"କୋଣାର୍କ ସୂର୍ଯ୍ୟ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଡ଼
୫୩ କ ଧାଡ଼ି:
ଶ୍ରୀକୃଷ୍ଣଙ୍କ ପୁତ୍ର ସାମ୍ବଙ୍କ ଦ୍ୱାରା ଏହା ନିର୍ମିତ ହୋଇଥିବା ବୋଲି ଜନଶ୍ରୁତି ରହିଛି। ପିତାଙ୍କ ଅଭିଶାପରୁ କୁଷ୍ଠରୋଗାକ୍ରାନ୍ତ ହୋଇ ସାମ୍ବ ଏଠାକୁ ଆସି ୧୨ ବରଷକାଳ କଠୋର ତପସ୍ୟା କରିଥିଲେ। ତାଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ସୂର୍ଯ୍ୟ ଦେବତା ତାଙ୍କୁ ଏହି ରୋଗରୁ ମୁକ୍ତି ଦେଇଥିବାରୁ ତାଙ୍କ ସମ୍ମାନାର୍ଥେ ସେ ଏହି ବିସ୍ମୟକର ମନ୍ଦିର ନିର୍ମାଣ କରିଥିଲେ।
 
=== ଐତିହାସିକଅନ୍ୟାନ୍ୟ ===
*# ୧୨୩୮ ଠାରୁ ୧୨୬୪ଖ୍ରୀ.ଅ ମଧ୍ୟରେ ଓଡ଼ିଶାରେ ରାଜା ଲାଙ୍ଗୁଳା ନରସିଂହଦେବ ରାଜତ୍ଵ କରୁଥିଲେ । ସେ ସୂର୍ଯ୍ୟଙ୍କ ପୂଜାପାଇଁ ସୁନ୍ଦର ମନ୍ଦିରଟିଏ ତୋଳେଇବାକୁ ଇଛାକରିଥିଲେ । ରାଜାଙ୍କ ଆଦେଶରେ ରାଜ୍ୟର ଅନେକ କାରିଗରଙ୍କ ମଧ୍ୟରୁ ୧୨୦୦ ଭଲ ଭଲ କାରିଗରଙ୍କୁ ବଛାହେଇ ମନ୍ଦିରର କାମ ଆରମ୍ଭ ହୋଇଥିଲା । ମନ୍ଦିର ତିଆରିରେ ମୂଖ୍ୟ କାରିଗର ଥିଲେ ବିଶୁମହାରଣା । ସମୂଦ୍ରକୂଳ ଚନ୍ଦ୍ରଭାଗାନଦୀ ମୂହାଣରେ ମନ୍ଦିରର ଆରମ୍ଭ ହୋଇଥିଲା । ମନ୍ଦିରଟି ତିଆରିହେଲା ଏକ ରଥ ଆକାରରେ । ସେଥିରେ ସାତଟି ପଥର ଘୋଡା ଯୋଖା ହେଲା । ମନ୍ଦିରର ସିଂହାସନରେ ରହିଲା ସୂର୍ଯ୍ୟଙ୍କ ପ୍ରତିମା । ଓଡ଼ିଶାର ୧୨ବର୍ଷର ରାଜସ୍ଵ ଖର୍ଚ୍ଚରେ ମନ୍ଦିରଟି ନିର୍ମାଣ ହେଲା । ମନ୍ଦିରର ମୂଳରୁ ଚୂଳ ଯାଏଁ କାରୂକାର୍ଯ୍ୟ ପୂର୍ଣ୍ଣ ହୋଇ ତିଆରି ହେଲା । କିନ୍ତୁ କାରିଗରମାନେ ଯେତେ ଥର ମନ୍ଦିରର ଦଧିନଉତିକୁ ବସାଉଥାଆନ୍ତି ତାହା ଖସି ପଡୁଥାଏ । ମୂଖ୍ୟ କାରିଗର ବିଶୁମହାରଣା, ସେ ତାଙ୍କର ସମସ୍ତ ବୁଦ୍ଧି ବିଦ୍ୟା ଖଟାଇ ମଧ୍ୟ ପାରୁନଥାନ୍ତି । ଏଣେ ରାଜା ଅଧିର ହୋଇ ବିଶୁମହାରଣାଙ୍କୁ ଡକାଇ କହିଲେ : ମୁଁ ଆଉ ସାତ ଦିନ ସମୟ ଦେଉଛି ଏହାମଧ୍ୟରେ ଦେଉଳର ମୁଣ୍ଡି ନମାରି ପାରିଲେ ୧୨୦୦ ଶହ କାରିଗରଙ୍କ ମୁଣ୍ଡ କାଟ ହେବ। ବିଶୁ ମହାରଣା ସମସ୍ତ କାରିଗରଙ୍କୁ ରାଜାଙ୍କ ଆଦେଶ ଜଣାଏଦେଲେ । ସମସ୍ତଙ୍କ ମନରେ ଭାଲେଣି ପଡ଼ିଲା କିନ୍ତୁ କରିବେ କ'ଣ? ବିଶୁମହାରଣା ଘରୁ ଆସିବା ସମୟରେ ତାଙ୍କର ଗୋଟେ ପୁଅ ହୋଇଥିଲା । ତା ନାଁ ଥିଲା ଧରମା( ଧର୍ମପଦ)। ସେ ବାପାଙ୍କୁ ଦେଖାକରିବାକୁ ଜିଦ୍ କରିବାରୁ ତା ମା ତାକୁ ତାଙ୍କଘର ବାଡ଼ିବରକୋଳି ଦେଇ ପଠେଇଥିଲେ । ଧରମା ଖୋଜି ଖୋଜି ଯାଏ ମନ୍ଦିର ପାଖରେ ପହଞ୍ଚିଲା। ୧୨ ବର୍ଷ ବିତିଯାଏଥିଲେ ମଧ୍ୟ ସେ ପୁଅ କୁ କେବେ ଦେଖି ନ ଥିଲେ । ଘରର ବାଡ଼ିବରକୋଳି ଦେଖି ସେ ପୁଅକୁ ଚିହ୍ନିପାରିଲେ । ବାପାଙ୍କ ମନରେ ଉଦାସ ଦେଖି ଧରମା ସମସ୍ତ କଥା ପଚାରି ବୁଝିଲା । ରାତି ପାହିଲେ ୧୨୦୦ବଢେଇଙ୍କ ମୁଣ୍ଡ କଟା ହେବ । ତା ମନ ବିକଳ ହୋଇ ଉଠିଲା, ସେ କାରିଗରୀ କୂଳର ପିଲା , ମନ୍ଦିରର ଦଧିନଉତି ବସାଇ ମୁଣ୍ଡି ମାରି ପାରିବ ବୋଲି ଧରମାର ସାହସ ହେଲା । ସେ ବାପାଙ୍କଠାରୁ ଅନୁମତି ନେଇ ମନ୍ଦିରର ଚୂଳକୁ ଉଠିଲା ଓ ରାତାରାତି ମାପଚୂପ କରି ଦଧିନଉତି ବସେଇ ଦେଲା। ସକାଳହେବା ଆଗରୁ ଦେଖାଗଲା ମନ୍ଦିର କାମ ଶେଷ। ଏହା ଦେଖି ସମସ୍ତେ ଖୁସି ହୋଇଗଲେ କିନ୍ତୁ ୧୨୦୦ବଢେଇ ଭାବିଲେ ଯାହା ୧୨୦୦ ବଢେଇ କରିପାରିଲେନି ତାହା ଜଣେ ୧୨ ବର୍ଷର ପିଲା କରିଛି ଯଦି ରାଜା ଏହା ଜାଣିଲେ ନିଶ୍ଚୟ ସମସ୍ତଙ୍କ ମୁଣ୍ଡ କାଟ ହେବ। ସମସ୍ତ ବଢେଇ ଏକଥା ବିଶୁମହାରଣା ଙ୍କୁ କହିଲେ, ଏହା ଶୁଣି ଧରମା ଭାବିଲା ଜନ୍ମ ହେଲେ ମୃତ୍ୟୁ ନିଶ୍ଚିନ୍ତ, ତେଣୁ ନିଜର ଜୀବନ ଅପେକ୍ଷା ୧୨୦୦ ବଢେଇଙ୍କ ଜୀବନ ମୁଲ୍ୟବାନ ତେଣୁ ସେ ବାପାଙ୍କୁ ବୁଝେଇ ମନ୍ଦିର ଚୂଳକୁ ଯାଇ ସମୁଦ୍ର ମଧ୍ୟକୁ ଡେଇଁ ପଡ଼ିଲା ।
*# ଆଉ ଗୋଟିଏ ଜନଶ୍ରୁତିକିମ୍ବଦନ୍ତୀ ,ଅନୁସାରେମନ୍ଦିରଦେଉଳ ଗଢାତୋଳା ଶେଷ ହୋଇନଥିଲା । ଏହା ମଧ୍ୟସତ୍ୟ ନୁହେଁ ।ତେବେ [[ବାୟାଚକଡାବାୟାଚକଡ଼ା]]ର ଅନୁଲିପି ମତେ ମନ୍ଦିର ମଧ୍ୟରେ ବିଗ୍ରହ ପ୍ରତିଷ୍ଠା ହେଇଥିଲା ୧୨୫୬ ମାଘ ଶୁକ୍ଳ ସପ୍ତମୀ [[ରବିବାର]]ରେ(ସେ ସମୟର ଓଡ଼ିଆ ପଞ୍ଜିକା ବିଶ୍ଲେଷଣ କରି ଐତିହାସିକମାନେ ଇଂରାଜୀ ବର୍ଷଟି ସ୍ଥିର କରିଛନ୍ତି । ବିଗ୍ରହ ସ୍ଥାପିତ ହେବା ପରେ ବହୁବର୍ଷ ଏଠାରେ ପୂଜାର୍ଚ୍ଚନା ହୋଇଛି- ଯାହାର ଚିହ୍ନ ଆଜିମଧ୍ୟ ବହନ କରୁଛିଏଠାର [[ଦେବ ସିଂହାସନ]]ରୁ ତାହା ଜଣାଯାଏ
*# ନରସିଂହ ଦେବ ମାତ୍ର ୧୮ ବର୍ଷ ବୟସରେ ଦକ୍ଷିଣକୁ ଯୁଦ୍ଧ କରିବାକୁ ଯାଇଥିଲେ ଏବଂ ବିପୁଳ ଧନରତ୍ନ ଧରି ତିନିବର୍ଷ ପରେ ଫେରିଲେ । ପିତା [[ଅନଙ୍ଗଭୀମ ଦେବ]] ସେ ଯାଏଁ ସିଂହାସନାରୂଢ଼ । ମାତା ଉପଦେଶ ଦେଲେ , ଯେଉଁ ବିପୁଳ ଅର୍ଥ ସେଥିରେ ଗୋଟିଏ ବିଶାଳ ସୂର୍ଯ୍ୟମନ୍ଦିର ଗଢ଼ । କାରଣ ଓଡ଼ିଶାର ଚାରିଟି ବିଶିଷ୍ଟ କ୍ଷେତ୍ର ମଧ୍ୟରୁ ଏକମାତ୍ର ଅର୍କକ୍ଷେତ୍ରରେ ସେ ଯାଏଁ ଉପଯୁକ୍ତ ମନ୍ଦିରଟିଏ ଗଢା ହେଇନଥିଲା । ଅନ୍ୟ ତିନିଟି କ୍ଷେତ୍ର - [[ପୁରୀ]] , [[ଭୁବନେଶ୍ଵର]] , [[ଯାଜପୁର]] । ଉଦ୍ୟୋଗ ଆରମ୍ଭ ହୋଇଗଲା ।ଦୂର ଦୂରାନ୍ତରୁ ପଥର ଆଣିବା ଆରମ୍ଭ ହେଲା । ମନ୍ଦିର ଗଠନ ଆରମ୍ଭ କିନ୍ତୁ ଆଉ ପାଞ୍ଚ ବର୍ଷ ଆଗକୁ । ପ୍ରଥମ ନରସିଂହଦେବ ସେହି ବର୍ଷ ସିଂହାସନ ଆରୋହଣ କଲେ ।
*# ଆଉ ଗୋଟିଏ ଜନଶ୍ରୁତି , ଏ ମନ୍ଦିର ଗଢା ଶେଷ ହୋଇନଥିଲା । ଏହା ମଧ୍ୟସତ୍ୟ ନୁହେଁ । [[ବାୟାଚକଡା]]ର ଅନୁଲିପି ମତେ ମନ୍ଦିର ମଧ୍ୟରେ ବିଗ୍ରହ ପ୍ରତିଷ୍ଠା ହେଇଥିଲା ୧୨୫୬ ମାଘ ଶୁକ୍ଳ ସପ୍ତମୀ [[ରବିବାର]]ରେ(ସେ ସମୟର ଓଡ଼ିଆ ପଞ୍ଜିକା ବିଶ୍ଲେଷଣ କରି ଐତିହାସିକମାନେ ଇଂରାଜୀ ବର୍ଷଟି ସ୍ଥିର କରିଛନ୍ତି । ବିଗ୍ରହ ସ୍ଥାପିତ ହେବା ପରେ ବହୁବର୍ଷ ଏଠାରେ ପୂଜାର୍ଚ୍ଚନା ହୋଇଛି- ଯାହାର ଚିହ୍ନ ଆଜିମଧ୍ୟ ବହନ କରୁଛି [[ଦେବ ସିଂହାସନ]] ।
 
== ଅବକ୍ଷୟ ==