"କୋଣାର୍କ ସୂର୍ଯ୍ୟ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଡ଼
୪୮ କ ଧାଡ଼ି:
{{clear}}
{{wide image|Konark Temple Panorama2.jpg|1080px| କୋଣାର୍କ ମନ୍ଦିରର ବିସ୍ତୃତାବଲୋକନ}}
 
== ଇତିହାସ ==
ଲାଙ୍ଗୁଳା ନରସିଂହ ଦେବ ମାତ୍ର ୧୮ ବର୍ଷ ବୟସରେ ଦକ୍ଷିଣକୁ ଯୁଦ୍ଧ କରିବାକୁ ଯାଇଥିଲେ ଏବଂ ବିପୁଳ ଧନରତ୍ନ ଧରି ତିନିବର୍ଷ ପରେ ଫେରିଲେ । ପିତା [[ଅନଙ୍ଗଭୀମ ଦେବ]] ସେ ଯାଏଁ ସିଂହାସନାରୂଢ଼ । ମାତା ଉପଦେଶ ଦେଲେ , ଯେଉଁ ବିପୁଳ ଅର୍ଥ ସେଥିରେ ଗୋଟିଏ ବିଶାଳ ସୂର୍ଯ୍ୟମନ୍ଦିର ଗଢ଼ । କାରଣ ଓଡ଼ିଶାର ଚାରିଟି ବିଶିଷ୍ଟ କ୍ଷେତ୍ର ମଧ୍ୟରୁ ଏକମାତ୍ର ଅର୍କକ୍ଷେତ୍ରରେ ସେ ଯାଏଁ ଉପଯୁକ୍ତ ମନ୍ଦିରଟିଏ ଗଢା ହେଇନଥିଲା । ଅନ୍ୟ ତିନିଟି କ୍ଷେତ୍ର - [[ପୁରୀ]] , [[ଭୁବନେଶ୍ଵର]] , [[ଯାଜପୁର]] । ଉଦ୍ୟୋଗ ଆରମ୍ଭ ହୋଇଗଲା । ଦୂର ଦୂରାନ୍ତରୁ ପଥର ଆଣିବା ଆରମ୍ଭ ହେଲା । ମନ୍ଦିର ଗଠନ ଆରମ୍ଭ କିନ୍ତୁ ଆଉ ପାଞ୍ଚ ବର୍ଷ ଆଗକୁ । ପ୍ରଥମ ନରସିଂହଦେବ ସେହି ବର୍ଷ ସିଂହାସନ ଆରୋହଣ କଲେ ।
 
== କିମ୍ବଦନ୍ତୀ ==