"ସର୍ବପଲ୍ଲୀ ରାଧାକୃଷ୍ଣନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୩୨ କ ଧାଡ଼ି:
 
== ବାଲ୍ୟ ଜୀବନ ==
ତାମିଲନାଡୁ ରାଜ୍ୟର ଚେନ୍ନାଇ ନଗରଠାରୁ ପ୍ରାୟ ୪୦ କି.ମି. ଦୂରରେ ଅବସ୍ଥିତ ତିରୁଭାଣି ଗ୍ରାମରେ ୧୯୮୮ ସେପ୍ଟେମ୍ବର ୫ ତାରିଖ ଦିନ ସେ ଜନ୍ମ ଗ୍ରହଣ କରିଥଲେ । ରାଧାକୃଷ୍ଣନ୍‌ଙ୍କର ପିତା ବୀରସ୍ଵାମୀ ପୁରୋହିତ କାର୍ଯ୍ୟ ସହ ସାମୟିକ ଶିକ୍ଷକତା କରି ତାଙ୍କର ପାଞ୍ଚଗୋଟି ସନ୍ତାନକୁ ବଢାଇ ଅଲେବଢାଇଥିଲେ । ତାଙ୍କର ପୂର୍ବଜମାନେ ସର୍ବପଲ୍ଲୀ ଗ୍ରାମରେ ବସବାସ କରୁଥଲେ । ଦକ୍ଷିଣ ଭାରତର କେତେକ କୁଳାଚାର ଅନୁସାରେ ଗ୍ରାମର ନାମ ବା ଗୋତ୍ର ସାଙ୍ଗିଆ ପରି ପ୍ରତି ଗ୍ରାମବାସୀଙ୍କ ନାମର ପ୍ରାରମ୍ଭରେ ରହେ । ସେହି ନିୟମରେ ତାଙ୍କର ନାମ ହେଲା ସର୍ବପଲ୍ଲୀ ରାଧାକୃଷ୍ଣନ୍ । ଡକୃରେଟ୍ (ବିଦ୍ୟାବାରିଧୂ ଡିଗ୍ରୀ ସହ ସମାନ) ଉପାଧଟି ସେ “ The Ethics of Vedants “ ନିବନ୍ଧ ଲେଖି ଅର୍ଜନ କରିଥଲେ । ନିବନ୍ଧଟି ତତ୍କାଳୀନ ଯୁଗର ବିଶିଷ୍ଟ ଦାର୍ଶନିକ A.G Hoggଙ୍କ ଦ୍ଵାରା ଉଚ୍ଚ ପ୍ରଶଂସିତ ହେଇଥଲା ।
 
== ଶିକ୍ଷା ==