"ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେNo edit summary
୩୫ କ ଧାଡ଼ି:
}}
 
ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ପୃଥିବୀର ନିକଟତମ କକ୍ଷପଥରେ ଥିବା ବାସଯୋଗ୍ୟ ଏକ କୃତ୍ରିମ ଉପଗ୍ରହ ବା ମହାକାଶ ଯାନ। ପୃଥିବୀ କକ୍ଷପଥରେ ଥିବା ସମସ୍ତ ମନୁଷ୍ୟକୃତ ପଦାର୍ଥ ମଧ୍ୟରେ ଏହା ବୃହତ୍ତମ ଅଟେ। ପୃଥିବୀର ନିକଟତମ କକ୍ଷପଥରେ ଥିବାରୁ ଏହା ପ୍ରାୟତଃ ପୃଥିବୀପୃଷ୍ଠରୁ ଖାଲି ଆଖିରେ ଦେଖାଯାଇଥାଏ। ଏହି ମହାକାଶ କେନ୍ଦ୍ର [[ଯୁକ୍ତରାଷ୍ଟ୍ର [ଆମେରିକା]],[[ରୁଷିଆ]],[[ଜାପାନ]],[[ୟୁରୋପ]] ଓ କାନାଡାର ମହାକାଶ ଗବେଷଣା ସଂସ୍ଥାମାନଙ୍କର ଏକ ମିଳିତ ଉଦ୍ୟମ।