"ରମାଦେବୀ ଚୌଧୁରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୪୭ କ ଧାଡ଼ି:
| box_width =
}}
'''ରମାଦେବୀ ଚୌଧୁରୀ''' ଜଣେ [[ଓଡ଼ିଆ ଲୋକ|ଓଡ଼ିଆ]] ସ୍ୱାଧୀନତା ସଂଗ୍ରାମୀ ।
 
'''ରମାଦେବୀ ଚୌଧୁରୀ''' ଜଣେ [[ଓଡ଼ିଆ ଲୋକ|ଓଡ଼ିଆ]] ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ [[କଟକ]] ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ [[ମଧୁସୂଦନ ଦାସ]]ଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
== ପିଲାଦିନ==
୧୮୯୯ ମସିହା ଡିସେମ୍ବର ୩ ତାରିଖରେ [[କଟକ]] ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ [[ମଧୁସୂଦନ ଦାସ]]ଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
==ପରିବାର ==
୧୯୧୪ ମସିହା ଅପ୍ରେଲ ମାସରେ ସ୍ୱାଧୀନତା ସଂଗ୍ରାମୀ, ତତ୍କାଳୀନ ଡେପୁଟି କଲେକ୍ଟର ତଥା କଟକର ଓକିଲ [[ଗୋପବନ୍ଧୁ ଚୌଧୁରୀ]]ଙ୍କୁ ସେ ବିବାହ କରିଥିଲେ । ଗୋପବନ୍ଧୁ ଥିଲେ କଟକର ପ୍ରସିଦ୍ଧ ଓକିଲ ତଥା ନାମକରା ଜମିଦାର ଗୋକୁଳାନନ୍ଦ ଚୌଧୁରୀଙ୍କ ପୁତ୍ର । ସେସମୟର ମର୍ଯ୍ୟାଦାସମ୍ପନ୍ନ ଡେପୁଟି କଲେକ୍ଟର ପଦବୀ ଛାଡ଼ି ଗୋପବନ୍ଧୁ ସସ୍ତ୍ରୀକ ସ୍ୱଦେଶୀ ଆନ୍ଦୋଳନରେ ସାମିଲ ହୋଇଗଲେ । ପରେ ପରେ ତାଙ୍କ ଅନୁଜ ନବକୃଷ୍ଣ ଚୌଧୁରୀ, ଭ୍ରାତୃବଧୂ ମାଳତୀ ଚୌଧୁରୀ, ପୁତ୍ର ମନମୋହନ ଚୌଧୁରୀ, କନ୍ୟା ଅନ୍ନପୂର୍ଣ୍ଣା ଦେଶ ସେବାକୁ ଜୀବନର ବ୍ରତ ରୂପେ ଗ୍ରହଣ କରି ନେଇଥିଲେ ।