"ଭୀମ ସିଂ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ତାଂକ → ତାଙ୍କ, ବିଶିଷ୍ଠ → ବିଶିଷ୍ଟ using AWB
ଆଧାର+
୧୮ କ ଧାଡ଼ି:
}}
 
'''ଭୀମ ସିଂ''' ( ୧୩ ନଭେମ୍ବର ୧୯୩୪ - ୨୧ ଅଗଷ୍ଟ ୨୦୧୦)<ref>{{cite web|last=Chakra|first=Shyamhari|title=Passion drove him all his life|url=http://www.newindianexpress.com/states/odisha/article208858.ece?service=print|publisher=The New Indian Express|accessdate=2 September 2014}}</ref> ଓଡ଼ିଆ ନାଟକ , ଆକାଶବାଣୀ, ଦୂରଦର୍ଶନ ଓ କଥାଚିତ୍ର ଜଗତର ଜଣେ ଜଣାଶୁଣା ଅଭିନେତା । ଅଭିନେତା ଓ ସହକାରୀ/ ସହଯୋଗୀ ନିର୍ଦ୍ଦେଶକ ଭାବେ ସେ ଓଡ଼ିଶାର ବିଶିଷ୍ଟ ନିର୍ଦ୍ଦେଶକ [[ନିତାଇ ପାଲିତ]]ଙ୍କ ସହ ବହୁ ଓଡ଼ିଆ କଥାଚିତ୍ରରେ କାମ କରିଥିଲେ । ଚିତ୍ରନାଟ୍ୟ, ସଂଳାପ ଲିଖନ କ୍ଷେତ୍ରରେ ସେ ବହୁତ ଫିଲ୍ମ ସହିତ ସଂଶ୍ଳିଷ୍ଟ ଥିଲେ । ଏତତ ବ୍ୟତୀତ ସେ ବହୁ ପ୍ରାମଣିକ (documentary) ଚଳଚ୍ଚିତ୍ର ପାଣ୍ଡୁଲିପି ଲେଖିବା ସହ ଓଡ଼ିଆ ନାଟକ, ସଂଗୀତ, ଭକ୍ତିକଥା, ଲୋକ ପରମ୍ପରା ସମ୍ପର୍କରେ ବହୁ ଉଚ୍ଚକୋଟିର ପ୍ରବନ୍ଧ ମାନ ଲେଖିଛନ୍ତି । ୨୦୦୮ରେ ତାଙ୍କ ସଂକଳିତ "ଓଡ଼ିଆ ଚଳଚ୍ଚିତ୍ରର ଅଜ୍ଞାତ ଅଧ୍ୟାୟ" ଓଡ଼ିଆ ସିନେମା ବିଶେଷ କରି ପୁରୁଣା ସିନେମାର ଏକ ଜ୍ଞାନକୋଷ ।<ref name=omdb>{{cite web|title=Year 1984: Abhilash|url=http://www.odiamoviedatabase.com/2014/09/year-1984.html|publisher=Odia Movie Database|accessdate=30 August 2015}}</ref>
 
ତାଙ୍କର ୨୦୦୮ରେ ପ୍ରକାଶ ପାଇଥିବା ପୁସ୍ତକ "ଓଡ଼ିଆ ଚଲଚ୍ଚିତ୍ରର ଅଜ୍ଞାତ ଅଧ୍ୟାୟ" ଓଡ଼ିଆ ସିନେମା ବିଶେଷ କରି ପୁରୁଣା ସିନେମାର ଗୋଟିଏ ଏନସାଇକ୍ଲୋପିଡ଼ିଆ ଅଟେ ।
 
୩୦୦ରୁ ଉର୍ଦ୍ଧ ନାଟକରେ ଅଭିନୟ କରିଥିବା ଭୀମ ସିଂ, ୧୩ ବର୍ଷ ବୟସରେ ପ୍ରଥମେ ଅଭିନୟ ଆରମ୍ଭ କରିଥିଲେ ।<ref>{{cite web|title=Orissa Theatre, cinema artiste passes away|url=http://www.orissadiary.com/CurrentNews.asp?id=20741|publisher=OrissaDiary|accessdate=2 September 2014}}</ref>
"https://or.wikipedia.org/wiki/ଭୀମ_ସିଂ"ରୁ ଅଣାଯାଇଅଛି