"କର୍କଟ (ରାଶି)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଲିଙ୍କ୍ ଯୋଡିବା
ଲିଙ୍କ ଯୋଡିବା
୨ କ ଧାଡ଼ି:
 
== ଜ୍ୟୋତିଷୀୟ ପୃଷ୍ଠଭୂମି ==
ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ [[ସୂର୍ଯ୍ୟ]] ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ୧୨ ମାସରେ ପୃଥିବୀର ଚାରିଆଡ଼େ ପ୍ରଦକ୍ଷିଣ କରେ ।<ref name=packolkata>{{cite web|title=Indian Clendars|url=http://www.packolkata.gov.in/INDIAN_CALADAR_PAC.pdf|accessdate=24 September 2015}}</ref> ୩୦ ଡିଗ୍ରୀ ପରିମିତ ଏହି ପ୍ରତ୍ୟେକ କାଳ୍ପନିକ ଅଂଶ ଗୋଟିଏ ଗୋଟିଏ ରାଶି ନାମରେ ନାମିତ( (ଅର୍ଥାତ୍ [[ମେଷ (ରାଶି)|ମେଷ]], [[ବୃଷ (ରାଶି)|ବୃଷ]], [[ମିଥୁନ (ରାଶି)|ମିଥୁନ]], [[କର୍କଟ (ରାଶି)|କର୍କଟ]], [[ସିଂହ (ରାଶି)|ସିଂହ]], [[କନ୍ୟା (ରାଶି)|କନ୍ୟା]], [[ତୁଳା (ରାଶି)|ତୁଳା]], [[ବିଛା (ରାଶି)|ବିଛା]], [[ଧନୁ (ରାଶି)|ଧନୁ]], [[ମକର (ରାଶି)|ମକର]], [[କୁମ୍ଭ (ରାଶି)|କୁମ୍ଭ]], [[ମୀନ (ରାଶି)|ମୀନ]]) । ପ୍ରତ୍ୟେକ ରାଶିରେ ସୂର୍ଯ୍ୟଙ୍କ ଅବସ୍ଥାନକୁ ଭିତ୍ତିକରି ୧୨ଗୋଟି ମାସ ଗଣନା କରାଯାଇଛି । ଏହିପରିଭାବେ ୧୨ ଟି ରାଶି ନାମରେ ନାମିତ ୧୨ଟି ସୌରମାସ ବା ଏକ ସୌର ବର୍ଷର ପରିମାଣ ୩୬୫ ଦିନ ।<ref name=math>{{cite web|title=Months named after rasis|url=http://www.math.nus.edu.sg/aslaksen/calendar/indian_months.html|accessdate=24 September 2015}}</ref> ପାଶ୍ଚାତ୍ୟ ଜ୍ୟୋତିଷରେ ବ୍ୟକ୍ତିର ଜନ୍ମ ସମୟରେ ରାଶିଚକ୍ରରେ ସୂର୍ଯ୍ୟଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ ହୁଏ । କିନ୍ତୁ ଭାରତୀୟ ଜ୍ୟୋତିଷ ବା ବୈଦିକ ଜ୍ୟୋତିଷରେ ଚନ୍ଦ୍ରଙ୍କର ଅବସ୍ଥାନକୁ ନେଇ ଜନ୍ମ ରାଶି ନିର୍ଣ୍ଣୟ କରାଯାଏ ।<ref name=Astroved>{{cite web|title=Sun Sign and Moon Sign|url=http://www.astroved.com/articles/sun-sign-and-moon-sign|accessdate=1 October 2015}}</ref>
 
* ରାଶିଚକ୍ରରେ କର୍କଟ ରାଶିର ଅବସ୍ଥାନ ୯୧ ଡିଗ୍ରୀରୁ ୧୨୦ ଡିଗ୍ରୀ ମଧ୍ୟରେ । ହିନ୍ଦୁ ଜ୍ୟୋତିଷ ପ୍ରକାରେ ଚନ୍ଦ୍ର ଏହାର ଅଧିପତି ଗ୍ରହ ।<ref name=Astrojyoti></ref>