"କୃତ୍ତିକା (ନକ୍ଷତ୍ର)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୧୨ କ ଧାଡ଼ି:
* କୃତ୍ତିକା ନକ୍ଷତ୍ର ରାଶିଚକ୍ରରେ [[ମେଷ (ରାଶି)]] ମଧ୍ୟରେ ୨୬ ଗିଗ୍ରୀ, ୪୦ ମିନିଟରୁ ବୃଷ ରାଶିରେ ୧୦ଡିଗ୍ରୀ ପର୍ଯ୍ୟନ୍ତ ବ୍ୟାପ୍ତ ।
* ରବି ଏହାର ଅଧିପତି ।<ref name=astrology>{{cite web|title=27 Constellations or Nakshtras & their Lord Planets or Swami Grahas in Vedic Astrology or Jyotish|url=http://astrologer-astrology.com/constellations_lords_indian_vedic_astrology_jyotish.htm|accessdate=24 September 2015}}</ref>
* ବୈଦିକ ଜ୍ୟୋତିଷମତେ ଏହି ନକ୍ଷତ୍ର ମନୁଷ୍ୟରାକ୍ଷସଗଣ ଗୁଣ ବା ରଜସତ୍ତ୍ଵ ଗୁଣ ସହ ସମ୍ବନ୍ଧିତ ।<ref name=dirah>{{cite web|title=Nakshatras, the lunar zodiac of Vedic Astrology|url=http://www.dirah.nl/nakshatras.htm|accessdate=25 September 2015}}</ref>
* ବୈଦିକ ଜ୍ୟୋତିଷ ମତେ କୃତ୍ତିକା ନକ୍ଷତ୍ର ଲିଙ୍ଗ ଭେଦରେ ସ୍ତ୍ରୀ ଏବଂ ଜାତି ଭେଦରେ ବ୍ରାହ୍ମଣ ।<ref>Swain, Captain Manasa Ranjan . ''ବୈଦିକ ଜ୍ୟୋତିଷ'', ପୃଷ୍ଠା- 23-24. ପ୍ରକାଶକ-ଜ୍ୟୋତିଷ-ବାସ୍ତୁ ସାଧନା ଆଶ୍ରମ.</ref>
* କୃତ୍ତିକା ନକ୍ଷତ୍ରରେ ଜନ୍ମିତ ବ୍ୟକ୍ତିବିଶେଷ ବୁଦ୍ଧିମାନ, ସମାଜସେବୀ ଏବଂ ବଦ୍‌ରାଗୀ ପ୍ରକୃତିର ହୋଇଥାଆନ୍ତି ।<ref name=selfrealisation>{{cite web|title=The 27 Nakshtras|url=http://www.selfrealisation.net/UK/VedicAstrology/nakshatr.php|accessdate=26 September 2015}}</ref><ref name=Indianastrology>{{cite web|title=27 Naxatras|url=http://www.indianastrologyhoroscope.com/AshwiniNakshatra.html|accessdate=26 September 2015}}</ref>