"ସର୍ବପଲ୍ଲୀ ରାଧାକୃଷ୍ଣନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୩୩ କ ଧାଡ଼ି:
== ଜୀବନୀ ==
=== ବାଲ୍ୟ ଜୀବନ ===
ତାମିଲନାଡୁ ରାଜ୍ୟର ଚେନ୍ନାଇ ନଗରଠାରୁ ପ୍ରାୟ ୪୦ କି.ମି. ଦୂରରେ ଅବସ୍ଥିତ ତିରୁତ୍ତାଣି ଗ୍ରାମରେ ୧୯୮୮୧୮୮୮ ସେପ୍ଟେମ୍ବର ୫ ତାରିଖ ଦିନ ସେ ଜନ୍ମ ଗ୍ରହଣ କରିଥଲେ । ତାଙ୍କ ପିତାଙ୍କ ନାମ ବୀରସ୍ଵାମୀ ଓ ମାତା ସୀତାମ୍ମା । ରାଧାକୃଷ୍ଣନ୍‌ଙ୍କର ବାଲ୍ୟ ଜୀବନର ଅଧିକାଂଶ ସମୟ ତିରୁତ୍ତାଣି ଓ ତିରୁପତିଠାରେ କଟିଥିଲା । ତିରୁତ୍ତାଣିର ପ୍ରାଇମେରି ବୋର୍ଡ ଉଚ୍ଚ ବିଦ୍ୟାଳୟରେ ତାଙ୍କ ପ୍ରାଥମିକ ଶିକ୍ଷା ଆରମ୍ଭ ହୋଇଥିଲା । ପିତା ସ୍ଥାନୀୟ ଜମିଦାରଙ୍କ ପାଖରେ ଅଧସ୍ତନ କର୍ମଚାରୀ ଭାବେ କାମ କରିବା ସହ ସାମୟିକ ଶିକ୍ଷକତା କରି ତାଙ୍କର ପାଞ୍ଚଗୋଟି ସନ୍ତାନକୁ ବଢାଇଥିଲେ । ତାଙ୍କର ପୂର୍ବଜମାନେ ସର୍ବପଲ୍ଲୀ ଗ୍ରାମରେ ବସବାସ କରୁଥଲେ । ଦକ୍ଷିଣ ଭାରତର କେତେକ କୁଳାଚାର ଅନୁସାରେ ଗ୍ରାମର ନାମ ବା ଗୋତ୍ର ସାଙ୍ଗିଆ ପରି ପ୍ରତି ଗ୍ରାମବାସୀଙ୍କ ନାମର ପ୍ରାରମ୍ଭରେ ରହେ । ସେହି ନିୟମରେ ତାଙ୍କର ନାମ ହେଲା ସର୍ବପଲ୍ଲୀ ରାଧାକୃଷ୍ଣନ୍ । ଡକୃରେଟ୍ (ବିଦ୍ୟାବାରିଧୂ ଡିଗ୍ରୀ ସହ ସମାନ) ଉପାଧଟି ସେ “ The Ethics of Vedants" ନିବନ୍ଧ ଲେଖି ଅର୍ଜନ କରିଥଲେ ।
 
=== ଶିକ୍ଷା ===