"ମଇ ଦିବସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ add reference
୩ କ ଧାଡ଼ି:
 
== ଇତିହାସ ==
ପୁଞ୍ଜିବାଦୀ ବ୍ୟବସ୍ଥା ବିରୋଧରେ ବିଶ୍ଵ ଶ୍ରମଜୀବୀ ସମୁଦାୟର ଏହା ଥିଲା ପ୍ରଥମ ରାଜନୈତିକ ସଂଗ୍ରାମ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଆନ୍ଦୋଳନର ସୂତ୍ରପାତ ହୋଇଥଲେ ହେଁ ବିଶ୍ଵର ସମସ୍ତ ସ୍ଵାଧୀନ ଓ ପରାଧୀନ ଦେଶର ଶ୍ରମଜୀବୀମାନଙ୍କୁ ଏହା ପ୍ରଭାବିତ କରିଥଲା । ଯୁକ୍ତରାଷ୍ଟ୍ର ଆମେରିକାର ବାଲ୍ଲିମୋର ସହରରେ ୧୮୬୬ ମସିହା ଅଗଷ୍ଟ ୨୦ ତାରିଖରେ ଷାଠିଏଟି ୟୁନିୟନର ପ୍ରତିନିଧିମାନେ ଏକତ୍ରିତ ହୋଇ ଆଠଘଣ୍ଟା ଶ୍ରମ ଦିବସ ପାଇଁ ଆଇନ ପ୍ରଣୟନ ପାଇଁ ପ୍ରସ୍ତାବ ଗ୍ରହଣ କରିଥଲେ । ନ୍ୟାସନାଲ ଲେବର ୟୁନିୟନ ମଧ ପୁଞ୍ଜିବାଦୀ ଦାସତ୍ଵରୁ ଶ୍ରମଜୀବୀମାନଙ୍କୁ ମୁକ୍ତ କରାଇବା ପାଇଁ ଲକ୍ଷ୍ୟ ରଖିଥଲା । ୧୮୬୮ ରେ ଯୁକ୍ତରାଷ୍ଟ୍ର ଆମେରିକାର କଂଗ୍ରେସ ଆଠଘଣ୍ଟା ଶ୍ରମଦିବସକୁ ଗ୍ରହଣ କରିଥଲା । [[ପ୍ରଥମ ଆନ୍ତର୍ଜାତିକର ଜେନିଭା ଅଧିବେଶନ]] ମଧ୍ୟ ଉକ୍ତ ପ୍ରସ୍ତାବକୁ ଗ୍ରହଣ କରିଥଲା ।<ref name=Utkalaprasanga>{{cite journal|last=କର|first=ସୌରୀବନ୍ଧୁ|title=ଶ୍ରମିକ ଦିବସ|journal=Utkala Prasanga|volume=April-May 2014|pages=104-107|url=http://odisha.gov.in/e-magazine/utkalprasanga/2014/April-May/oriyapdf/104-107.pdf|accessdate=24 September, 2015}}</ref><ref name=UtkalaPrasanga>{{cite journal|last=Pati|first=Janardana|title=May Day|journal=Utkala Prasanga|issue=Apr-May 2014|pages=101-103|url=http://odisha.gov.in/e-magazine/utkalprasanga/2014/April-May/oriyapdf/101-103.pdf|accessdate=24 September, 2015}}</ref>
 
== ଆଧାର ==
"https://or.wikipedia.org/wiki/ମଇ_ଦିବସ"ରୁ ଅଣାଯାଇଅଛି