"ଗୁଗଲ ମ୍ୟାପ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୩ କ ଧାଡ଼ି:
ଗୁଗଲ ମ୍ୟାପ୍ସ [[ଗୁଗଲ]] କମ୍ପାନୀ ଦ୍ୱାରା ନିର୍ମିତ ଏକ ଡେସ୍କଟପ ୱେବ ବେସ୍ଡ଼ ମ୍ୟାପିଙ୍ଗ ସେବା ଯାହା ସାହାଯ୍ୟରେ ମଣିଷ ଘରେ ବସି ନିଜ ଅଖ ପାଖ ଜିନିଷ ସହଜରେ ଜାଣିପାରେ ଏବଂ ନୂଆ ନୂଆ ଜିନିଷ ମାନଚିତ୍ରରେ ଅଙ୍କନ କରିପାରେ ।
 
ଗୁଗଲ ମ୍ୟାପ୍ସ ପ୍ରଥମ କରି ଏକ C++ ରେ ତିଆରି ପ୍ରୋଗ୍ରାମ ଭାବେ ତିଆରି ହୋଇଥିଲା ଏବଂ ଏହାକୁ [[ଲାର୍ସ]] ଓ [[ଜେନ୍ସ ଏଇଲସ୍ଟ୍ରପ୍ ରସମୁସେନ]] ହ୍ୱେର ଟୁ ଟ୍ରକ୍ନୋଲୋଜିସ ଠାରେ ଡିଯାଇନ କରିଥିଲେ । ଅକ୍ଟୋବର ୨୦୦୪ରେ ଗୁଗଲ ଏହାକୁ ଅକ୍ତିଆର କରି ନେଇଥିଲା ଏବଂ ଏହାକୁ ଏକ ୱେବ ଆପ୍ଲିକେସନରେ ପରିବର୍ତ୍ତନ କରାଇ ଥିଲା