"ଗରୁଡ଼" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
testing article count after updating deadendpages
୧ କ ଧାଡ଼ି:
ଗରୁଡ
 
'''ଗରୁଡ''' ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । [[ହିନ୍ଦୁ]] ଓ ବୌଦ୍ଧ ଧର୍ମଗ୍ରନ୍ଥ ରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ ବିଷ୍ଣୁଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା ନାଗସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ଵର, କାମାୟୁଷ, କାଶ୍ୟପି,ଖଗେଶ୍ଵର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ '''ପକ୍ଷୀରାଜ''' ବୋଲି ଆଖ୍ୟା ଦେଇଥିଲେ ।<ref name="ଗରୁଡ ପୁରାଣ">{{cite web|title=ଗରୁଡ ପୁରାଣ|url=http://sacred-texts.com/hin/gpu/index.htm|publisher=S.V. Subrahmanyam|accessdate=5 September 2015}}</ref>
 
ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ ପୁରାଣ ଇତ୍ୟଦିରେ ଗରୁଡକୁ ଏକ୍ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ ବର୍ଣନା କରାଯାଇଛି । <ref name=Garuda>{{cite web|title=ଗରୁଡ|url=http://hindunet.org/god/animal_deities/garuda/|publisher=The Hindu Universe|accessdate=5 September 2015}}</ref>
"https://or.wikipedia.org/wiki/ଗରୁଡ଼"ରୁ ଅଣାଯାଇଅଛି