"ବିଶ୍ୱନାଥ କର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧୬ କ ଧାଡ଼ି:
}}
 
'''ବିଶ୍ଵନାଥ କର''' ('''ବାଗ୍ମୀ ବିଶ୍ୱନାଥ କର''' ନାମରେ ଜଣା) - (୧୮୬୪ - ୧୯୩୪) ଜଣେ [[ଓଡ଼ିଆ ଲୋକ|ଓଡ଼ିଆ]] ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ [[ଉତ୍କଳ ସମ୍ମିଳନୀ]]ର ଅନ୍ୟତମ ସଂଚାଳକ ଓ [[ବିହାର]]-[[ଓଡ଼ିଶା]] ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।<ref>ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୨୧୨</ref>
 
== ପ୍ରାରମ୍ଭିକ ଜୀବନ ==