"କଳାହାଣ୍ଡି ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ଲୋକସଭା +ଲୋକ ସଭା)
ଟିକେ Bot: Automated text replacement (-ନିର୍ବାଚନ ମଣ୍ଡଳି +ନିର୍ବାଚନ ମଣ୍ଡଳୀ)
୨୬ କ ଧାଡ଼ି:
|subdivision_name1 = [[ଓଡ଼ିଶା]]
|subdivision_type2 = [[ଓଡ଼ିଶାର ଲୋକ ସଭା ନିର୍ବାଚନ ମଣ୍ଡଳୀ ତାଲିକା|ଲୋକ ସଭା]]
|subdivision_name2 = [[କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳିମଣ୍ଡଳୀ)|କଳାହାଣ୍ଡି]]
| subdivision_type3 = ଭାଷା
| subdivision_name3 =[[ଓଡ଼ିଆ ଭାଷା|ଓଡ଼ିଆ]], [[ଇଂରାଜୀ]]
୬୪ କ ଧାଡ଼ି:
ଅସୁରଗଡ଼ ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।<ref>P.Mohanty, B. Mishra, Op. Cit,2000; C.R. Mishra, S. Pradhan, op. cit. 1989-1990, Infra, F.N.79</ref>
 
ଆଗ କାଳରେ ଏହା '''ମହାକାନ୍ତର''' (ଅର୍ଥ ବିଶାଳ ଜଙ୍ଗଲ) ଓ ''କାରୁଣ୍ଡା ମଣ୍ଡଳ'' (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ<!--Manik-->, ଲାଲ ପଥର<!--Garnet (red stone)-->, ବେରୁଜ<!--Beruz-->, ନୀଲମ<!--Neelam (blue stone)-->, ଓ ଆଲେକଜାଣ୍ଡ୍ରା<!--Alexandra--> ଆଦି ମିଳୁଥିବାର ଜଣାଯାଏ । [[ମାଣିକେଶ୍ୱରୀ ମନ୍ଦିର|ମାଣିକେଶ୍ଵରୀ]] (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ [[ନୂଆପଡ଼ା ଜିଲା|ନୂଆପଡ଼ା]]କୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ [[ରାୟଗଡ଼ା ଜିଲା]]କୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା ।<ref name="mindfully.org">http://www.mindfully.org/Food/Kalahandi-Syndrome-Sharma19apr02.htm</ref> ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ [[କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳିମଣ୍ଡଳୀ)|କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀ]]ରେ <!--[[Kalahandi (Lok Sabha constituency)]]--> ଏବେ ଯାଏଁ ବି '''କଳାହାଣ୍ଡି''' ଓ [[ନୂଆପଡ଼ା ଜିଲ୍ଲା]] ଅଛି।
 
== ଭୂଗୋଳ ==