"ରକ୍ତହୀନତା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ରୋଗ ନିର୍ଣ୍ଣୟ: କେତେକ ତ‌ଥ୍ୟ ଇଂରାଜୀରେ ଥିବାରୁ ଲିଭେଇ ଦିଆଗଲା
୧୩୫ କ ଧାଡ଼ି:
ଅଧୁନା ବଡ଼ ବଡ଼ ମେଡିକାଲରେ କେତେକ ଅଟୋମେଟିକ କାଉଣ୍ଟର ଉପଲବ୍ଧ ହେବା ଯୋଗୁ ରେଟିକୁଲୋସାଇଟ ଗଣନା ଓ ଆନିମିଆ ପ୍ରତି ଉନ୍ନତ ଆଭିମୁଖ୍ୟ ସମ୍ଭବ ହେଉଛି । ଅସ୍ଥିମଜ୍ଜାରେ ତିଆରି ହେଉଥିବା ନୂଆ ଲୋହିତ ରକ୍ତ କଣିକା ସଂଖ୍ୟାର ଗଣନାକୁ [[ରେଟିକୁଲୋସାଇଟ]] କାଉଣ୍ଟ କୁହାଯାଏ । ଆନିମିଆ ସ୍ତର ଓ ରେଟିକୁଲୋସାଇଟ ଗଣନାରେ ଉନ୍ନତିର ଅନୁପାତକୁ [[ରେଟିକୁଲୋସାଇଟ ତିଆରି ଇଣ୍ଡେକ୍ସ]] କୁହାଯାଏ । ଆନିମିଆ ସ୍ତର ଅଧିକ ଥିଲେ ସାଧାରଣ ରେଟିକୁଲୋସାଇଟ ଗଣନା ମଧ୍ୟ ଯଥେଷ୍ଟ ପ୍ରତିକ୍ରିୟା ନ ହେବା ଦର୍ଶାଏ ।
ଅଟୋମେଟେଡ କାଉଣ୍ଟର ନ ଥିଲେ ରକ୍ତ ଫିଲ୍ମକୁ ବିଶେଷ ପଦ୍ଧତିରେ ସ୍ଟେନ କରି ଗଣନା କରାଯାଏ । ଅଣୁବୀକ୍ଷଣ ଯନ୍ତ୍ରରେ ତିଆରି ହେଉଥିବା ଯୁବ ଲୋହିତ ରକ୍ତ କଣିକାମାନଙ୍କର ସଂଖ୍ୟା ଓ ଆକାର ଦେଖି ଅସ୍ଥିମଜ୍ଜାର କାର୍ଯ୍ୟକାରୀତା ଜାଣିହୁଏ । ନୁଆ ଲୋହିତ ରକ୍ତ କଣିକା ପୁରୁଣାମାନଙ୍କ ଅପେକ୍ଷା ସାମାନ୍ୟ ବଡ଼ ଓ ସେଥିରେ ପଲିକ୍ରୋମାସିଆ ଥାଏ । ରକ୍ତସ୍ରାବର ଉତ୍ସା ଜଣାଥିଲେ ଏରିଥ୍ରୋପଏସିସ ସାହାଯ୍ୟରେ ଅସ୍ଥିମଜ୍ଜା ଏହି କ୍ଷତିକୁ ଭରଣା କରିପାରିବା କି ନାହିଁ ଓ କେଉଁ ଅନୁପାତରେ କରିବ ତାହା ମୂଲ୍ୟାଙ୍କନ କରିହୁଏ । କାରଣ ଜଣା ନ ଥିବା କେଶରେ କରାଯାଉଥିବା ପରୀକ୍ଷା:
When the cause is not obvious, clinicians use other tests, such as: [[ଏରୋଥ୍ରୋସାଇଟିକ ସେଡିମେଣ୍ଟେସନ ରେଟ|ଇଏସଆର]], [[ଫେରିଟିନ]], [[ସେରମ ଲୌହ]], [[ଟ୍ରନ୍ସଫେରିନ]], [[ଫୋଲେଟ|ଲୋରକ ଫୋଲେଟ ସ୍ତର]], [[ଭିଟାମିନ ବି୧୨|ସେରମ ଭିଟାମିନ ବି<sub>୧୨</sub>]], [[ହେମୋଗ୍ଲୋବିନ ଇଲେକ୍‌ଟ୍ରୋଫେରେସିସ]], [[ବୃକ୍‌କ କାର୍ଯ୍ୟକାରୀତା]] ପରୀକ୍ଷା ଇତ୍ୟାଦି । ରୋଗ ନିର୍ଣ୍ଣୟ କଷ୍ଟସାଧ୍ୟ ହେଉଥିଲେ ଅସ୍ଥିମଜ୍ଜା ପରୀକ୍ଷା କରାଯାଏ ଯାହା ଯନ୍ତ୍ରଣା ଦାୟକ ଓ କ୍ୱଚିତ କରାଯାଏ ।
 
=== ଲୋହିତ ରକ୍ତ କଣିକା ବିସ୍ତାର ===