"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ବିଧାନସଭା +ବିଧାନ ସଭା)
୪୭ କ ଧାଡ଼ି:
୧୯୨୮ ମସିହାରେ ଲୋକସେବକ ମଣ୍ଡଳର ବୈଠକରେ ଯୋଗଦାନ କରିବା ପାଇଁ, [[ଲାହୋର]] ଯିବାବାଟରେ, ଗୋପବନ୍ଧୁ କଲିକତାଠାରେ [[ଆନ୍ତ୍ରିକ ଜ୍ଵର]]ରେ ଆକ୍ରାନ୍ତ ହୋଇ ସତ୍ୟବାଦୀ ଫେରିଆସିଥିଲେ । ଦିନକୁ ଦିନ ତାଙ୍କର ସ୍ଵାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ମୃତ୍ୟୁ ପୂର୍ବରୁ, ସେ ନିଜର ଇଚ୍ଛାପତ୍ରରେ, 'ସମାଜ' ଓ 'ସତ୍ୟବାଦୀ ପ୍ରେସ'ର ପରିଚାଳନା ଭାର ଲୋକସେବକ ମଣ୍ଡଳକୁ ଅର୍ପଣ କରିଥିଲେ । ଇଚ୍ଛାପତ୍ର ସମ୍ପାଦନର ଦୁଇ ଘଣ୍ଟାପରେ ୧୯୨୮ ମସିହା ଜୁନ ୧୭ ତାରିଖ, ରବିବାର ସନ୍ଧ୍ୟା ଘ.୭-୨୫ମିନିଟରେ, ଗୋପବନ୍ଧୁ ଶେଷନିଃଶ୍ଵାସ ତ୍ୟାଗ କରିଥିଲେ ।<ref>{{cite web |url= http://www.odisha360.com/infopedia/odia-personalities/utkalmani-gopabandhu-das/ |title=Utkalmani Gopabandhu Das |work=odisha360.com |year=2009 |quote=He died on 17th June, 1928 |accessdate=23 May 2012}}</ref><ref>ଦୈନିକ ସମାଜ ୦୯/୧୦/୨୦୧୨ ରେ ପ୍ରକାଶିତ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କ ଲେଖା</ref>
==ରାଜନୀତି ଜୀବନ==
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରରୋଚନାରେ ଗୋପବନ୍ଧୁ ୧୯୧୭ରୁ ୧୯୨୧ ପର୍ଯ୍ୟନ୍ତ ବିହାର-ଓଡ଼ିଶା ବିଧାନସଭାରବିଧାନ ସଭାର ସଦସ୍ୟ ରୂପେ ନିର୍ବାଚିତ ହୋଇଥିଲେ । ୧୯୨୧ ମସିହାରେ ଗୋପବନ୍ଧୁ ଦାସ [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ।
 
== ସାହିତ୍ୟ ସର୍ଜନା ==