"ସରୋଜିନୀ ନାଇଡୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୧ କ ଧାଡ଼ି:
ଭାରତୀୟ ସ୍ଵାଧୀନତା ଆନ୍ଦୋଳନରେ ଗାନ୍ଧିଜୀଙ୍କ ସହଯୋଗୀ ରୁପେ ସରୋଜିନୀ ନାଇଡୁଙ୍କ ଅବଦାନ ଅତୁଳନୀୟ । ଜଣେ ଇଂରାଜୀ କବି ରୂପେ ଭାରତୀୟ ଇଂରାଜୀ ସାହିତ୍ୟର ଇତିହାସରେ ତାଙ୍କ ସ୍ଥାନ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
== ଜନ୍ମ ==
ସରୋଜିନୀ ନାଇଡୁ ୧୮୭୯ ମସିହା ଫେବୃଆରୀ ୧୩ ତାରିଖରେ [[ହାଇଦ୍ରାବାଦ]]ରେ ଜନ୍ମ ଗ୍ରହଣ କରିଥିଲେ । ଡକ୍ଟର ଅଘୋରନାଥ ଚଟ୍ଟୋପାଧ୍ୟାୟ ଓ ତାଙ୍କର ପତ୍ନୀ ବରଦା ସୁନ୍ଦରୀ ଦେବୀଙ୍କ ଆଠଟି ସନ୍ତାନ ମଧ୍ୟରୁ ଜ୍ୟେଷ୍ଠ ସନ୍ତାନ ଥିଲେ । ବ୍ରାହ୍ମଣ ପରିବାରରେ ଜନ୍ମହୋଇଥିଲେ ମଧ୍ୟ [[ମୁସଲମାନ]] ସଂସ୍କୃତି ପ୍ରଧାନ ହାଇଦ୍ରାବାଦ ସହରରେ ବଢିଥିବାରୁ ସେ ନିଜକୁ ଅଧା ହିନ୍ଦୁ ଅଧା ମୁସଲମାନ ମନେ କରୁଥିଲେ ।ପିତା ଅଘୋରନାଥ ଜଣେ ଜ୍ଞାନୀ,ଗୁଣୀ ଓ ପ୍ରକୃତିପ୍ରେମୀ ବ୍ୟକ୍ତି।ଉଭୟ ପ୍ରାଚ୍ୟ ଓ ପାଶ୍ଚାତ୍ୟ ସାହିତ୍ୟରେ ସେ ପାରଦର୍ଶିତା ହାସଲ କରିଥିଲେ।ମାତା ବରଦା ସୁନ୍ଦରୀ ମଧ୍ୟ ଜଣେ ଶିକ୍ଷିତା ମହିଳା ଥିଲେ।ସେ ବଙ୍ଗଳା ଭାଷାରେ କବିତା ରଚନା କରୁଥିଲେ।ଉଭୟଙ୍କର ପ୍ରତିଭା ସରୋଜିନୀଙ୍କ ପାଖରେ ଦେଖିବାକୁ ମିଳିଥିଲା।
 
== ପିଲାଦିନ ==