"ସମୁଦ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୯ କ ଧାଡ଼ି:
==ମଣିଷ ଓ ସମୁଦ୍ର==
ମାନବ [[ଇତିହାସ]]ରେ ସମୁଦ୍ରର ଭୁମିକା ବହୁତ ଗୁରୁତ୍ୱ ପୁର୍ଣ । ପୁରାତନ କାଳରେ [[ମଣିଷ]] ଗୋଟିଏ ଦେଶରୁ ଅନ୍ୟ ଦେଶକୁ ଯିବାପାଇଁ ସମୁଦ୍ରର ବ୍ୟବହାର କରୁଥିଲେ । ଓଡିଶାର [[ବଣିକ]]ମାନେ ଜାଭା, ସୁମାତ୍ରା ଅଦି ଦ୍ୱିପକୁ ଯାଇ ବ୍ୟବସାୟ ବାଣିଜ୍ୟ କରିବା କଥା ପୁରାଣରେ ଲେଖା ଅଛି ।
 
===ବାଣିଜ୍ୟ===
ମାନବ [[ଇତିହାସ]]ର ପ୍ରଥମ ଅଧ୍ୟାୟରୁ ଜଳପଥରେ ବାଣିଜ୍ୟ ଏକ ସାଧାରଣ କଥା ବୋଲି ରହିଆସିଅଛି । ଏହି ଜଳପଥ ପ୍ରାଚୀନ ସମୟରେ ଭାରତକୁ ଜାଭା, ସୁମାତ୍ରା ଭଳି ସୁଦୂର ଦ୍ବୀପ ମାନଙ୍କ ସହ ସଂଯୁକ୍ତ କରୁଥିଲା । ଏହି ଜଳ ପଥ ଦେଇ, ଉତ୍କଳର ବଣିକମାନେ ସେହିସବୁ ଦେଶଗୁଡିକ ସାଙ୍ଗରେ ବ୍ୟବସାୟ ବାଣିଜ୍ୟ କରୁଥିଲେ ।
 
ବର୍ତ୍ତମାନ ପ୍ରଚୁର ପରିମାଣର ସାମଗ୍ରୀ ଏହି ସମୁଦ୍ର ଦେଇ, ଅନ୍ୟ ଦେଶମାନଙ୍କ ସହ ଆଦାନ ପ୍ରଦାନ ହେଉଅଛି । ଆକାଶପଥରେ ବୃହତକାୟ ସାମଗ୍ରୀ ନେବା ବିପଦ ସଂକୁଳ ହେଉଥିବାରୁ ବ୍ୟବସାୟୀମାନେ ଜଳୀୟ ମାର୍ଗର ବ୍ୟବହାର କରିଥାନ୍ତି । ଆଜି ସମୟରେ ଏହି ଜଳପଥରେ ପ୍ରତିବର୍ଷ $୪୦ ହଜାର କୋଟିର ବ୍ୟବସାୟ ହେଉଅଛି ।
"https://or.wikipedia.org/wiki/ସମୁଦ୍ର"ରୁ ଅଣାଯାଇଅଛି