"ଓଡ଼ିଶୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୮ କ ଧାଡ଼ି:
== ମନ୍ଦିର ଇତିହାସ ==
[[ଫାଇଲ:Rahul-acharya.jpg|thumb|୫୦୦px|right||ରାହୁଳ ଆଚାର୍ଯ୍ୟଙ୍କ ଓଡ଼ିଶୀ ମୁଦ୍ରା]]
[[ଫାଇଲ:GWR attempt for largest Odissi Dance.jpg|thumb|ଗିନିଜ ରେକର୍ଡ ଉଦ୍ଦେଶ୍ୟରେ ଆୟୋଜିତ ନୃତ୍ୟ ପ୍ରତିଯୋଗିତାର ପ୍ରମାଣପତ୍ର]][[File:Odishi Dancer in Pose.jpg|thumb|Odishi Dancer in Pose]]
ଖ୍ରୀଷ୍ଟପୂର୍ବ ୨ୟ ଶତାବ୍ଦୀରେ ତିଆରି ଭୁବନେଶ୍ୱରରେ ଥିବା [[ଖଣ୍ଡଗିରି]] ଓ ଉଦୟଗିରି ସେତେବେଳର ସମ୍ରାଟ ଖାରବେଳଙ୍କ ଦ୍ଵାରା ତିଆରି କରାଯାଇଥିଲା । ଗବେଷକମାନେ କହନ୍ତି ଗୁମ୍ଫାରେ ଅଙ୍କାଯାଇଥିବା ହେତୁ ଓ ଅନେକ ସେହିଭଳି ପୁରୁଣା ପ୍ରମାଣ ମିଳୁଥିବାରୁ ଓଡ଼ିଶୀ ସବୁଠୁ ବେଶି ପୁରୁଣା ନୃତ୍ୟକଳା । [[କୋଣାର୍କ]] ଓ [[ବ୍ରହ୍ମେଶ୍ଵର]] ମନ୍ଦିର କାନ୍ଥରେ ଅଙ୍କା ଚିତ୍ରରେ ବି ନାଚୁଥିବା ଓଡ଼ିଶୀ ନର୍ତ୍ତକ ଓ ନର୍ତ୍ତକୀ ଦେଖିବାକୁ ମିଳନ୍ତି ।<ref>http://www.jagannatha.net/dance.html</ref> ଷଷ୍ଠ-ନବମ ଶତାବ୍ଦୀରେ ତିଆରି ହୋଇଥିବା ବୌଦ୍ଧ କୀର୍ତ୍ତି, [[ଯାଜପୁର]]ର [[ରତ୍ନଗିରି (ଓଡ଼ିଶା)|ରତ୍ନଗିରି]]ରେ ଥିବା ପାହାଡ଼ରେ ଏବେକାର ଓଡ଼ିଶୀ ସହ ସମାନତା ଥିବା ନାଚ ଉପରେ ଅଙ୍କାଯାଇଥିବା ଚିତ୍ର ଦେଖିବାକୁ ମିଳେ । ହିରାପୁରର [[ଚଉଷଠି ଯୋଗିନି ମନ୍ଦିର]] ଭଳି [[ତନ୍ତ୍ର]] ମନ୍ଦିରମାନଙ୍କରେ ଥିବା ଯୋଗିନିମାନେ ଯେଉଁ ମୁଦ୍ରାରେ ଅଛନ୍ତି ସେସବୁ ଏବେକାର ଓଡ଼ିଶୀର ଇତିହାସ ଜାଣିବାରେ ସାହାଯ୍ୟ କରେ । ଓଡ଼ିଶୀ, ଓଡ଼ିଶାର ଶିବ, ବିଷ୍ଣୁ ଓ ବାକି ମନ୍ଦିର ([[କୋଣାର୍କ]]ର ସୁର୍ଯ୍ୟ ମନ୍ଦିର)ରେ ଥିବା ଅଗଣିତ ମୂର୍ତ୍ତିରେ ଦେଖିବାକୁ ମିଳେ ।
 
"https://or.wikipedia.org/wiki/ଓଡ଼ିଶୀ"ରୁ ଅଣାଯାଇଅଛି