"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Aditya Mahar (ଆଲୋଚନା | ଅବଦାନ) ଟିକେ Aditya Mahar ସୁରେନ୍ଦ୍ର ସାଏ ପୃଷ୍ଠାଟି ବୀର ସୁରେନ୍ଦ୍ର ସାଏକୁ ଲେଉଟାଇଲେ: ଆଲୋଚନା କରି ଘୁଞ୍ଚାଯାଉ |
DashNistha (ଆଲୋଚନା | ଅବଦାନ) No edit summary |
||
୨୨ କ ଧାଡ଼ି:
}}
'''ସୁରେନ୍ଦ୍ର ସାଏ''', [[ଭାରତ]]ର ଜଣେ
ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଘମାଘୋଟ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା ।<ref name=sai/> ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
|