"ମୋଗଲ ସାମ୍ରାଜ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୭୨ କ ଧାଡ଼ି:
|[[ଶାହାଜହାନ୍]] || ୫ ଜାନୁଆରୀ ୧୫୯୨ || ୧୬୨୭-୧୬୫୮ || ୧୬୬୬ || ଶାହାଜହାନଙ୍କ ରାଜତ୍ଵ କାଳରେ ମୋଗଲ୍ କଳା ଓ ସ୍ଥାପତ୍ୟ ଚରମ ବିନ୍ଦୁରେ ପହଞ୍ଚିଥିଲା । ଅନେକ ମୋଗଲ୍ ସ୍ଥାପତ୍ୟ ଯଥା:- ତାଜ୍ ମହଲ୍, ଜମ୍ମା ମସଜିଦ୍, ଲାଲ୍ କିଲ୍ଲା, ଜାହାଙ୍ଗୀର୍ ମ୍ୟୁଜିୟମ୍ ଓ ଶଲିମାର୍ ଗାର୍ଡନ୍(ଲହୋର୍)ଇତ୍ୟାଦି ମୋଗଲ୍ କଳା ଓ ସ୍ଥାପତ୍ୟର ଏକ ନିଦର୍ଶନ ଓ ପ୍ରତୀକ । ସେ ନିଜ ପୁତ୍ର ଆଉରଙ୍ଗଜେବଙ୍କ ଦ୍ଵାରା ଗାଦିଚ୍ୟୁତ ହୋଇଥିଲେ ।
|-
|[[ଆଉରଙ୍ଗଜେବ]] || ୨୧ ଅକ୍ଟୋବର ୧୬୧୮ || ୧୬୫୮-୧୭୦୭ || ୩ ମାର୍ଚ୍ଚ ୧୭୦୭ || ସେ ଇସଲାମିକ ଆଇନର ପୁନ୍ଃବ୍ୟାଖ୍ୟା କରି ଶରିଆ ଆଇନ ବଳରେ ଫତ୍ଵା-ଏ-ଅଲମଗିରି ପ୍ରଥାକୁ ପ୍ରଚଳନ କରିଥିଲେ ।ସେ ଗୋଲକୋଣ୍ଡା ସୁଲତାନଙ୍କ ହୀରାପଥର ଖଣିକୁ ଅଧିକୃତ କରିଥିଲେ । ନିଜ ଜୀବନର ଶେଷ ୨୭ ବର୍ଷ ସେ ମରାଠା ମାନଙ୍କ ବିରିଧରେ ଯୁଦ୍ଧ ଲଢି ନିଜ ସାମ୍ରାଜ୍ୟକୁ ବିସ୍ତାର କରିଥିଲେ । ଡେକନ୍ ଅଭିଯାନ ସମୟରେ ସେ ମୃତ୍ୟୁବରଣ କରିଥିଲେ ।<ref name=Aurangzeb>{{cite web|title=Aurangzeb|url=http://www.aurangzeb.info/|publisher=Blogger|accessdate=26 September 2015}}</ref>
|-
|[[ବାହାଦୁର୍ ଶାହା ୧]] || ୧୪ ଅକ୍ଟୋବର ୧୬୪୩ || ୧୭୦୭-୧୭୧୨ || ଫେବୃଆରୀ ୧୭୧୨ || ପ୍ରଥମ ମୋଗଲ ସମ୍ରାଟ ଯିଏ ବିଦ୍ରୋହ ଓ ଅସଜଡା ସାମ୍ରାଜ୍ୟକୁ ସଫଳତାର ସହ ଶାସନ କରିଥିଲେ । ତାଙ୍କ ରାଜ୍ଜତ୍ଵ ପରେ ନେତୃତ୍ଵର ଅଭାବ ଯୋଗୁଁ ମୋଗଲ ସାମ୍ରାଜ୍ୟର କ୍ଷୟ ଘଟିବା ଆରମ୍ଭ ହେଲା ।