"ମୋଗଲ ସାମ୍ରାଜ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୪୫ କ ଧାଡ଼ି:
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅ ରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ଵୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶ ଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀର ଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।<ref name="HISTORY OF THE MOGHUL EMPIRE">{{cite web|title=ମୋଗଲ ସାମ୍ରାଜ୍ୟ ଇତିହାସ|url=http://www.historyworld.net/wrldhis/PlainTextHistories.asp?historyid=ab99|publisher=Historyworld|accessdate=26 September 2015}}</ref>
 
୧୯୫୬ ମସିହାରେ ଜଲାଲୁଦ୍ଦୀନ୍ ମୋହମଦ୍ ଆକବର୍, ଯିଏ ମହାନ୍ ଆକବର ନାମରେ ପ୍ରସିଦ୍ଧ, ତାଙ୍କର ପଦଗ୍ରହଣ ସହିତ ଏହି ସାମ୍ରାଜ୍ୟର ଉକ୍ତୃଷ୍ଟ ସମୟ ଆରମ୍ଭ ହେଲା ଓ ସମ୍ରାଟ୍ ଆଉରଙ୍ଗଜେବଙ୍କ ନିଦ୍ଧନ ସହିତ ଶେଷ ହେଲା ।<ref name="The Mughal empire in India">{{cite web|title=ଭାରତରେ ମୋଗଲ୍ ସାମ୍ରାଜ୍ୟ|url=http://asianhistory.about.com/od/india/p/mughalempireprof.htm|publisher=About.com|accessdate=26 September 2015}}</ref>
 
==ପ୍ରାରମ୍ଭିକ ଇତିହାସ==