"ଗୌତମ ବୁଦ୍ଧ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Deleted gibberish
Copied text from ବୌଦ୍ଧ ଧର୍ମ to this section.
୪୦ କ ଧାଡ଼ି:
 
== [[ବୌଦ୍ଧ ଧର୍ମ]] ==
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା କଷଣ ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
 
==ବୌଦ୍ଧଧର୍ମର ପ୍ରସାର==