"କବିସୂର୍ଯ୍ୟ ବଳଦେବ ରଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଏକ ଛବି ଯୋଡ଼ାଗଲା
ଅଧିକ ତଥ୍ୟ ଦିଆଗଲା
୨୦ କ ଧାଡ଼ି:
== ଜୀବନକାଳ ==
ବଳଦେବଙ୍କ ପିତା ଉଜ୍ଜ୍ୱଳ ରଥ [[ପୁରୀ ଜିଲ୍ଲା]]ର ମଣିପୁର ଶାସନରୁ ଆସି [[ବଡ଼ଖେମୁଣ୍ଡି ଗଡ଼]]ରେ ବସବାସ କରିଥିଲେ । ସେ ୧୭୮୯ ଖ୍ରୀ.ଅ.ରେ [[ଓଡ଼ିଶା]]ର [[ଗଞ୍ଜାମ ଜିଲ୍ଲା]]ର [[ବଡ଼ଖେମୁଣ୍ଡି ଗଡ଼]]ରେ ଜନ୍ମ ନେଇଥିଲ ।<ref>[http://orissadiary.com/personality/poet/Kabi%20Surya%20Baladeba%20Rath.asp Kabi Surya Baladeba Rath]</ref> ସାନବେଳେ ପିତାଙ୍କଠାରୁ ସେ ସଂସ୍କୃତ ଶିକ୍ଷା କରିଥିଲେ; ମାତ୍ର ଦଶବର୍ଷ ବୟସରେ ତାହାଙ୍କର ମାଆଙ୍କ ଦେହାନ୍ତ ଘଟିବାରୁ ତାଙ୍କୁ ଅଜା ତ୍ରିପୁରାରି ହୋତାଙ୍କ ଯତ୍ନରେ ରହି ବିଦ୍ୟା ଶିକ୍ଷା କରିବାକୁ ହୋଇଥିଲା । [[ଜଗନ୍ନାଥ|ଶ୍ରୀଜଗନ୍ନାଥ]]ଙ୍କ ଦର୍ଶନ ଉଦ୍ଦେଶ୍ୟରେ [[ପୁରୀ]] ଯାଇ ସେ ଆପଣାର କବିପ୍ରତିଭା ଲାଗି [[ପୁରୀ]]ର ଗଜପତି ରାଜା ମୁକୁନ୍ଦଦେବଙ୍କ ଠାରୁ 'କବିସୂର୍ଯ୍ୟ ରାୟଗୁରୁ ମହାପାତ୍ର' ଉପାଧି ପାଇଥିଲେ । <ref>ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା: ୧୭୯</ref>
କବିସୂର୍ଯ୍ୟ [[ବଳଦେବ ରଥ]]ଙ୍କ ବିଷୟରେ ଅନ୍ୟ ଏକ ମଧୁର କିମ୍ବଦନ୍ତୀ ରହିଛି ଏବଂ ତା ହେଉଛି ସେ ଠାକୁରାଣୀ [[ଭୂବନେଶ୍ଵରୀ]]ଙ୍କ କ୍ଷୀର ପାନ କରିବା କଥା । ଆଉ ଯାହା ବିଶ୍ବାସ କରାଯାଏ ଯେ, ବଳଦେବ ମାଙ୍କ କ୍ଷୀର ପାନ କରି ଅଲୌକିକ ଜ୍ଞାନ ଓ ଅସାଧାରଣ ପାଣ୍ଡିତ୍ୟର ପରିଚୟ ବହନ କରିଥିଲେ । ଲୋକକଥା ଅନୁଯାୟୀ ତାଙ୍କୁ ଯେତେବେଳେ ମାତ୍ର ୧୦ ବର୍ଷ ହୋଇଥିଲା ତାଙ୍କ ମା ପରଲୋକ ଗମନ କରିଥିଲେ । ମା'ଙ୍କ ଦେହାନ୍ତ ଖବର ଶୁଣି ଯେତେବେଳେ ଏକାକୀ ଅନୁଭବ କରୁଥୁଲେ ତାଙ୍କ ଅଜା [[ତ୍ରୀପୁରାରି ଓତା]] ତାଙ୍କର ସବୁ ଲାଳନପାଳନର ଦାୟିତ୍ଵ ନେଇଥିଲେ । ଏଇଠାରୁ ବଳଦେବ କବିତା ରଚନା କରି ବନଜଙ୍ଗଲର ପଶୁପକ୍ଷୀଙ୍କୁ ମଧ୍ୟ ନିଜ ଆଡ଼କୁ ଆକର୍ଷିତ କରିପାରୁଥିଲେ ।<ref>{{cite web|last=ଡାକୁଆ|first=ରାମକୃଷ୍ଣ|title=ଅଷ୍ଟଦୁର୍ଗ ଐତିହର ସୁରକ୍ଷା ଚିନ୍ତା|url=http://www.ameodia.com/?p=3816|publisher=ଆମେ ଓଡ଼ିଆ - ମାସିକ ପତ୍ରିକା|accessdate=11 October 2015}}</ref>
 
== ରଚନାବଳୀ ==
=== କବିତା ===