"ସରସ୍ୱତୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ clean up, replaced: → (93) using AWB
ଟିକେ →‎ସଜାଣି: +ଆଧାର
୧ କ ଧାଡ଼ି:
{{ଛୋଟ|Saraswati}}
{{Infobox Hindu deity
| Image = saraswati.jpg
| Caption = ବୀଣା, ପୁସ୍ତକ ଧାରିଣୀ ମା ସରସ୍ୱତୀ - ରାଜା ରବି ବର୍ମାଙ୍କ ଦେଇ ଅଙ୍କିତ ଛବି
୧୦ କ ଧାଡ଼ି:
| Abode = [[ବ୍ରହ୍ମଲୋକ]]
| Consort = ବ୍ରହ୍ମା
| Mantra = [[ମନ୍ତ୍ର#ସରସ୍ୱତୀ ମନ୍ତ୍ର|ଓଁ ଐଁ ସରସ୍ୱତୈ ସ୍ୱାହା]]
| Mount = [[ହଂସ]], ପ୍ରକାରାନ୍ତରେ ମୟୁର
[[ହିନ୍ଦୁ]]ଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ।କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ [[ବ୍ରହ୍ମା]]ଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ। <ref>{{cite web |title= Sarasvati Origine |url=http://sathyasaibaba.wordpress.com/2008/07/12/saraswati-hindu-goddess-of-learning-saraswati-devi}}</ref><ref>Sunil Sehgal (1999); Encyclopaedia of Hinduism, p. 1214; Sarup & Sons, ISBN 81-7625-064-3, 9788176250641</ref> ପଶ୍ଚିମ ଓ ମଧ୍ୟ [[ଭାରତ]]ର ଜୈନମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି।<ref name=BMA>{{cite book|last=[[Birmingham Museum of Art]]|title=Birmingham Museum of Art : guide to the collection|year=2010|publisher=Birmingham Museum of Art|location=[Birmingham, Ala]|isbn=978-1-904832-77-5|pages=55|url=http://artsbma.org}}</ref> ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ। [[ତାମିଲ ଭାଷା]]ରେ ସେ କଲାଇମଙ୍ଗଳ (கலைமகள்), କଲାଇବାଣୀ (கலைவாணி), ବାଣୀ (வாணி)ରୂପରେ ପରିଚିତା। ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି।
ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ,<ref name=BMA>{{cite book|last=Birmingham Museum of Art|title=Birmingham Museum of Art : guide to the collection|year=2010|publisher=Birmingham Museum of Art|location=[Birmingham, Ala]|isbn=978-1-904832-77-5|pages=55|url=http://artsbma.org}}</ref> ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି ।<ref name=tdonaldson>Thomas Donaldson (2001), Iconography of the Buddhist Sculpture of Orissa, ISBN 978-8170174066, pages 274-275</ref>
ସରସ୍ଵତୀ ଶବ୍ଦର ମୂଳ ଅର୍ଥ ହେଲା - ସ୍ଵତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସରସ୍ୱତୀ ଶବ୍ଦ ସରସ (ପ୍ରବାହ) ଓ ବତୀ (ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ହେଉଛି ପ୍ରବହମାନା। ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ, ଦିବ୍ୟତେଜଯୁକ୍ତା, ସୁନ୍ଦରୀ, ଶୁକ୍ଳବର୍ଣ୍ଣା, ଶୁକ୍ଳ ବସ୍ତ୍ର ପରିହିତା, ଶୁକ୍ଲ ପଦ୍ମାସୀନା। ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ଵତୀ ସମ୍ଭୁତା । ମା ସରସ୍ଵତୀ, ମା [[ଲକ୍ଷ୍ମୀ]] ଓ ମା [[କାଳୀ]] ତିନୋଟି ସ୍ଵରୂପ ଆଦ୍ୟାଶକ୍ତିଙ୍କର।ପାରମ୍ପରିକ ମାରୂପରେ ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ଵେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମାଓଡ଼ିଆ ସରସ୍ଵତୀଭାଷାରେ ବିଦ୍ୟାର୍ଥୀଙ୍କୁତାଙ୍କୁ ବାଣୀ ସଙ୍ଗୀତବୋଲି ସାଧକଙ୍କୁମଧ୍ୟ ଅଶେଷ କୃପା ପ୍ରଦାନ କରିଥାନ୍ତିକୁହାଯାଏମାତାଙ୍କର ସରସ୍ଵତୀଅନ୍ୟ ବାଗ୍‌ଦେବୀନାମ ସମସ୍ତଙ୍କୁସବୁ ସଦ୍‌ବୁଦ୍ଧିହେଲା ସହବୀଣା ସତବଚନରପୁସ୍ତକ ଆଶୀର୍ବାଦଧାରିଣୀ, ଦେଇଥାନ୍ତିବାଗ୍‌ଦେବୀ ବରଦା ବେଦରେ ଦେବୀମାନଙ୍କର ବନ୍ଦନାରେ ଦେବୀ ସରସ୍ଵତୀଙ୍କର ବର୍ଣ୍ଣନା ପ୍ରଥମ ଏବଂ ପ୍ରଧାନଇତ୍ୟାଦି
ସରସ୍ଵତୀ ଶବ୍ଦର ମୂଳ ଅର୍ଥ ହେଲା - ସ୍ଵତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସରସ୍ୱତୀ ଶବ୍ଦ ସରସ (ଗତି, ପ୍ରବାହ) ଓ ବତୀ (ଅଛି, ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ଗତିଶୀଳା ଯାହା ପ୍ରଗତିର ସୂଚକ ।<ref>{{cite web|last=ଷଡ଼ଙ୍ଗୀ|first=ଡା. ସରୋଜିନୀ|title=ବାଗ୍‌ଦେବୀ ଉପାସନା|url=http://www.dharitri.com/Bhubaneswar/240115/p6.htm|publisher=ଧରିତ୍ରୀ|accessdate=12 February 2016}}</ref>
ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ଵତୀ ସମ୍ଭୁତା । ମା ସରସ୍ଵତୀ, ମା [[ଲକ୍ଷ୍ମୀ]] ଓ ମା [[କାଳୀ]] ତିନୋଟି ସ୍ଵରୂପ ଆଦ୍ୟାଶକ୍ତିଙ୍କର ।
==ହିନ୍ଦୁ ଧର୍ମରେ ସରସ୍ଵତୀ==
===ପୁରାଣ===
ପୁରାଣକାରମାନେ ସରସ୍ଵତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । ବ୍ରହ୍ମାଣ୍ଡ ପୁରାଣମତେ, ସୃଷ୍ଟିର ଆରମ୍ଭ କାଳରେ ବ୍ରହ୍ମା ଯେତେବେଳେ ଧ୍ୟାନସ୍ଥ ଥିଲେ, ସେତେବେଳେ ତାଙ୍କ ଭିତରେ ସତ୍ତ୍ୱ ଗୁଣର ବିକାଶ ଘଟିଲା ଏବଂ ସେଥିରୁ ଏକ କନ୍ୟା ଜାତ ହେଲା । ତାଙ୍କର ରୂପ ଥିଲା ଦୁଗ୍‌ଧ ପରି ଶ୍ୱେତବର୍ଣ୍ଣ । ସେହି ଶ୍ୱେତବର୍ଣ୍ଣା କନ୍ୟାଙ୍କୁ ଦେଖି ବ୍ରହ୍ମା ତାଙ୍କର ପରିଚୟ ପଚାରିବାରୁ କନ୍ୟା କହିଲେ, ମୁଁ ତୁମଠାରୁ ଜାତ ହେଲି । ତେଣୁ ତୁମେ ମୋର ନାମକରଣ କର ଏବଂ ମୋର ପରିଚୟ କ’ଣ ହେବ ତାହା ସ୍ଥିର କର । ତାହା ଶୁଣି ବ୍ରହ୍ମା କହିଲେ, ତୁମର ନାମ ସ୍ୱରସ୍ୱତୀ ହେଉ । ତୁମେ ପ୍ରତ୍ୟେକଙ୍କ ଜିହ୍ୱାର ଅଗ୍ରଭାଗରେ ‘ବାକ୍’ ରୂପେ ଅବସ୍ଥାନ କରିବ । ସେଥିାଇଁ ତୁମେ ‘ବାଗ୍‌ଦେବୀ’ ରୂପେ ବିଦିତା ହେବ । ବିଶେଷ କରି ବିଦ୍ୱାନମାନେ ତୁମକୁ ଆଦର ଓ ଭକ୍ତିରେ ପୂଜା କରିବେ ।<ref>{{cite book|last=ମହାନ୍ତି|first=ଅସିତ|title=[[:s:ପୃଷ୍ଠା:Aama Debadebi.pdf/୪୮|ସରସ୍ଵତୀ]]|publisher=ଆମ ଓଡ଼ିଶା|page=୪୮}}</ref>
ଅର୍ଥାତ୍ ବାକ୍ ଏବଂ ପ୍ରାଣର ମାତା ଏବଂ ପୁତ୍ର ସମ୍ଵନ୍ଧ । ପ୍ରସାରଣଶୀଳ ପ୍ରାଣ(ନିଶ୍ଵାସ)ର ନାମ ସରସୂତ୍ ଏବଂ ଭାଷାର ନାମ ସରସ୍ଵତୀ । ପୁରାଣକାରମାନେ ସରସ୍ଵତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । କଥିତ ଅଛି ବ୍ରହ୍ମା ସୃଷ୍ଟିର ଆଦ୍ୟପର୍ବରେ ବାକ୍‌ଦେବୀ ବା ସରସ୍ଵତୀଙ୍କୁ ଜନ୍ମ ଦେଲେ । ସେଇ କନ୍ୟାସରସ୍ଵତୀଙ୍କ ମାଧ୍ୟମରେ ସେବ୍ରହ୍ମା [[ବିଶ୍ଵ]] ବ୍ରହ୍ମାଣ୍ଡର ସମସ୍ତ ଜୀବ ତଥା ସ୍ଥାବରଜଙ୍ଗମ ସର୍ଜନା କଲେ । ବାକ୍ ନାମ୍ନୀ କନ୍ୟା ଅତ୍ୟନ୍ତ ସୁନ୍ଦରୀ । ସେ ନିଷ୍କାମ, କାମନାହୀନ କିନ୍ତୁ ବ୍ରହ୍ମା ତାଙ୍କ ରୂପ ଲାବଣ୍ୟରେ ବିମୋହିତ ହୋଇ ସ୍ଵୟମ୍ବୁ ବ୍ରହ୍ମା ତାଙ୍କୁ ଇଚ୍ଛା କରିବାରୁ ବ୍ରହ୍ମାଙ୍କର ମରୀଚି ଆଦି ପୁତ୍ରଗଣ ବ୍ରହ୍ମାଙ୍କୁ ନିନ୍ଦା କଲେ । ସରସ୍ଵତୀ ଶରୀର ତ୍ୟାଗ କଲେ । ନାନା ମୁନିଙ୍କ ନାନା ମତ । <ref>ସମାଜ ରବିବାର, ପୃଷ୍ଠା- ୭, ୨୨- ୨୮. ୧. ୨୦୧୨</ref>
କିନ୍ତୁ ବ୍ରହ୍ମବୈବର୍ତ୍ତ ପୁରାଣ ଅନୁଯାୟୀ ସୃଷ୍ଟି କାଳରେ ଈଶ୍ଵରଙ୍କ ଇଚ୍ଛାରୁ ଆଦ୍ୟାଶକ୍ତି ନିଜକୁ ପାଞ୍ଚ ଭାଗରେ ବିଭକ୍ତ କରି ନେଇଥିଲେ । ସେ [[ରାଧା]], ପଦ୍ମା, [[ସାବିତ୍ରୀ]], [[ଦୁର୍ଗା]] ଏବଂ ସରସ୍ଵତୀଙ୍କ ରୂପରେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଅଙ୍ଗରୁ ସୃଷ୍ଟି ହୋଇଥିଲେ । ସେ ସମୟରେ ଶ୍ରୀକୃଷ୍ଣଙ୍କ କଣ୍ଠରୁ ଦେବୀ ସରସ୍ଵତୀ ଉତ୍ପନ୍ନ ହୋଇଥିଲେ ।<ref>ହୟଗ୍ରୀବ ତ୍ରିପାଠୀ,ଅନୁପମ ଭାରତ, ପୃଷ୍ଠା- ୫, ଶୁକ୍ରବାର ୧୫ ଫେବୃଆରୀ ୨୦୧୩</ref>
===ବେଦ===
[[ଋକ ବେଦ]]ରେ କୁହାଯାଇଛି ଯେମତେ ସରସ୍ଵତୀ ମହାଶକ୍ତିଙ୍କର ଉତ୍ସ । ଏହି ଦେବୀ ନିରାକାର, ନିର୍ଗୁଣ, ନିର୍ମାୟା । ତାଙ୍କୁ ମାତା ଏବଂ ନଦୀ ରୂପରେ ସ୍ତୁତି କରି ଋଗ୍ ବେଦରେ କୁହାଯାଇଛିଲେଖାଯାଇଛି
ଅପ୍ରଶସ୍ତ ଇବ ସ୍ଵାମି/କ୍ରଶସ୍ତି ମମ ନିସ୍କୃତି ।
ଆର୍ଯ୍ୟ ଋଷିଗଣ ସ୍ତୁତି କରୁଛନ୍ତି : ହେ ଶ୍ରେଷ୍ଠ ମାତା, ହେ ଶ୍ରେଷ୍ଠ ନଦୀ, ହେ ଶ୍ରେଷ୍ଠ ଦେବୀ, ଆମେ ସବୁ ଅପ୍ରଶସ୍ତ ପ୍ରାଣୀ, ଆମକୁ ପ୍ରଶସ୍ତ ତଥା ବିସ୍ତାରିତ କରାଅ ।
ବେଦରେ ଦେବୀମାନଙ୍କର ବନ୍ଦନାରେ ଦେବୀ ସରସ୍ଵତୀଙ୍କର ବର୍ଣ୍ଣନା ପ୍ରଥମ ଏବଂ ପ୍ରଧାନ ।
ଦେବୀ ସରସ୍ଵତୀ ବନ୍ଦନା
ଶୁକ୍ଳାଂ ବ୍ରହ୍ମ ବିଚାର ସାର ପରମା
ଆଦ୍ୟାଂ ଜଗତ୍ ବ୍ୟାପୀନିଂ ॥
Line ୨୮ ⟶ ୪୮:
ବନ୍ଦେତ୍ୱାଂ ପରମେଶ୍ଵରୀ ଭଗବତିଂ
ବୁଦ୍ଧି ପ୍ରଦାଂ ସରାଦାଂ ॥
==ବେଦ ଓ ପୁରାଣରେ ମାଆ ସରସ୍ଵତୀ==
[[ଋକ ବେଦ]]ରେ କୁହାଯାଇଛି ଯେ ସରସ୍ଵତୀ ମହାଶକ୍ତିଙ୍କର ଉତ୍ସ । ଏହି ଦେବୀ ନିରାକାର, ନିର୍ଗୁଣ, ନିର୍ମାୟା । ତାଙ୍କୁ ମାତା ଏବଂ ନଦୀ ରୂପରେ ସ୍ତୁତି କରି ଋଗ୍ ବେଦରେ କୁହାଯାଇଛି ।
ଅମ୍ବି ତମେ ନଦୀ ତମେ/ଦେବୀ ତମେ ସରସ୍ଵତୀ,
ଅପ୍ରଶସ୍ତ ଇବ ସ୍ଵାମି/କ୍ରଶସ୍ତି ମମ ନିସ୍କୃତି ।
==ଅନ୍ୟ ଧର୍ମରେ ସରସ୍ଵତୀ==
ଆର୍ଯ୍ୟ ଋଷିଗଣ ସ୍ତୁତି କରୁଛନ୍ତି : ହେ ଶ୍ରେଷ୍ଠ ମାତା, ହେ ଶ୍ରେଷ୍ଠ ନଦୀ, ହେ ଶ୍ରେଷ୍ଠ ଦେବୀ, ଆମେ ସବୁ ଅପ୍ରଶସ୍ତ ପ୍ରାଣୀ, ଆମକୁ ପ୍ରଶସ୍ତ ତଥା ବିସ୍ତାରିତ କରାଅ । ଏହି ଆଦ୍ୟାଶକ୍ତି - ଆଦିମାତାଙ୍କଠାରୁ ଭକ୍ତଭିକ୍ଷା କରି ଯୁଗେଯୁଗେ ଦେବତାମାନେ ଅସୁରଙ୍କ କବଳରୁ ରକ୍ଷା ପାଇଛନ୍ତି । ବ୍ରହ୍ମା ମଧୁକୈଟଭ ଜାତରୁ, [[ଶିବ|ମହାଦେବ]] ତ୍ରିପୁରାସୁରଠାରୁ, [[ଇନ୍ଦ୍ର]] ଦୁର୍ବାସାଙ୍କ ଅଭିଶାପରୁ ରକ୍ଷା ପାଇଥିବା ବେଳେ ପ୍ରଭୁ [[ରାମ|ଶ୍ରୀରାମ]] [[ରାବଣ]]ଙ୍କ ଉପରେ ବିଜୟ ଲାଭ କରିଛନ୍ତି । କୁରୁକ୍ଷେତ୍ରରେ ଭଗବାନ [[କୃଷ୍ଣ|ଶ୍ରୀକୃଷ୍ଣ]] [[ଅର୍ଜୁନ]]ଙ୍କୁ ଜୟଲାଭ ପାଇଁ ଦେବୀ ସରସ୍ଵତୀଙ୍କର ସ୍ତୋତ୍ରପାଠ କରାଇଥିଲେ । [[ହିନ୍ଦୁଧର୍ମ]] ବ୍ୟତୀତ [[ବୌଦ୍ଧ ଧର୍ମ|ବୌଦ୍ଧ]], [[ଜୈନ ଧର୍ମ|ଜୈନ]] ଧର୍ମରେ ମଧ୍ୟ ଦେବୀ ସରସ୍ଵତୀଙ୍କର ଆରାଧନା ରହିଛି । ଭାରତ ବାହାରେ [[ତିବ୍‌ବତ]], [[ଚୀନ]] ଏବଂ [[ଜାପାନ]]ରେ ଦେବୀ ସରସ୍ଵତୀ ବୌଦ୍ଧଦେବୀ ଭାବେ ଜନାଦୃତ । [[ମଥୁରା]]ବୌଦ୍ଧ ନିକଟସ୍ଥଧର୍ମରେ କାଳୀତିକାସେ ଜୈନଭିକ୍ଷୁମାନଙ୍କୁ ସ୍ତୁପରୁସୁରକ୍ଷା ଏକପ୍ରଦାନ ମନୋଜ୍ଞକରିଥାନ୍ତି ସରସ୍ଵତୀ ମୂର୍ତ୍ତି[[ବୁଦ୍ଧ]]ଙ୍କର ମିଳିବାଶିକ୍ଷାକୁ ଘଟଣାରୁରକ୍ଷା ଜୈନଧର୍ମରେକରିଥାନ୍ତି ସରସ୍ଵତୀଙ୍କରବୋଲି ପୂଜାମାନ୍ୟତା ରହିଥିବା ସୂଚନା ଦିଏରହିଛି । ବୌଦ୍ଧ ଧର୍ମଶାସ୍ତ୍ର 'ସାଧନମାଳା'ରେ ଉଲ୍ଲେଖ ଅଛି ଯେ ଦେବୀ ସରସ୍ଵତୀ ଭକ୍ତମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦାନ କରନ୍ତି । ଏହି ଗ୍ରନ୍ଥରେ ସରସ୍ଵତୀ ଚତୁଃରୂପରେ ପୂଜିତା - ମହା ସରସ୍ଵତୀ, ବଜ୍ରବୀଣା ସରସ୍ଵତୀ, ବଜ୍ରଶାରଦା ଏବଂ ବଜ୍ର ସରସ୍ଵତୀ । ବୌଦ୍ଧ ଧର୍ମ ଉପରେ ପଡ଼ିଥିବା ତାନ୍ତ୍ରିକ ପ୍ରଭାବ ଯୋଗୁଁ ହିଁ ଜ୍ଞାନ ଏବଂ ବୁଦ୍ଧିମତାର ବୌଦ୍ଧଦେବୀ 'ପ୍ରଜ୍ଞା ପାରମିତା' ପରବର୍ତ୍ତୀ ସମୟରେ ସରସ୍ଵତୀ ରୂପେ ପରିଚିତ ହେଲେ ।
ମାତା ପୁତ୍ରୌ ତୁ ବାକ୍ ପ୍ରାଣୌ / ମାତା ବା ପିତରଃ ସୁତଃ ।
ସରସ୍ଵନ୍ତମିତ ପ୍ରାଣୋ ବାଚଂ / ପ୍ରାଦୁଃ ସରସ୍ଵତୀମ୍ ।
-ବୃହଦ୍ ଦେବତା ଗ୍ରନ୍ଥ
ଅର୍ଥାତ୍ ବାକ୍ ଏବଂ ପ୍ରାଣର ମାତା ଏବଂ ପୁତ୍ର ସମ୍ଵନ୍ଧ । ପ୍ରସାରଣଶୀଳ ପ୍ରାଣ(ନିଶ୍ଵାସ)ର ନାମ ସରସୂତ୍ ଏବଂ ଭାଷାର ନାମ ସରସ୍ଵତୀ ।
ଅର୍ଥାତ୍ ବାକ୍ ଏବଂ ପ୍ରାଣର ମାତା ଏବଂ ପୁତ୍ର ସମ୍ଵନ୍ଧ । ପ୍ରସାରଣଶୀଳ ପ୍ରାଣ(ନିଶ୍ଵାସ)ର ନାମ ସରସୂତ୍ ଏବଂ ଭାଷାର ନାମ ସରସ୍ଵତୀ । ପୁରାଣକାରମାନେ ସରସ୍ଵତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । କଥିତ ଅଛି ବ୍ରହ୍ମା ସୃଷ୍ଟିର ଆଦ୍ୟପର୍ବରେ ବାକ୍‌ଦେବୀ ବା ସରସ୍ଵତୀଙ୍କୁ ଜନ୍ମ ଦେଲେ । ସେଇ କନ୍ୟା ମାଧ୍ୟମରେ ସେ [[ବିଶ୍ଵ]] ବ୍ରହ୍ମାଣ୍ଡର ସମସ୍ତ ଜୀବ ତଥା ସ୍ଥାବରଜଙ୍ଗମ ସର୍ଜନା କଲେ । ବାକ୍ ନାମ୍ନୀ କନ୍ୟା ଅତ୍ୟନ୍ତ ସୁନ୍ଦରୀ । ସେ ନିଷ୍କାମ, କାମନାହୀନ କିନ୍ତୁ ବ୍ରହ୍ମା ତାଙ୍କ ରୂପ ଲାବଣ୍ୟରେ ବିମୋହିତ ହୋଇ ସ୍ଵୟମ୍ବୁ ବ୍ରହ୍ମା ତାଙ୍କୁ ଇଚ୍ଛା କରିବାରୁ ବ୍ରହ୍ମାଙ୍କର ମରୀଚି ଆଦି ପୁତ୍ରଗଣ ବ୍ରହ୍ମାଙ୍କୁ ନିନ୍ଦା କଲେ । ସରସ୍ଵତୀ ଶରୀର ତ୍ୟାଗ କଲେ । ନାନା ମୁନିଙ୍କ ନାନା ମତ । <ref>ସମାଜ ରବିବାର, ପୃଷ୍ଠା- ୭, ୨୨- ୨୮. ୧. ୨୦୧୨</ref>
କିନ୍ତୁ ବ୍ରହ୍ମବୈବର୍ତ୍ତ ପୁରାଣ ଅନୁଯାୟୀ ସୃଷ୍ଟି କାଳରେ ଈଶ୍ଵରଙ୍କ ଇଚ୍ଛାରୁ ଆଦ୍ୟାଶକ୍ତି ନିଜକୁ ପାଞ୍ଚ ଭାଗରେ ବିଭକ୍ତ କରି ନେଇଥିଲେ । ସେ [[ରାଧା]], ପଦ୍ମା, [[ସାବିତ୍ରୀ]], [[ଦୁର୍ଗା]] ଏବଂ ସରସ୍ଵତୀଙ୍କ ରୂପରେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଅଙ୍ଗରୁ ସୃଷ୍ଟି ହୋଇଥିଲେ । ସେ ସମୟରେ ଶ୍ରୀକୃଷ୍ଣଙ୍କ କଣ୍ଠରୁ ଦେବୀ ସରସ୍ଵତୀ ଉତ୍ପନ୍ନ ହୋଇଥିଲେ ।
[[ମଥୁରା]] ନିକଟସ୍ଥ କାଳୀତିକା ଜୈନ ସ୍ତୁପରୁ ଏକ ମନୋଜ୍ଞ ସରସ୍ଵତୀ ମୂର୍ତ୍ତି ମିଳିବା ଘଟଣାରୁ ଜୈନଧର୍ମରେ ସରସ୍ଵତୀଙ୍କର ପୂଜା ରହିଥିବା ସୂଚନା ଦିଏ । ଜୋରୋଆଷ୍ଟର ଧର୍ମରେ ସରସ୍ୱତୀଙ୍କୁ ସରୋଶା ନାମରେ ଜଣାଯାଏ, ଯିଏ ଏଇ [[ପୃଥିବୀ]]ର ରକ୍ଷା କାରିଣୀ। ସରୋଶା (ଆଜ୍ଞାବହତା) ହେଉଛନ୍ତି ଆହୁରା ମଜଦାଙ୍କର ପତ୍ନୀ ଓ ଦୂତୀ, ଯାହାଙ୍କର କାମ ହେଲା ଡାଇନାଙ୍କୁ ଶିକ୍ଷାଦେବା।ଶିକ୍ଷାଦେବା । ଡାଇନା ହେଉଛନ୍ତି ବିବେକ ଓ ଧର୍ମର ସଙ୍ଗମ । ମୃତ୍ୟୁ ଉପରାନ୍ତ ଜୀବନରେ ସେ [[ଆତ୍ମା]]ମାନଙ୍କୁ ଆଗର ଦିଗ୍ଦର୍ଶନ ଦେଇଥାନ୍ତି। ତାଙ୍କର ଏକ ଚିହ୍ନ [[ମୟୁର]]ର ଡ଼ାକଡାକ ପୂତାତ୍ମାମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରାଇଦିଏ।କରାଇଦିଏ ବୌଦ୍ଧ ଧର୍ମରେ ମଧ୍ୟ ସେ ଭିକ୍ଷୁମାନଙ୍କୁ ସୁରକ୍ଷା ପ୍ରଦାନ କରିଥାନ୍ତି ଓ [[ବୁଦ୍ଧ]]ଙ୍କର ଶିକ୍ଷାକୁ ରକ୍ଷା କରିଥାନ୍ତି ବୋଲି ମାନ୍ୟତା ରହିଛି। ବର୍ମିଜ ଭାଷାରେ ତାଙ୍କୁ ଥୁରାଥଡି (''Thurathadi''), ଥାଇ ଭାଷାରେ ସୁରାସୱଦୀ (''Surasawadee''), ଜାପାନୀ ଭାଷାରେ ବେଞ୍ଜାଇତେନ ବୋଲି ପରିଚିତା।ପରିଚିତା ଭାରତର କେତେକ ରାଜ୍ୟ ଯଥା [[ଓଡ଼ିଶା]], [[ବିହାର]] ଓ [[ପଶ୍ଚିମ ବଙ୍ଗ]]ରେ ସରସ୍ୱତୀଙ୍କୁ [[ଦୁର୍ଗା]]ଙ୍କର କନ୍ୟାବୋଲି ପୂଜା କରାଯାଏ। ସେଥିପାଇଁ [[ଦୁର୍ଗାପୂଜା]]ରେ ଦୁର୍ଗାଙ୍କ ସହିତ ସରସ୍ୱତୀ, ଲକ୍ଷ୍ମୀ, [[ଗଣେଶ]] ଓ [[କାର୍ତ୍ତିକେୟ]]ଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ। <ref>Kinsley, David (1988). ''[http://books.google.com/books?id=hgTOZEyrVtIC Hindu Goddesses: Vision of the Divine Feminine in the Hindu Religious Traditions].'' University of California Press. ISBN 0-520-06339-2. p. 95.</ref>
== ପୂଜା ଓ ଉପାସନା ==
ଆବିର୍ଭୂତ ତତ୍‌ପଶ୍ଚାତ୍ ମୁଖତଃ
ଭାରତର କେତେକ ରାଜ୍ୟ ଯଥା [[ଓଡ଼ିଶା]], [[ବିହାର]] ଓ [[ପଶ୍ଚିମ ବଙ୍ଗ]]ରେ ସରସ୍ୱତୀଙ୍କୁ [[ଦୁର୍ଗା]]ଙ୍କର କନ୍ୟାଭାବେ ପୂଜା କରାଯାଏ । ସେଥିପାଇଁ [[ଦୁର୍ଗାପୂଜା]]ରେ ଦୁର୍ଗାଙ୍କ ସହିତ ସରସ୍ୱତୀ, ଲକ୍ଷ୍ମୀ, [[ଗଣେଶ]] ଓ [[କାର୍ତ୍ତିକେୟ]]ଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ। <ref>Kinsley, David (1988). ''[http://books.google.com/books?id=hgTOZEyrVtIC Hindu Goddesses: Vision of the Divine Feminine in the Hindu Religious Traditions].'' University of California Press. ISBN 0-520-06339-2. p. 95.</ref>
ପରମାତ୍ମନଃ, ଏକାଦେବୀ ଶୁକ୍ଳବର୍ଣ୍ଣା
ବୀଣାପୁସ୍ତକ ଧାରିଣୀ, ବାଗଧିଷ୍ଠାତୃ
ଦେବୀସାକବିନା ମିଷ୍ଟଦେବତା, ସା ଚ ଶକ୍ତିଃ
ସୃଷ୍ଟିକାଳେ ପଞ୍ଚମା ଚେଶ୍ଵରେଚ୍ଛାୟା, ରାଧାପଦ୍ମା
ଚ ସାବିତ୍ରୀ ଦୁର୍ଗାଦେବୀ ସରସ୍ଵତୀ,
ବାଗଧିଷ୍ଠାତୃ ଯା ଦେବୀ ଶାସ୍ତ୍ରଜ୍ଞାନ ପ୍ରଦାସଦା,
କୃଷ୍ଣ କଣ୍ଠୋଦ୍ଭବା ସା ଚ ଯା ଚ ଦେବୀ ସରସ୍ଵତୀ।
<ref>ହୟଗ୍ରୀବ ତ୍ରିପାଠୀ,ଅନୁପମ ଭାରତ, ପୃଷ୍ଠା- ୫, ଶୁକ୍ରବାର ୧୫ ଫେବୃଆରୀ ୨୦୧୩</ref>
== ଧର୍ମ ଓ ପୂଜା ==
ଜୋରୋଆଷ୍ଟର ଧର୍ମରେ ସରସ୍ୱତୀଙ୍କୁ ସରୋଶା ନାମରେ ଜଣାଯାଏ, ଯିଏ ଏଇ [[ପୃଥିବୀ]]ର ରକ୍ଷା କାରିଣୀ। ସରୋଶା(ଆଜ୍ଞାବହତା) ହେଉଛନ୍ତି ଆହୁରା ମଜଦାଙ୍କର ପତ୍ନୀ ଓ ଦୂତୀ, ଯାହାଙ୍କର କାମ ହେଲା ଡାଇନାଙ୍କୁ ଶିକ୍ଷାଦେବା। ଡାଇନା ହେଉଛନ୍ତି ବିବେକ ଓ ଧର୍ମର ସଙ୍ଗମ । ମୃତ୍ୟୁ ଉପରାନ୍ତ ଜୀବନରେ ସେ [[ଆତ୍ମା]]ମାନଙ୍କୁ ଆଗର ଦିଗ୍ଦର୍ଶନ ଦେଇଥାନ୍ତି। ତାଙ୍କର ଏକ ଚିହ୍ନ [[ମୟୁର]]ର ଡ଼ାକ ପୂତାତ୍ମାମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରାଇଦିଏ। ବୌଦ୍ଧ ଧର୍ମରେ ମଧ୍ୟ ସେ ଭିକ୍ଷୁମାନଙ୍କୁ ସୁରକ୍ଷା ପ୍ରଦାନ କରିଥାନ୍ତି ଓ [[ବୁଦ୍ଧ]]ଙ୍କର ଶିକ୍ଷାକୁ ରକ୍ଷା କରିଥାନ୍ତି ବୋଲି ମାନ୍ୟତା ରହିଛି। ବର୍ମିଜ ଭାଷାରେ ତାଙ୍କୁ ଥୁରାଥଡି (''Thurathadi''), ଥାଇ ଭାଷାରେ ସୁରାସୱଦୀ (''Surasawadee''), ଜାପାନୀ ଭାଷାରେ ବେଞ୍ଜାଇତେନ ବୋଲି ପରିଚିତା। ଭାରତର କେତେକ ରାଜ୍ୟ ଯଥା [[ଓଡ଼ିଶା]], [[ବିହାର]] ଓ [[ପଶ୍ଚିମ ବଙ୍ଗ]]ରେ ସରସ୍ୱତୀଙ୍କୁ [[ଦୁର୍ଗା]]ଙ୍କର କନ୍ୟାବୋଲି ପୂଜା କରାଯାଏ। ସେଥିପାଇଁ [[ଦୁର୍ଗାପୂଜା]]ରେ ଦୁର୍ଗାଙ୍କ ସହିତ ସରସ୍ୱତୀ, ଲକ୍ଷ୍ମୀ, [[ଗଣେଶ]] ଓ [[କାର୍ତ୍ତିକେୟ]]ଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ। <ref>Kinsley, David (1988). ''[http://books.google.com/books?id=hgTOZEyrVtIC Hindu Goddesses: Vision of the Divine Feminine in the Hindu Religious Traditions].'' University of California Press. ISBN 0-520-06339-2. p. 95.</ref>
ଶ୍ରୀଦୁର୍ଗା ସପ୍ତସତୀରେ ଉଲ୍ଲେଖ ଅଛି, ଆଦ୍ୟା ଶକ୍ତି ଦୁର୍ଗା ତିନି ରୂପରେ ପ୍ରକାଶ ହୋଇ ତିନୋଟି [[ନବରାତ୍ରୀ]]ରେ ପୂଜା ପାଆନ୍ତି । [[ଆଶ୍ଵୀନନବରାତ୍ର|ଆଶ୍ୱିନ ନବରାତ୍ର]] ନବରାତ୍ରରେ ସ୍ଵୟଂ ମା'ରେ ଦୁର୍ଗା ପୂଜା ପାଆନ୍ତି। ମା ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିହିତା, ବିଣା ପୁସ୍ତକ ହସ୍ତରେ ହଂସାରୁଢା । ମା' ଙ୍କର ବାହାନ ମୟୁର ବୋଲି କେତେକ ଶାସ୍ତ୍ରରେ ଉଲ୍ଲେଖ ଅଛି । ମା' ସରସ୍ଵତୀ ସତଗୁଣ ସ୍ଵରୂପା, ଆନନ୍ଦମୟ ସ୍ଵରୂପା, ବ୍ରହ୍ମାଙ୍କ ପୁତ୍ରୀ। <ref>http://truereligiondebate.wordpress.com/2008/03/07/hindu-god-brahma-and-his-goddess-daughter-sarasvati-where-is-the-line-drawn-between-a-god-who-has-forced-sex-with-his-own-daughter-his-own-flesh-and-blood-and-runs-lusting-for-his-own-daughter-and/</ref> ମା' ଙ୍କୁସରସ୍ଵତୀଙ୍କୁ ଶବ୍ଦ ବ୍ରହ୍ମରେ ସ୍ତୁତି କଲେ ମା ପ୍ରସନ୍ନ ହୁଅନ୍ତି । ମା' ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରନ୍ତି । ମା' ସରସ୍ଵତୀ ବଗ୍ଦେବୀ, ସମସ୍ତଙ୍କୁ ସଦବୁଦ୍ଧି ସହ ସତବଚନର ଆଶିର୍ବାଦ ଦେଇଥାନ୍ତି । <ref>http://www.saiaustin.org/balvikas/lessons/Lesson%202%20-%20Saraswathi%20Devi.pdf</ref>
== ସମ୍ପର୍କୀୟ ପ୍ରସଙ୍ଗ ==
== ଆହୁରି ଦେଖନ୍ତୁ ==
* [[ସରସ୍ଵତୀ ପୂଜା]]
== ଗ୍ୟାଲେରୀ ==
<gallery widths="180px" heights="120px" perrow="5">
Image:Saraswati puja.jpg|Bani Archana, 2012 (Saraswati puja festival, 2012), Jagannath Hall, [[University of Dhaka]]
Image:Pura Taman Saraswati (Ubud, Bali, Indonesia).jpg|Saraswati Temple in [[Bali]], Indonesia
Image:Gkcp1.jpg |Stone sculpture of Gnana Saraswathi at the [[Gangaikonda Cholapuram]]
Image:Sringeri Temple of Toronto.jpg|Sringeri Temple of [[Toronto]]
</gallery>
== ଆଧାର ==
{{ଆଧାରReflist|30em}}
== ଅଧିକ ତଥ୍ୟ ==
{{Commons category|Sarasvati|ସରସ୍ଵତୀ}}
Line ୭୫ ⟶ ୭୪:
* [http://www.hindudevotionalblog.com/2011/09/goddess-saraswati-hindu-goddess-of.html Saraswati Jayanti Festival]
{{ହିନ୍ଦୁ ଦେବୀ ଦେବତା ଓ ଗ୍ରନ୍ଥ}}
{{ହିନ୍ଦୁ ଧର୍ମ}}
[[ଶ୍ରେଣୀ:ହିନ୍ଦୁ ଦେବୀ]]
"https://or.wikipedia.org/wiki/ସରସ୍ୱତୀ"ରୁ ଅଣାଯାଇଅଛି