"ଓଡ଼ିଆ ଭାଗବତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୬ କ ଧାଡ଼ି:
 
==ଇତିହାସ ==
ବ୍ୟାସଦେବ ରଚିତ ସଂସ୍କୃତ ଭାଗବତ ଓଡ଼ିଆ ଭାଷାଭାଷୀଙ୍କ ନିକଟରେ ଆଦୃତ ହୋଇପାରିନଥିଲା । [[ପଞ୍ଚସଖା]] ଯୁଗର କବି ଜଗନ୍ନାଥ ଦାସ ଓଡ଼ିଆ ଭାଷାରେ ନବାକ୍ଷରୀ ଛନ୍ଦରେ ଏହାର ଭାବାନୁବାଦ କରିଥିଲେ । ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ବେଢ଼ାରେ ଜଗନ୍ନାଥ ପାଠ ହୁଏ ଓ ଭକ୍ତଗଣ ଶୁଣିବାକୁ ଆସନ୍ତି । ଜଗନ୍ନାଥ ଦାସଙ୍କ ପିତା ଭଗବାନ ଦାସ ବଡ଼ଦେଉଳରେ ପୁରାଣପଣ୍ଡା ଥିଲେ । ତାଙ୍କ ପରେ ଜଗନ୍ନାଥ ଦାସ ପୁରାଣପଣ୍ଡା ହେଲେ । ସେ ସଂସ୍କୃତ ଭାଗବତକୁ ସରଳଭାଷାରେ ବୁଝାଇ ଦିଅନ୍ତିଦେଉଥିଲେ । ଜଗନ୍ନାଥଙ୍କ ମା’ବୋଉ ଓଡ଼ିଆ ଭାଷାରେ ପଦ୍ୟରୂପରେ ଶୁଣିବା ପାଇଁ ପୁଅକୁ ନିର୍ଦ୍ଦେଶ ଦିଅନ୍ତି । ବିଧବା ମା’ ବାର୍ଦ୍ଧକ୍ୟର ପୁଣ୍ୟ ସଞ୍ଚୟ ଆଶାରେ କୃଷ୍ଣଚରିତ ଶୁଣିବାକୁ ଆଶାୟୀ ହେବାରୁ ଜଗନ୍ନାଥ ଦାସ ଜନନୀର ଅଭିଳାଷ ପୂରଣ ନିମନ୍ତେ ଅଧ୍ୟାୟେ ଅଧ୍ୟାୟେ ପଦ୍ୟାନୁବାଦ ଶୁଣାଇବାକୁ ଲାଗିଲେ । ସେହି ପଦ୍ୟାନୁବାଦ ଭାଗବତ ଗ୍ରନ୍ଥର ରୂପ ନେଲା । ସେ ଓଡ଼ିଆ ଭାଷାରେ ନବାକ୍ଷରୀ ଛନ୍ଦରେ ଏହାର ଭାବାନୁବାଦ କରିଥିଲେ ।<ref>ଧରିତ୍ରୀ ଛୁଟିଦିନ ୭-୧୩ଜୁନ ୨୦୧୫</ref> ଜଗନ୍ନାଥଙ୍କ ମନ୍ଦିର ବେଢ଼ାରେ ନିତି ଭାଗବତ ପାଠ ହୁଏ ଓ ଭକ୍ତଗଣ ଶୁଣିବାକୁ ଆସନ୍ତି ।
 
== ଭାଗବତ ବାଣୀ ==