"ଅସ୍ଥି ଭଗ୍ନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Removing Link GA template (handled by wikidata)
ଟିକେ Bot: Automated text replacement (-ଓଡିଆ +ଓଡ଼ିଆ)
୧୫ କ ଧାଡ଼ି:
}}
 
'''ଅସ୍ଥି ଭଗ୍ନ''' ଶବ୍ଦଟିକୁ କଥିତ ଓଡିଆରେଓଡ଼ିଆରେ ହାଡ ଭଙ୍ଗା କୁହାଯାଏ । ଡାକ୍ତରୀ ଭାଷାରେ ଏହାକୁ ଫ୍ରାକ୍ଚର୍ କହନ୍ତି, ଓ ଡାକ୍ତରମାନେ ଏହାକୁ ସଂକ୍ଷେପାରେ FRX କିମ୍ବା FX କିମ୍ବା F<sub>X</sub> କିମ୍ବା # ଚିଗ୍ନ ଦେଇ ଲେଖନ୍ତି । ସଂଜ୍ଞା : - ଅସ୍ଥିର ଅବିଚ୍ଛିନ୍ନତା ଭଗ୍ନ ହେଲେ ଅସ୍ଥି ଭଗ୍ନ କୁହାଯାଏ । ଅତ୍ୟଧିକ ବଳ ପ୍ରୟୋଗ, ପୁନଃ ପୈ।ନିକ ସ୍ବଳ୍ପ ବଳ ପ୍ରୟୋଗ (Stress) ବା ରୋଗଗ୍ରସ୍ତ ଦୁର୍ବଳ ହାଡ ଉପରେ ସାମାନ୍ୟ ବଳ ପ୍ରୟୋଗଦ୍ବାରା ଆସ୍ଥି ଭଗ୍ନ ହୁଏ । କେତେକ ରୋଗ ଯଥା ହାଡ ପୋରିଆ(Osteoporosis), ସ୍ବଳ୍ପ କେତେକ ପ୍ରକାରର ଅସ୍ଥି କର୍କଟ, ଓଷ୍ଟିଓଜେନେସିସ୍ ଇମ୍ପରଫେକ୍ଟା (Osteogenesis Imperfecta ) ଓ ଏହିଭଳି ଅନେକ ରୋଗରେ ଅସ୍ଥି ଦୁର୍ବଳ ହୋଇ ଅତି ସାମାନ୍ୟ ବଳ ପ୍ରୟୋଗ ଦ୍ବାରା ଭାଙ୍ଗିଯିବାରୁ ଏହାକୁ ନିଦାନ ଜନିତ ଅସ୍ଥି ଭଗ୍ନ (Pathological Fracture) ନାମ ଦିଆଯାଏ<ref>{{cite book |last1= S.T. Marshall|first1= |last2= B.D. Browner |first2= |editor-last= Courtney M. Townsend Jr. |editor-first= |title= Sabiston textbook of surgery: the biological basis of modern surgical practice |publisher= Elsevier |date=2012 |origyear=1st. Pub. 1956 |pages=480-520 |chapter=Chapter 20: Emergency care of musculoskeletal injuries |chapterurl= |isbn=978-1-4377-1560-6|lastauthoramp=}}</ref> ।
 
== ଲକ୍ଷଣ ଓ ସୂଚନା ==