"ମେଷ (ରାଶି)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Hpsatapathy ପୃଷ୍ଠାଟିକୁ ବ୍ୟବହାରକାରୀ:Hpsatapathy/sandbox1ରୁ ମେଷ (ରାଶି)କୁ ଘୁଞ୍ଚାଇଲେ: ପୃଷ୍ଠା ତିଆରି
୮ କ ଧାଡ଼ି:
* ପ୍ରତ୍ୟେକ ରାଶିରେ ସୂର୍ଯ୍ୟଙ୍କ ଅବସ୍ଥାନକୁ ଭିତ୍ତିକରି ୧୨ଗୋଟି ମାସ ଗଣନା କରାଯାଇଛି । ଏହିପରିଭାବେ ୧୨ ଟି ରାଶି ନାମରେ ନାମିତ ୧୨ଟି ସୌରମାସ ବା ଏକ ସୌର ବର୍ଷର ପରିମାଣ ୩୬୫ ଦିନ ।<ref name=math>{{cite web|title=Months named after rasis|url=http://www.math.nus.edu.sg/aslaksen/calendar/indian_months.html|accessdate=24 September 2015}}</ref>
* ବୈଦିକ ଜ୍ୟୋତିଷମତେ ମେଷରାଶି ରଜଗୁଣୀ, ଚର ରାଶି, କ୍ଷତ୍ରୀୟ ଜାତି, ଅଗ୍ନିତତ୍ତ୍ଵ ବିଶିଷ୍ଟ ଏକ ବିଷମ ରାଶି ।<ref>Swain, Captain Manasa Ranjan . ''ବୈଦିକ ଜ୍ୟୋତିଷ'', ପୃଷ୍ଠା- ୦୬-୦୭. ପ୍ରକାଶକ-ଜ୍ୟୋତିଷ-ବାସ୍ତୁ ସାଧନା ଆଶ୍ରମ.</ref>
* ହିନ୍ଦୁ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ଚନ୍ଦ୍ର ଯେଉଁ ରାଶିରେ ଅବସ୍ଥାନ କରିଥାନ୍ତି, ତାହା ବ୍ୟକ୍ତିର ଜନ୍ମ ରାଶି ହୁଏ । ମେଷ ରାଶିରେ ଜନ୍ମିତ ବ୍ୟକ୍ତି ବେଶେଷ ଉଚ୍ଚାଭିଳାଷି ହୋଇଥାନ୍ତି ।<ref name=findyourfate>{{cite web|title=Misha(Aries)|url=http://www.findyourfate.com/indianastro/rasis-char.htm|accessdate=30 September 2015}}</ref>
 
== ଅଧିକ ତଥ୍ୟ ==
"https://or.wikipedia.org/wiki/ମେଷ_(ରାଶି)"ରୁ ଅଣାଯାଇଅଛି