"ମାନଗୋବିନ୍ଦ ସାମଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ନିର୍ବାଚନମଣ୍ଡଳୀ +ନିର୍ବାଚନ ମଣ୍ଡଳୀ)
ଟିକେ Bot: Automated text replacement (-ଓଡିଆ +ଓଡ଼ିଆ)
୩୧ କ ଧାଡ଼ି:
 
== ପ୍ରାରମ୍ଭିକ ଜୀବନ ==
ସେ [[କଟକ ଜିଲ୍ଲା]] ସାଲେପୁର ସ୍କୁଲ ଠାରେ ସ୍କୁଲଶିକ୍ଷା ଗ୍ରହଣ କରିଥିଲେ । ସ୍କୁଲଶିକ୍ଷା ପରେ ସେ [[କଲିକତା]]ରେ ଓଡିଆଓଡ଼ିଆ ସଙ୍ଗଠନରେ ଯୋଗ ଦେଇଥିଲେ । ସେ ପ୍ରଥମେ [[ନବକୃଷ୍ଣ ଚୌଧୁରୀ]]ଙ୍କ ପ୍ରେରଣାରେ ଓଡ଼ିଶା ରାଜନୀତିରେ ଯୋଗ ଦେଇଥିଲେ ।
=== ପରିବାର ===
ମାନଗୋବିନ୍ଦ ସାମଲ ସୁଭଦ୍ରା ସାମଲଙ୍କୁ ବିବାହ କରିଥିଲେ । ତାଙ୍କର ଚାରି ପୁଅ ସ୍ଵର୍ଗତ ପ୍ରସନ୍ନ କୁମାର ସାମଲ (ସମାଜ ସେବୀ ଓ ଯାଜପୁର ଜିଲ୍ଲାର ପ୍ରାକ୍ତନ ବିଜେଡି ସଦସ୍ୟ), ଶରତ କୁମାର ସାମଲ (ପୂର୍ବତନ ସରପଞ୍ଚ, କଳାଶ୍ରୀ), ପ୍ରଦୀପ୍ତ କୁମାର ସାମଲ ଓ ସ୍ଵର୍ଗତ ସନ୍ତୋଶ କୁମାର ସାମଲ । ତାଙ୍କର ବାସ ଭବନର ନାମ ସନ୍ତୋଶ ଭବନ |