟକ ପ୍ରୋଟେଷ୍ଟାଣ୍ଡ ସ୍କୁଲ ଠାରେସ୍କୁଲଠାରେ ନାମ ଲେଖାଇଥିଲେ । ସେଠାରେ ସୁଭାଷ ଜଣେ ମେଧାବୀ ଛାତ୍ର ଭାବରେ ସୁନାମ ଅର୍ଜନ କରିଥିଲେ । ସେହି ସମୟରେ ପ୍ରୋଟେଷ୍ଟାଣ୍ଡ ସ୍କୁଲର ନିୟମ ଅନୁସାରେ ଭାରତରେ ଜନ୍ମ ଗ୍ରହଣ କରିଥିବା ଯେ ଛାତ୍ର ଯେତେ ଅଧିକ ନମ୍ବରରଖି ଉତ୍ତୀର୍ଣ୍ଣ ହୋଇଥିଲେ ମଧ୍ୟ ସେମାନଙ୍କୁ ଅନେକ ବୃତ୍ତି ଦେବା କ୍ଷେତ୍ରରେ ପାତର ଅନ୍ତର ପ୍ରଥା ଅବଲମ୍ବନ କରାଯାଉଥିଲା । ତାହା ହିଁ ଥିଲା ସୁଭାଷଙ୍କ ମନରେ ବିଦ୍ରୋହତା । ପିତା ସୁଭାଷଙ୍କର ମନକଥା ବୁଝି ସୁଭାଷଙ୍କର ଶିକ୍ଷାକୁ ଦେଶୀୟ ହିସାବରେ ଶିକ୍ଷାଦାନ ନିମନ୍ତେ ୧୯୦୯ ମସିହାରେ ପରବର୍ତ୍ତି ଶିକ୍ଷା ବ୍ୟବସ୍ଥା [[ରେଭେନ୍ସା କଲେଜିଏଟ ସ୍କୁଲ]] ରେ ନାମ ଲେଖାଇଥିଲେ । <ref name="Basu2010"/>
 
୧୯୦୮ମସିହା ଅଗଷ୍ଟ ମାସ ୧୧ ତାରିଖ ଦିନ [[ଖୁଦୀରାମ]] ଙ୍କୁ ଇଂରେଜ ସରକାରଙ୍କ ଦ୍ଵାରା ଫାସି ଦିଆଯାଇଥିଲା । ସୁଭାଷଙ୍କ ପ୍ରତି ଏହାର ପ୍ରଭାବ ପଡ଼ିଲା । ଛାତ୍ର ଜୀବନ କାଳରେ ୧୯୧୧ ମସିହାରେ ସୁଭାଷ ହେଲେ ବିଶ୍ଵବିଦ୍ୟାଳୟର ଶ୍ରଦ୍ଧାର ପାତ୍ର । ଜଣେ ଦକ୍ଷ ସଂଗଠକ, ସୁଭାଷ ବୋଷଙ୍କ ଦ୍ଵାରା ଖୁଦିରାମଙ୍କର ସ୍ମୃତି ବାର୍ଷିକ ପାଳନ କରାଗଲା । ପୁନଶ୍ଚ ୧୯୧୧ ମସିହା ଅଗଷ୍ଟ ମାସରେ ରେଭେନ୍ସା କଲେଜିଏଟ ସ୍କୁଲ ଛାତ୍ରାବାସରେ ଚୁଲି ଜଳାଗଲା ନାହିଁ । ସମସ୍ତେ ଉପବାସ ରହି ତାହା ପାଳନ କଲେ । ସ୍ମୃତି ସଭାରେ ସୁଭାଷଙ୍କର ବକ୍ତୃତା ସମସ୍ତ ମର୍ମସ୍ପର୍ଶୀ ହେଲା । ସେ ଦିନ ସୁଭାଷ ତାଙ୍କର ସମସ୍ତ ଛାତ୍ର ବନ୍ଧୁଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଦେଶର ଲୋକମାନଙ୍କୁ ଦେଶାତ୍ମକ କରିବାକୁ ହେଲେ ସେମାନଙ୍କୁ ଦେଶାତ୍ମକ ଧର୍ମରେ ଦୀକ୍ଷିତ କରିବାକୁ ହେବ ।
୫୪ କ ଧାଡ଼ି:
 
== ସ୍ଵରାଜ ଦଳ ==
୧୯୨୪ ମସିହା ଆରମ୍ଭ ସମୟରେ କଲିକତା ପୌରସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏଠାରେ ସ୍ଵରାଜ ଦଳ ଅଧିକ ସଂଖ୍ୟକ ବିଜୟୀ ହୋଇଥିଲେ । ଏହା ଦ୍ଵାରା ଦେଶବନ୍ଧୁ ଚିତ୍ତରଞ୍ଜନ ମେୟର ଶହିଦ ସୁରା ବନ୍ଦୀ ଡେପୁଟି ମେୟର ଭାବରେ ନିର୍ବାଚିତ ହେଲେ । ଏ କ୍ଷେତ୍ରେ ସୁଭାଷ ଚନ୍ଦ୍ର ଏପରି ପଦବୀରେ ରହି ଯେଉଁ ଦରମା ପାଇଲେ ତାହାର ଅର୍ଦ୍ଧେକ ଅଂଶ ଦାନ ଭାବରେ ଦେଉଥିଲେ । ତାଙ୍କ କାର୍ଯ୍ୟ ଶୈଳୀ ନିପୁଣ ତଥା ନ୍ୟାୟ ସଙ୍ଗତ ହୋଇଥିବାରୁ ସେତେବେଳକାର ପୌରସଭାରେ ଥିବା ଅନ୍ୟାନ୍ୟ ବହୁ ବିଭାଗରେ ଇଂରେଜୀ କର୍ମଚାରୀ ମାନେକର୍ମଚାରୀମାନେ ସୁଭାଷ ଚନ୍ଦ୍ରଙ୍କର ତଳିଆ କର୍ମଚାରୀ ଭାବରେ କାର୍ଯ୍ୟ ପରିଚାଳନା କରୁଥିଲେ । କଲିକତାର ପୌର ସଭାର ସର୍ବପ୍ରଧାନ ଦାୟୀତ୍ଵ ନେବାପରେ ସୁଭାଷ କଲିକତାର ବହୁ ଉନ୍ନୟନ କାର୍ଯ୍ୟ କଲେ । ଆଇନ ସଭାରେ ସ୍ଵରାଜ ଦଳ ଏକ ଶକ୍ତିଶାଳୀ ଦଳର ଭୂମିକା ଗ୍ରହଣ କଲା । ଏହା ପରେ ସ୍ଵରାଜ ଦଳକୁ ଏକ ଶ୍ରେଷ୍ଠଦଳ ଭାବରେ ବିବେଚିତ କରାଯାଇ ଭାରତର ସରକାର ଗଠନ କରିବା ନିମନ୍ତେ ଗୋଲ ଟେବୁଲ ବୈଠକ ଆହ୍ଵାନ କରାଯାଇଥିଲା ।
 
୧୯୧୯ ମସିହା ୩ ନମ୍ବର ଧାରା ପ୍ରୟୋଗ କରିବା ପାଇଁ ଅକ୍ଟୋବର ମାସ ୨୪ ତାରିଖରେ ବଡ଼ଲାଟଙ୍କ ତରଫରୁ ଘୋଷଣା ନାମା ପ୍ରକାଶ ପାଇଲା । ଏହି ଆଇନ ଅନୁସାରେ ସ୍ଵରାଜ ପନ୍ଥୀମାନଙ୍କୁ ଗିରଫ କରାଗଲା । ପୁନଶ୍ଚ ସେହି ଆଇନ ବଳରେ ସୁଭାଷଙ୍କୁ ଅକ୍ଟୋବର ୨୫ ରେ ତାଙ୍କର ଏଲିଗିନ ରୋଡ଼ଠାରେ ଥିବା ବାସଭବନରୁ ଗିରଫ କଲେ । ସୁଭାଷ ଚନ୍ଦ୍ର ଜେଲରେ ଥିବା ସମୟରେ ସେହି ଜେଲରେ ଥିବା ଜଣେ ପୋଲିସ ଅଫିସରଙ୍କର ଅଶାଳିନ ବ୍ୟବହାରରେ ଅତିଷ୍ଟ ହୋଇ ତାକୁ ବହିଷ୍କାର କରିବା ଦ୍ଵାରା ସୁଭାଷଙ୍କୁ ଆଲିପୁର ଜେଲରୁ ବରହପୁତ୍ର ଜେଲକୁ ସ୍ଥାନାନ୍ତରିତ କରଗଲା।
୬୨ କ ଧାଡ଼ି:
୧୯୩୮ ମସିହାରେ ହରିପୁରା ଜାତୀୟ କଂଗ୍ରେସର ଅଧିବେଶନରେ [[ମୋହନଦାସ କରମଚାନ୍ଦ ଗାନ୍ଧୀ|ଗାନ୍ଧୀ]]ଙ୍କ ମନୋନୀତ ପ୍ରାର୍ଥୀ ପଟ୍ଟାଭିସୀତାରାମାୟାଙ୍କୁ ହରାଇ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ୧୯୩୯ରେ ସେ ପୁଣିଥରେ ସେହି ପଦବୀକୁ ନିର୍ବାଚିତ ହୋଇଥିଲେ । <!--ସେ ଟାଇମ୍ସ ପତ୍ରିକାରେ ପ୍ରଚ୍ଛଦରେ ସ୍ଥାନ ପାଇଥିଲେ । --> <ref>http://www.netaji.org/congress.php</ref>
 
୧୯୩୯ରେ ସେ ଫରୱାର୍ଡ଼ ବ୍ଳକ ନାମକ ଏକ ନୂତନ ଦଳ ଗଠନ କରିଥିଲେ । ସଶସ୍ତ୍ର ଆନ୍ଦୋଳନ ଦ୍ଵାରା ହିଁ ଭାରତକୁ ବ୍ରିଟିଶ ସାମ୍ରାଜ୍ୟବାଦରୁ ମୁକ୍ତ କରିହେବ ବୋଲି ସେ ବିଶ୍ଵାସ କରୁଥିଲେ । ସେ ଇଟାଲିର ଜନନାୟକ ଗାରିବାଲ୍ଡି ଓ ମାଜିନିଙ୍କ ଦ୍ଵାରା ଯଥେଷ୍ଟ ଅନୁପ୍ରାଣୀତ ହୋଇଥିଲେ । ସୁଭାଷଙ୍କର ଏହି ଉଗ୍ରନୀତି ଯୋଗୁଁ ବ୍ରିଟିଶ ସରକାର ତାଙ୍କୁ କଲିକତା ଠାରେକଲିକତାଠାରେ ନଜରବନ୍ଦୀ ରୂପେ ରଖିଥିଲେ । ଭାରତର ସ୍ଵାଧୀନତା ପାଇଁ ଭାରତ ବାହାରେ ରହି ଯୁଦ୍ଧ କରିବା ପାଇଁ ୧୯୪୧ ଜାନୁଆରୀ ୧୭ ତାରିଖରେ ସେ ଭାରତର ସୀମାନ୍ତ ଅତିକ୍ରମ କରି ଆଫଗାନିସ୍ଥାନ ଓ ସୋଭିଏତ ଋଷ ମଧ୍ୟ ଦେଇ ମାର୍ଚ୍ଚ ମାସରେ ବର୍ଲିନ ଠାରେବର୍ଲିନଠାରେ ପହଞ୍ଚିଥିଲେ । ଜର୍ମାନୀର ନାଜି ଶାସକ ହିଟଲରଙ୍କ ସହ ସାକ୍ଷାତ କରି ଭାରତର ସ୍ଵାଧୀନତା ହାସଲ ସମ୍ପର୍କରେ ତାଙ୍କୁ ସାହାଯ୍ୟ କରିବାକୁ ଅନୁରୋଧ କରିଥିଲେ । ବର୍ଲିନ ଠାରେବର୍ଲିନଠାରେ ଏକ ମୁକ୍ତ ଭାରତ କେନ୍ଦ୍ର ଉନ୍ମୋଚନ କଲେ ଓ ଜର୍ମାନୀ ମାଟିରେ ଫ୍ରି ଇଣ୍ଡିଆ ଆର୍ମି ଗଠନ କରିଥିଲେ । ସୁଦୂର ବର୍ଲିନରୁ ଆଜାଦ ହିନ୍ଦ ରେଡ଼ିଓ ମାଧ୍ୟମରେ ଭାରତବାସୀଙ୍କୁ ସଂଗ୍ରାମ ପାଇଁ ଆହ୍ଵାନ ଦେଇଥିଲେ । '''ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ଵାଧୀନତା ଦେବି''' ଆହ୍ଵାନରେ ସମସ୍ତଙ୍କୁ ଏକଜୁଟ କଲେ ।
 
ଦ୍ଵିତୀୟ ବିଶ୍ଵଯୁଦ୍ଧ ସମୟରେ ଜାପାନରେ ନିର୍ବାସିତ ଭାବେ ବାସ କରୁଥିବା ରାସ ବିହାରୀ ବୋଷ ନାମକ ଜଣେ ଭାରତୀୟ ଜାପାନ, ବର୍ମା, ମାଳୟ, ପ୍ରଭୃତି ସ୍ଥାନରେ ପ୍ରବାସୀ ଭାରତୀୟ ଓ ଯୁଦ୍ଧ ବନ୍ଦୀମାନଙ୍କୁ ଏକତ୍ରିତ କରି ଭାରତୀୟ ସ୍ଵାଧୀନତା ଲିଗ ଗଠନ କଲେ । ସୁଭାଷ ସିଙ୍ଗାପୁରରେ ଆଜାଦ ହିନ୍ଦ ଫୌଜର ଦାୟିତ୍ଵ ଗ୍ରହଣ କଲେ ଏବଂ ୧୯୪୩ ମସିହା ଅକ୍ଟୋବର ୨୧ତାରିଖ ଦିନ ସେଠାରେ ଏକ ଅସ୍ଥାୟୀ ସ୍ଵାଧୀନ ସରକାର ଗଠନ କଲେ । ସେହିଠାରୁ ସେ ଆହ୍ଵାନ ଦେଇଥିଲେ ଦିଲ୍ଲୀ ଚଲୋ । ଏହା ସହିତ ଆରମ୍ଭ ହେଲା ଆଜାଦ ହିନ୍ଦ ଫୌଜର ଅଭିଯାନ । ୧୯୪୪ ମାର୍ଚ୍ଚ ୧୮ ତାରିଖରେ ଆଜାଦ ହିନ୍ଦ ଫୌଜ ବର୍ମା ସୀମା ଅତିକ୍ରମ କରି ଭାରତୀୟ ମାଟିରେ ପାଦ ଥାପିଥିଲା ଓ ମଣିପୁରର ଇମ୍ଫାଲ ଯାଏଁ ଏହି ଅଭିଯାନ ଅଗ୍ରସର ହେଲା । ଦୃଢ଼ ପଦକ୍ଷେପରେ ଅଗ୍ରସର ହେଉଥିବା ଆଜାଦ ହିନ୍ଦ ଫୌଜ ଉପରେ ବ୍ରିଟିଶ ବାହିନୀ ଉଭୟ ସ୍ଥଳ ଓ ଆକାଶ ପଥରୁ ଆକ୍ରମଣ କରି ଇମ୍ଫାଲଠାରେ ତାଙ୍କୁ ପରାସ୍ତ କଲା । <ref>http://www.historytoday.com/hugh-purcell/subhas-chandra-bose-afterlife-india%E2%80%99s-fascist-leader</ref>
୮୪ କ ଧାଡ଼ି:
 
* {{cite news
| author =
| title = Mystery over India freedom hero
| date = 2006-05-17
| publisher = BBC News
| url = http://news.bbc.co.uk/1/hi/world/south_asia/4989868.stm
| accessdate =2008-08-10
}}