"ନୀଳକଣ୍ଠ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ନିର୍ବାଚନମଣ୍ଡଳୀ +ନିର୍ବାଚନ ମଣ୍ଡଳୀ)
ଟିକେ Bot: Automated text replacement (-ଓଡିଆ +ଓଡ଼ିଆ)
୩୨ କ ଧାଡ଼ି:
 
== ଶିକ୍ଷା ଓ ଜୀବନ ==
ପଣ୍ଡିତ ନୀଳକଣ୍ଠ ଦାସ ଜଣେ ମେଧାବୀ ଛାତ୍ର ଥିଲେ । ଭର୍ଣ୍ଣାକୁଲାର ପରୀକ୍ଷାଠାରୁ ଆରମ୍ଭ କରି ରେଭେନ୍ସା କଲେଜର ବି.ଏ. ପରୀକ୍ଷା ପର୍ଯ୍ୟନ୍ତ ସେ ଓଡ଼ିଶାରେ ପ୍ରଥମ ହୋଇଆସିଥିଲେ ।ଦର୍ଶନ ଶାସ୍ତ୍ର ଓ ରସାୟନ ବିଜ୍ଞାନ ବିଷୟକୁ ନେଇ ବି॰ଏ॰ ପରୀକ୍ଷାରେ ଉତ୍ତିର୍ଣ ହୋଇଥିଲେ । ପରେ ମାସିକ ବୃତ୍ତି ପାଇ ନୀଳକଣ୍ଠ [[ଦର୍ଶନ ଶାସ୍ତ୍ର]] [[କଲିକତା ବିଶ୍ୱବିଦ୍ୟାଳୟ]]ରୁ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ । ସେତେବେଳେ ତାହାର ମାନ ଖୁବ ଅଧିକ ଥିବାରୁ ତାଙ୍କୁ ଫିରିଙ୍ଗି ସରକାରଙ୍କ ଅଧିନରେ ଅନେକ ଉଚ୍ଚ ବେତନଯୁକ୍ତ ଚାକିରି ମିଳିଥିଲା,କିନ୍ତୁ ପଣ୍ଡିତ ଗୋପବନ୍ଧୁ ,ଆଚାର୍ଯ ହରିହର ଓ ପଣ୍ଡିତ ନୀଳକଣ୍ଠ ଭାର୍ଗବୀ ନଈରେ ବଢିପାଣିରେ ହଇଜାରେ ମରି ଭାଷି ଯାଉଥିବା ଶବ ଗୁଡିକୁ ଦେଖି ଶପଥ ନେଇଥିଲେ ,' ସରକାରୀ ଚାକିରୀ କରିବା ନାହିଁ,ଏଇଲେ ଦେଶକୁ ଯେମିତି ଦେଖୁଛେ ମଲା ବେଳକୁ ଆହୁରି ଭଲ ଦେଖି ମରିବା ।' ଅନଗ୍ରସର , ମୂକ ଓଡିଆଓଡ଼ିଆ ଜାତିର ପାଟିରେ ଭାଷା ଦେବା ପାଇଁ ସତ୍ୟବାଦୀ ବନବିଦ୍ୟାଳୟ 190୯ ପ୍ରତିଷ୍ଠା ହେଲା ଓ ମାସିକ ୩୦ଟଙ୍କା ବେତନରେ [[ସତ୍ୟବାଦୀ ବନ ବିଦ୍ୟାଳୟ]]ର ପ୍ରଧାନ ଶିକ୍ଷକ ଭାବରେ କାମ ଆରମ୍ଭ କରିଥିଲେ ।<ref>{{cite web |url= http://independent.academia.edu/KrishanShri/Papers/623017/An_experiment_in_nationalist_education_Satyavadi_school_in_Orissa_1909-1926_ |title=An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu |work=academia.edu |year=2012 |quote=Nilakantha Das (1884-1967) joined the school in October1911 after completion of postgraduation in philosophy |accessdate=20 June 2012}}</ref>
 
== ରଚନାବଳୀ ==
ପଣ୍ଡିତ ନୀଳକଣ୍ଠ କବିତା, ପ୍ରବନ୍ଧ ଓ ଶିଶୁ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ନିଜର ଅବଦାନ ଛାଡିଯାଇଛନ୍ତି । ଶିଶୁ ସାହିତ୍ୟ କ୍ଷେତ୍ରରେ ତାଙ୍କର ଅବଦାନ ଦୃଷ୍ଟିରୁ ବିଶିଷ୍ଟ ସାହିତ୍ୟିକ [[ସୁରେନ୍ଦ୍ର ମହାନ୍ତି]] ତାଙ୍କୁ ଶିଶୁ ସାହିତ୍ୟର ଆଦ୍ୟସ୍ରଷ୍ଟା ବୋଲି କହିଛନ୍ତି । ଭାଷାବିତମାନଙ୍କ ମତରେ ଦାସ ପ୍ରଥମ ଓଡିଆଓଡ଼ିଆ ଭାଷାବିଜ୍ଞାନୀ ।
 
=== କବିତା ===
୬୪ କ ଧାଡ଼ି:
* [[ଉତ୍କଳ ସାହିତ୍ୟ ସମାଜ]]ର ଆଜୀବନ ସଭ୍ୟ<ref>http://www.eodissa.com/eminent-odia/77-eminent-writer/663-pandita-nilakantha-das-</ref>
 
ସେ ଗୀତାର ଓଡ଼ିଆରେ ଟୀକା ଲେଖିଥିଲେ । ଏହାଛଡ଼ା ଓଡ଼ିଆ ଭାଷା ଓ ଲିପିର ସୁଧାରରେ ସେ ଅନେକ ପଦକ୍ଷେପ ନେଇଥିଲେ । ବିଜ୍ଞାନ ସମ୍ମତ ବିଶୁଦ୍ଧ ଓଡିଆଓଡ଼ିଆ ବ୍ୟାକରଣ ପୁସ୍ତକର ରଚୟିତା ।
 
== ଓଡ଼ିଶା ପ୍ରଦେଶ ଓ ଭାଷା ଆନ୍ଦୋଳନ ==