"ସରୋଜିନୀ ନାଇଡୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୩୧ କ ଧାଡ଼ି:
 
== ବିଦେଶଯାତ୍ରା ==
ସେ ପାର୍ସି ଭାଷାରେ [[ମେହେର୍ ମୁନିର୍]] ନାମକ ନାଟିକା ରଚନା କରିଥିଲେ ଏହା ଏକ ପତ୍ରିକାରେ ପ୍ରକାଶିତ ହୋଇ ଆଲୋଡନ ସୃଷ୍ଟି କରିଥିଲା।ଏଥିପାଇଁ ତାଙ୍କୁ ୧୮୯୫ ମସିହାରେ ହାଇଦ୍ରାବାଦର ନିଜାମଙ୍କ ତରଫରୁ ବାର୍ଷିକ ୩୦୦ ପାଉଣ୍ଡ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା ଓ ସେ ଉଚ୍ଚଶିକ୍ଷା ପାଇଁ ୧୬ ବର୍ଷ ବୟସରେ ବିଲାତ ଯାତ୍ରା କରିଥିଲେ।ଏହି ସମୟରେ [[ଆନିବେସାନ୍ତ]] ଙ୍କ ସହ ନିବିଡ଼ ସମ୍ପର୍କ ସ୍ଥାପିତ ହୋଇଥିଲା।[[ଇଂଲଣ୍ଡ]] ରେ ଥିବାବେଳେ ପ୍ରସିଦ୍ଧ ଲେଖକ ଓ ସମାଲୋଚକ [[ଏଡ଼ମଣ୍ଡ ଗସ୍]] ଙ୍କ ସହିତ ତାଙ୍କର ପରିଚୟ ହୋଇଥିଲା।ତାଙ୍କର ଯେଉଁସବୁ ଲେଖା ବ୍ରିଟିସ୍ ପତ୍ରିକାରେ ପ୍ରକାଶିତ ହେଉଥିଲା ଏଡ଼ମଣ୍ଡ ସେସବୁକୁ ପଢି ତାଙ୍କୁ ପ୍ରେରଣା ଓ ପରାମର୍ଶ ଦେଉଥିଲେ । ପରେ ସେ, ତାଙ୍କରି ନିର୍ଦେଶରେ ଭାରତୀୟ ପରିବେଶକୁ ଆଧାର କରି କବିତା ଲେଖିଥିଲେ।ଏହାଦ୍ୱାରା ତାଙ୍କର ଲେଖା ସ୍ଵଦେଶଭିମୁଖୀ ହୋଇପାରିଥିଲେ ଓ ବିଦେଶରେ ତାଙ୍କର ସୁଖ୍ୟାତି ବ୍ୟାପିଯାଇଥିଲା।
 
== ବୈବାହିକ ଜୀବନ ==