"ଅରୁଣ ଜେଟଲୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
Better picture added
ଟିକେ Bot: Automated text replacement (-ଲୋକସଭା +ଲୋକ ସଭା)
୫୦ କ ଧାଡ଼ି:
 
 
ଅରୁଣ ଜେଟଲୀ [[ଭାରତୀୟ ଜନତା ପାର୍ଟି]]ର ଜଣେ ସକ୍ରିୟ ସଦସ୍ୟ । ଷୋଡ଼ଶ ଲୋକସଭାରେଲୋକ ସଭାରେ ସେ କେନ୍ଦ୍ର କ୍ୟାବିନେଟର ଅର୍ଥମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟରତ । ଅରୁଣ ଜେଟଲୀ ତାଙ୍କ ରାଜନୈତିକ ଜୀବନ ମଧ୍ୟରେ ବହୁ ବରିଷ୍ଠ ପଦବୀରେ ଅବସ୍ଥାପିତ ହୋଇସାରିଛନ୍ତି । ୧୯୯୮-୨୦୦୪ କେନ୍ଦ୍ରରେ ଏନଡିଏ ସରକାର ଥିବା ସମୟରେ ସେ ଶିଳ୍ପ, ବାଣିଜ୍ୟ ଏବଂ ଆଇନ ମନ୍ତ୍ରୀ ଭାବେ କାର୍ଯ୍ୟ କରିସାରିଛନ୍ତି । ମାତ୍ର ୨୦୧୪ ସାଧାରଣ ନିର୍ବାଚନରେ ଅରୁଣ ଜେଟଲୀ କଂଗ୍ରେସ ପ୍ରାର୍ଥୀ ଅମରିନ୍ଦର ସିଂଙ୍କ ଠାରୁ ଅମ୍ରିତସର ଆସନରୁ ପରାଜିତ ହୋଇଥିଲେ । କିନ୍ତୁ ରାଜ୍ୟସଭା ସଦସ୍ୟ ଥିବାରୁ ନରେନ୍ଦ୍ର ମୋଦୀ ତାଙ୍କୁ ଷୋଡଶ ଲୋକସଭାରେଲୋକ ସଭାରେ ଦୁଇ ପ୍ରମୁଖ ବିଭାଗର ମନ୍ତ୍ରୀପଦ ଦେଇଥିଲେ ।
===ଜନ୍ମ ଓ ଶିକ୍ଷା===
ଅରୁଣ ଜେଟଲୀ ୨୮ ଡିସେମ୍ବର,୧୯୫୨ରେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ ବ୍ରାହ୍ମଣ ପରିବାରରେ ଜନ୍ମ ହୋଇଥିଲେ । ତାଙ୍କ ପିତା କିଶନ ଜେଟଲୀ ଜଣେ ଓକିଲ ଥିଲେ ଓ ମା’ ରତନ ପ୍ରଭା ଜେଟଲୀ ଜଣେ ଗୃହିଣୀ ଥିଲେ ।<ref name="164.100.47.5">[http://164.100.47.5:8080/members/website/Mainweb.asp ]{{dead link|date=May 2014}}</ref> ପ୍ରଥମେ ନୂଆଦିଲ୍ଲୀର ସେଣ୍ଟ ଜାଭିୟର୍ସ ସ୍କୁଲ୍‍ରୁ ପ୍ରାଥମିକ ଶିକ୍ଷାପରେ ଜେଟଲୀ ଶ୍ରୀରାମ କଲେଜ ଅଫ କମର୍ସରୁ ବାଣିଜ୍ୟରେ ଡିଗ୍ରୀ ହାସଲ କରିଥିଲେ । <ref name=autogenerated8>{{cite web|title=My memorable School days at St. Xaviers|url=http://www.arunjaitley.com/en/myjourney.php|publisher=Arun Jaitley|accessdate=10 July 2014}}</ref> ପରେ ସେ ଦିଲ୍ଳୀ ବିଶ୍ୱବିଦ୍ୟାଳୟରୁ ଆଇନ୍‍ରେ ସ୍ନାତ୍ତକ କରିଥିଲେ ।