"ଅଶ୍ୱିନୀ (ନକ୍ଷତ୍ର)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ଆଧାର
ଟିକେ add reference
୪ କ ଧାଡ଼ି:
 
== ଜ୍ୟୋତିଷୀୟ ପରିଚୟ ==
ହିନ୍ଦୁ ଜ୍ୟୋତିଷରେ ରାଶିଚକ୍ର (୩୬୦ ଡିଗ୍ରୀ)କୁ କାଳ୍ପନିକ ୨୭ ଭାଗରେ ବିଭକ୍ତ କରାଯାଇଛି ।<ref>Swain, Captain Manasaranjan . ''ବୈଦିକ ଜ୍ୟୋତିଷ'', ପୃଷ୍ଠା- ୦୩. ପ୍ରକାଶକ-ଜ୍ୟୋତିଷ ବାସ୍ତୁ ସାଧନା ଆଶ୍ରମ.</ref> ପ୍ରତ୍ୟେକ ଭାଗ ଅର୍ଥାତ୍‌ ୧୩ ଡିଗ୍ରୀ ୨୦ ମିନିଟ ଅଂଶ ଗୋଟିଏ ଗୋଟିଏ ନକ୍ଷତ୍ର ନାମରେ ନାମିତ । ନକ୍ଷତ୍ରମାନଙ୍କୁ [[ହିନ୍ଦୁ]] ଜ୍ୟୋତିଷମାନେ ୨୭ଟି ସ୍ଵତନ୍ତ୍ର ତାରକାପୁଞ୍ଜରେ ବିଭକ୍ତକରି ପ୍ରତ୍ୟେକଙ୍କୁ ଗୋଟିଏ ଲେଖାଁଏ ସ୍ଵତନ୍ତ୍ର ନାମ ଦେଇ ଅଛନ୍ତି । ପୁଣି ପ୍ରତ୍ୟେକ ନକ୍ଷତ୍ରକୁ ଚାରି ପାଦରେ ବିଭକ୍ତ କରାଯାଇଛି । ଚନ୍ଦ୍ରର ଦୈନିକ ଗତି ପ୍ରାୟ ୧୩ ଡିଗ୍ରୀ ୨୦ ମିନିଟ ହୋଇଥିବାରୁ ଏହା ଗୋଟିଏ ଦିନ ଗୋଟିଏ ନକ୍ଷତ୍ରରେ ଅବସ୍ଥାନ କରିଥାଏ । <ref name=galacticcentre>{{cite web|title=The 27 Nakshatras|url=http://www.galacticcenter.org/main/nakshatras/the-27-nakshatras.html|accessdate=25 September 2015}}</ref> ତେଣୁ ବୈଦିକ ଜ୍ୟୋତିଷରେ ନକ୍ଷତ୍ର ସହିତ ଚନ୍ଦ୍ରର ସମ୍ବନ୍ଧ ଅତି ନିବିଡ ।
 
ତେବେ ଅଶ୍ଵିନୀଠାରୁ ରେବତୀ ପର୍ଯ୍ୟନ୍ତ ୨୭ ନକ୍ଷତ୍ର ମଧ୍ୟରେ ଚାନ୍ଦ୍ରମାନ ମାସକୁ ବାଣ୍ଟିଲା ବେଳକୁ କିଛି ନିଅଣ୍ଟ ଦେଖାଯିବାରୁ ହିନ୍ଦୁ ଜ୍ୟୋତିଷମାନେ ଅଭିଜିତ ନକ୍ଷତ୍ରକୁ ଅଷ୍ଟାବିଂଶ ନକ୍ଷତ୍ର ରୁପେ ଗଣନା କରିଅଛନ୍ତି । <ref name=cincinatitemple>{{cite web|title=Fundamentals of Vedic Astrology|url=http://cincinnatitemple.com/articles/Fundementals-of-Vedic-Astrology.pdf|accessdate=25 September 2015}}</ref>