"ଜଗନ୍ନାଥ ପ୍ରସାଦ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
Bot: Automated text replacement (-ଓଡିଆ +ଓଡ଼ିଆ)
ଟିକେ (Bot: Automated text replacement (-ଓଡିଆ +ଓଡ଼ିଆ))
 
== ଜୀବନ ==
ପିତା ଶ୍ରୀଧର ଦାସ ଓ ମାତା ଇନ୍ଦୁଦେବୀଙ୍କ ତୃତୀୟ ସନ୍ତାନ ଜଗନ୍ନାଥ ୧୯୩୬ରେ [[ପୁରୀ]] ଠାରେ ଜନ୍ମ ଲାଭ କରିଥିଲେ । ସେ [[କଟକ]]ର ମିସନ ସ୍କୁଲ ଓ [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା କଲେଜ]]ରେ ସେ ପଢ଼ା ପରେ ସେ [[ଆଲ୍ହାବାଦ ବିଶ୍ଵବିଦ୍ୟାଳୟ]]ରୁ [[ରାଜନୀତି ବିଜ୍ଞାନ]]ରେ ସ୍ନାତକୋତ୍ତର ଡିଗ୍ରି ହାସଲ କରିଥିଲେ ଓ ସେଠାରେ କିଛି କାଳ ପଢ଼ାଇଥିଲେ । ୧୯୫୮ମସିହାରେ, ସେ [[ଭାରତୀୟ ପ୍ରଶାସନିକ ସେବା]]ରେ <!--[[Indian Administrative Service]]-->ଯୋଗ ଦେଇଥିଲେ । ସାହିତ୍ୟ ସାଧନା ଓ ଗବେଷଣା ପାଇଁ, ସେ ୧୯୮୪ମସିହାରେ ପ୍ରଶାସନିକ ସେବାକୁ ପରିତ୍ୟାଗ କରିଥିଲେ । ୧୯୭୩ମସିହାରୁ ଦିଲ୍ଲୀରେ ଅବସ୍ଥାନ କରୁଥିବା ଜେ.ପି, ଦିଲ୍ଲୀରେ ରହୁଥିବା ଓଡ଼ିଆମାନଙ୍କ ପାଇଁ ମୁରବୀ ଭଳି କାର୍ଯ୍ୟକରି ଆସୁଛନ୍ତି ।<ref>{{cite news|title=ଦିଲ୍ଲୀ ଓଡିଆଙ୍କଓଡ଼ିଆଙ୍କ ମୁରବୀ|url=http://www.dharitri.com/chhutidina/251015/p11.htm|accessdate=27 October 2015|newspaper=ଧରିତ୍ରୀ ଛୁଟିଦିନ ୨୫-୩୧ଅକ୍ଟୋବର ୨୦୧୫}}</ref>
 
== ସାହିତ୍ୟରଚନା ==
୩୫,୫୦୮

ଗୋଟି ସମ୍ପାଦନା