"ରକ୍ତହୀନତା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଅଧିକ ତ‌ଥ୍ୟ ଦିଆଗଲା
ଅଧିକ ତ‌ଥ୍ୟ ଦିଆଗଲା
୨୮ କ ଧାଡ଼ି:
[[File:Symptoms of anemia.png|thumb|240px|Main symptoms that may appear in anemia<ref>[http://www.emedicinehealth.com/anemia/page3_em.htm eMedicineHealth > anemia article] Author: Saimak T. Nabili, MD, MPH. Editor: Melissa Conrad Stöppler, MD. Last Editorial Review: 12/9/2008. Retrieved on 4 April 2009</ref>]]

ଏହି ରୋଗ ସହଜରେ ଧରା ପଡେ ନାହିଁ । ଏହାର ଲକ୍ଷଣ ଅତି କମ ଥାଏ ବା ଅନିର୍ଦ୍ଦିଷ୍ଟଅସ୍ପଷ୍ଟ ଥାଏ । ଏହାର କାରଣ ଅନୁସାରେ ଲକ୍ଷଣ ଦେଖାଯାଏ ବା ରୋଗର ନିଜ ଲକ୍ଷଣ ପ୍ରକାଶ ପାଏ ।

ସାଧାରଣତଃ ଦୂର୍ବଳତା, ଥକ୍କା ଲାଗିବା, ଦେହ ଘୋଳି ହେବା, ଓ ମନ ନ ଲାଗିବା ଏହି ରୋଗର ଲକ୍ଷଣ । ଅଳ୍ପ ପରିଶ୍ରମ କଲେ [[ଅଣନିଶ୍ଵାସି]] (dyspnea) ଲାଗେ । ଅତ୍ୟଧିକ ଆନିମିଆ ଥିଲେ ସ୍ଵଳ୍ପ [[ଅମ୍ଳଜାନ]] ବହନ ଶକ୍ତିକୁ ଭରଣା କରିବା ନିମନ୍ତେ ହୃତପିଣ୍ଡ ଅଧିକ ରକ୍ତ ସରବରାହ କରେ । ଏଥି ଯୋଗୁ ଛାତି ଧଡ ଧଡଧଡ଼ଧଡ଼ ହୁଏ, ଆଗରୁ ହୃଦରୋଗ ଥିଲେ [[ଆଞ୍ଜିନା]] ହୁଏ ରହି ରହି କ୍ଲଡିକେସନ ହୁଏ ଓ [[ହୃଦଘାତ]] ଲକ୍ଷଣ ପ୍ରକାଶ ପାଏ ।

ରୋଗୀର [[ଚମ]], ମ୍ୟୁକୋସା([[Mucosa]]), ଆଖି ପତାର ଭିତର ପାଖ ([[Conjunctiva]]) ଓ [[ନଖ]] ଇତ୍ୟାଦି ଶେତା ଦେଖାଯାଏ । ଲୌହ ଅଭାବ ଜନିତ ଆନିମିଆ ଥିଲେ ନଖରେ କଏଲନିକିଆ ( [[koilonychia]]) ଦେଖାଯାଏ । ଅତ୍ୟଧିକ ରକ୍ତ କଣିକା ନଷ୍ଟ ହେଉଥିଲେ [[ହଳଦିଆ କାମଳ]] ବା [[ଜଣ୍ଡିସ]] ହୁଏ । [[ସିକ୍ଲ ସେଲ ଆନିମିଆ]], [[ଥାଲାସେମିଆ]] ଓ [[ହେମୋଲାଇଟିକ ଆନିମିଆ]]ରେ [[ରକ୍ତ କଣିକା]] ନଷ୍ଟ ହୋଇ ଜଣ୍ଡିସ ହୁଏ ।

ଅତ୍ୟଧିକ ଆନିମିଆ ଥିଲେ ଦୃତ ହୃତପିଣ୍ଡ ଗତି ହୁଏ, ନାଡୀନାଡ଼ି ଫୁଲି ଉଠେ, ହୃତପିଣ୍ଡରୁ ମରମରମର୍‌ମର୍ ([[Murmur]], ଏକ ପ୍ରକାର ଶବ୍ଦ) ଶୁଣାଯାଏ, ନିଳୟ ବଡ ହୋଇଯାଏ ଓ ହୃତପିଣ୍ଡ ବନ୍ଦ ହୋଇଯାଏ ।

ପିଲାମାନଙ୍କର ସ୍ଥାୟୀ ଆନିମିଆ ଥିଲେ [[ସ୍ନାୟୁ]] ସଠିକ ଭାବେ ତିଆରି ହୋଇ ପାରେପାରି ନାହିଁବ୍ୟବ‌ହାରିକ ଗୋଳମାଳ ହୁଏ, ସ୍କୁଲରେ ଶିକ୍ଷା ଗ୍ରହଣ ଶକ୍ତି କମିଯାଏ ଓ ପରୀକ୍ଷା ଫଳ ଭଲ ହୁଏ ନାହିଁ । ଲୌହ ଅଭାବ ଆନିମିଆରେ ରେସ୍ଟଲେସ ଲେଗ ସିଣ୍ଡ୍ରୋମ ଅଧିକ ଦେଖାଯାଏ ।

== କାରଣ ==
ଆନିମିଆ ହେବାର ମୋଟାମୋଟି ୪ଟି କାରଣ ଅଛି : ୧. ତୃଟିଯୁକ୍ତ ଲୋହିତ ରକ୍ତ କଣିକା (ଲୋ.ର.କ)ତିଆରି, ୨. ଅତ୍ୟଧିକ ଲୋହିତ ରକ୍ତ କଣିକା ନଷ୍ଟ (ଯେପରିକି [[ହେମୋଲାଇଟିକ ଆନିମିଆ]]ରେ ହୁଏ ।), ୩. [[ରକ୍ତ କ୍ଷୟ]] ଓ ୪. ଅତ୍ୟଧିକ ତରଳ ପଦାର୍ଥ ଶୀରାରେ ପ୍ରବେଶ କରେଇ ଦେବା (Hypervolemia) । ଏମାନଙ୍କ ମଧ୍ୟରୁ କେତେକ କାରଣ ମିଳିମିଶି ମଧ୍ୟ ଆନିମିଆ କରନ୍ତି । ରକ୍ତ କ୍ଷୟ ଜନିତ ଆନିମିଆ ଦୀର୍ଘ ସ୍ଥାୟୀ ନୁହେଁ । ତୃଟିଯୁକ୍ତ ଲୋହିତ ରକ୍ତ କଣିକା (ଯଥା [[ଲୌହ ଅଭାବ ]]<ref>[http://www.nhlbi.nih.gov/health/dci/Diseases/anemia/anemia_causes.html National Heart Lung and Blood Institute > What Causes Anemia?] Retrieved on June 9, 2010</ref>) ଯୋଗୁ ଅଧିକାଂଶ ଆନିମିଆ ହୁଏ ।