"ଚାର୍ଲସ୍ ପିଅର୍ ବଦେଲିଅର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୩୬ କ ଧାଡ଼ି:
[[ଚାର୍ଲସ୍ ବଦେଲିଅର]]ଙ୍କ ତମାମ ଜୀବନ ଦୁଃଖ ଦୟନୀୟତା ଏବଂ ସଂଘର୍ଷ ମଧ୍ୟ ଦେଇ ଅତିବାହିତ ହୋଇଥିଲା । ସେ ସାରା ଜୀବନ ଅଭାବ ଅନଟନରେ ବିତାଇଥିଲେ । ଅସୁସ୍ଥତା ତାଙ୍କର ପିଛା ଛାଡିନଥିଲା । ଏମିତି ଏକ ସମୟ ଆସିଲା ଯେତେବେଳେ ସେ ଦେବାଳିଆ ହୋଇଗଲେ ଏବଂ ତାଙ୍କୁ ପ୍ୟାରିସ୍ ଛାଡିବାକୁ ପଡ଼ିଲା । ସେ ନିଜ ପୁସ୍ତକ ସବୁର [[କପିରାଇଟ୍ସ]] ବିକ୍ରି କରିଦେଇ ବେଲ୍ଜିଅମ୍ ଚାଲିଗଲେ । ତାଙ୍କର ମଦ୍ୟପାନ ଅଭ୍ୟାସ ପ୍ରବଳ ହୋଇଉଠିଲା । ୧୮୬୬ ମସିହାରେ ସେ ପକ୍ଷାଘାତରେ ଆକ୍ରାନ୍ତ ହେଲେ । ଏହା ତାଙ୍କୁ ପ୍ରାୟତଃ ପଙ୍ଗୁ କରିଦେଲା । ପରେ ୧୮୬୭ ମସିହା ଅଗଷ୍ଟ/୩୧ ତାରିଖରେ ସେ ପ୍ୟାରିସରେ ଶେଷ ଜୀବନ ତ୍ୟାଗ କଲେ ।
 
==ଚାର୍ଲସ୍"'ଙ୍କ ନାମାଙ୍କିତ ପୁସ୍ତକ==
*ସଲୋନ ଡେ (୧୮୪୫)
*ରିଭିୟୁ ଅଫ୍ ସଲୋନ ଡେ (୧୮୪୬)