"ଚାର୍ଲସ୍ ପିଅର୍ ବଦେଲିଅର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୬ କ ଧାଡ଼ି:
 
==ଶିକ୍ଷା ଓ ଲେଖାଲେଖି==
ଲିଓନ୍ ଠାରେ [[ଚାର୍ଲସ୍ ବଦେଲିଅର]]ଙ୍କ ପାଠପଢ଼ା ଆରମ୍ଭ ହୋଇଥିଲା।ହୋଇଥିଲା । ସେଠାରେ ସେ ଏକ ବୋଡିଂ ସ୍କୁଲର ଛାତ୍ର ଥିଲେ।ଥିଲେ । ସେ ଥିଲେ ଅତିମାତ୍ରାରେ ଆତ୍ମମଗ୍ନ।ଆତ୍ମମଗ୍ନ । ପୁଣି ଆତ୍ମୀୟଙ୍କ ସ୍ନେହର ଅଭାବ ତାଙ୍କୁ ଆତ୍ମାଭିମାନୀ କରିଦେଇଥିଲା।କରିଦେଇଥିଲା । ସେଥିଲାଗି ସେ କାହାସହ ମିଶିପାରୁ ନଥିଲେ।ନଥିଲେ । ତାଙ୍କର ଜଣେ ସହପାଠୀ ତାଙ୍କ ସମ୍ପର୍କରେ କହିଥିଲେ ଯେ , "ଚାର୍ଲସ୍" ଖୁବ୍ ଭଲ ଛାତ୍ର ଥିଲେ , କିନ୍ତୁ ସେ ସବୁବେଳେ ନିଜ ଭିତରେ ବନ୍ଦୀ ହୋଇ ରହିବାକୁ ପସନ୍ଦ କରୁଥିଲେ।କରୁଥିଲେ । ଅବଶ୍ୟ ତାହାର କାରଣ କାହାକୁ ଜଣା ନଥିଲା କିମ୍ବା ସେ ମଧ୍ୟ ଆମକୁ କି ଆଉ କାହାକୁ ଭି କହୁନଥିଲେ।କହୁନଥିଲେ । ପରେ ପରେ "ଚାର୍ଲସ୍" ପ୍ୟାରିସର ଏକ ସ୍କୁଲକୁ ଆସିଲେ।ଆସିଲେ । ସେଠାରେ ସ୍କୁଲ [[ଶିକ୍ଷା]] ଶେଷ କରିବା ପରେ ଆଇନ କଲେଜରେ ନାମ ଲେଖାଇଲେ।ଲେଖାଇଲେ । ଅବଶ୍ୟ ସେ ଆଇନ ଶିକ୍ଷାକୁ ନେଇ ସେତେବେସି ଆଶାବାଦୀ ନଥିଲେ।ନଥିଲେ । କାରଣ ସେତେବେଳେ ଗୋଟିଏ ଧାରଣ ଥିଲା ଯେ , ଯେଉଁ ମାନେ ଚାକିରି କରି ପାରନ୍ତି ନାହିଁ ସେମାନେ ବାଧ୍ୟ ହୋଇ ଲ'କଲେଜରେ ନାମଲେଖାନ୍ତି।ନାମଲେଖାନ୍ତି । ତେବେ "ଚାର୍ଲସ୍" ତାଙ୍କର ଏକ ଆଲେଖ୍ୟରେ ଲେଖିଥିଲେ ଯେ , ସେ କୌଣସି ଚାକିରିକୁ ନେଇ ଆଶାବାଦୀ ନ ଥିଲେ।ଥିଲେ । ବାସ୍ତବରେ ତାଙ୍କର ଚାକିରି କରିବାକୁ ଇଚ୍ଛା ନଥିଲା।ନଥିଲା । ସେ ଲେଖାଲେଖିକୁ ନିଜର କ୍ୟାରିଅର କରିବାକୁ ଚାହୁଁଥିଲେ।ଚାହୁଁଥିଲେ । "ଚାର୍ଲସ୍"ଙ୍କ ସାବତ ବାପା ଚାହୁଁଥିଲେ ଚାର୍ଲସ୍ ଜଣେ ଆଇନଜ୍ଞ କିମ୍ବା କୂଟନୀତିଜ୍ଞା ହୁଅନ୍ତୁ।ହୁଅନ୍ତୁ । ତାଙ୍କର [[ମା']] ମଧ୍ୟ ଠିକ୍ ଏହାହିଁ ଆଶା କରୁଥିଲେ।କରୁଥିଲେ । ହେଲେ ସମସ୍ତିଙ୍କୁ ନାସ୍ତିବାଣୀ ଶୁଣାଇ ଦେଇଥିଲେ "ଚାର୍ଲସ୍"
। ଲେଖାଲେଖିକୁ ନିଜର ଏକମାତ୍ର [[କ୍ୟାରିୟର]] ଭାବେ ଗ୍ରହଣ କରିନେଇଥିଲେ।କରିନେଇଥିଲେ ।
 
==ଚାର୍ଲସ୍'ଙ୍କ ପ୍ରକାଶ==