"ସରୋଜିନୀ ନାଇଡୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୮୨ କ ଧାଡ଼ି:
== ଦେଶସେବା ==
ଉର୍ଦ୍ଧୁ, ତେଲୁଗୁ, ଇଂରାଜୀ, ପାର୍ଶି ଓ ବଙ୍ଗଳା ଭାଷାରେ ଦକ୍ଷତା ହାସଲ କରିଥିଲେ୧୯୧୫ରୁ ୧୯୧୮ ପର୍ଯ୍ୟନ୍ତ ସେ ଯୁବଶକ୍ତିକୁ ଜାଗ୍ରତ କରାଇବା ସହ ମହିଳା ସଶକ୍ତିକରଣ ଉପରେ ସମଗ୍ର ଦେଶବୁଲି ବକ୍ତୃତା ଦେଇଥିଲେ । ୧୯୧୬ରେ ଜବାହାରଲାଲ ନେହେରୁଙ୍କ ସଂପର୍କରେ ଆସିବାପରେ, ଚମ୍ପାରନ୍ ଆନେ୍ଦାଳନରେ ସାମିଲ ହୋଇଥିଲେ । ୧୯୧୯ ଜୁଲାଇରେ ନାଇଡୁ ହୋମରୁଲ ଲିଗର ଇଂଲଣ୍ଡ ଦୂତଭାବେ ଅବସ୍ଥାପିତ ହେଲେ । ୧୯୨୦ରେ ଭାରତ ଫେରିଲେ ଓ ଅଗଷ୍ଟ ୧ରେ [[ମହାତ୍ମା ଗାନ୍ଧୀ]]ଙ୍କ ଅସହଯୋଗ ଆନ୍ଦୋଳନ ଆରମ୍ଭ ହେଲା । ୧୯୨୫ରେ କଂଗ୍ରେସର ଅଧ୍ୟକ୍ଷଭାବେ ନିର୍ବାଚିତ ହେଲେ । ୧୯୩୦ ଜାନୁୟାରୀ ୨୬ରେ ମହାତ୍ମାଗାନ୍ଧୀ ଗିରଫ ହେବାର କିଛି ସମୟ ପରେ ସରୋଜିନୀ ନାଇଡୁଙ୍କୁ ମଧ୍ୟ ଗିରଫ କରାଗଲା ଓ ତାଙ୍କୁ ୧୯୩୧ ଜାନୁୟାରୀ ୩୧ପର୍ଯ୍ୟନ୍ତ ଜେଲରେ ରହିବାକୁ ପଡ଼ିଥିଲା । ଭାରତ ସ୍ୱାଧୀନ ହେବାପରେ ସରୋଜିନୀ [[ଉତ୍ତର ପ୍ରଦେଶ]] ତଥା ଭାରତର ପ୍ରଥମ ମହିଳା ରାଜ୍ୟପାଳ ହେଲେ । ଅଧିକାର ପାଇଁ ସଂଗ୍ରାମ ହେଉ, କିମ୍ବା ହିନ୍ଦୁ-ମୁସଲମାନ ଏକତା ପ୍ରସଙ୍ଗ ହେଉ ସେ ସର୍ବଦା ନିଷ୍ଠା ଓ ସାହସିକତା ଦେଖାଇଥିଲେ । ସେଥିପାଇଁ ଗାନ୍ଧିଜୀ ତାଙ୍କୁ ଶ୍ରଦ୍ଧାରେ "ଆଜିର ମୀରାବାଈ" ଡାକୁଥିଲେ ।
<ref name="Paranjape2010">{{cite book|last=Paranjape|first=Makarand R.|title=Sarojini Naidu|url=http://books.google.com/books?id=nllSprPRTrwC&pg=PT13|accessdate=13 February 2014|year=2010|publisher=Rupa & Company|isbn=978-81-291-1580-5|chapter=Chronology}}</ref><ref>[[President of the Indian National Congress]]</ref>
 
== ରଚନାବଳୀ ==