"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
କିଛିଅଂଶ ସଜାଣି
୧୫ କ ଧାଡ଼ି:
}}
 
'''ଲକ୍ଷ୍ମଣ ନାୟକ''' ( ୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩ ) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଲକ୍ଷ୍ମଣ ନାୟକ ୧୮୯୯ ମସିହା [[ନଭେମ୍ବର]] ୨୨ ତାରିଖରେ [[ମାଲକାନଗିରି ଜିଲ୍ଲା]]ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ [[ଜୟପୁର, କୋରାପୁଟ|କୋରାପୁଟ]] ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ବ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଲକ୍ଷ୍ମଣ ନାୟକ ୧୮୯୯ ମସିହା [[ନଭେମ୍ବର]] ମାସ ୨୨ ତାରିଖରେ [[ମାଲକାନଗିରି ଜିଲ୍ଲା]]ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।
ପିତାଙ୍କ ନାମ ପଦଲମ୍ ନାୟକ , ଜାତିରେ ବୀର ଭୁମିୟା , ମୁଖ୍ୟ ଜୀବିକା ଚାଷ । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ ଜୟପୁରର ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦରେ ନିୟୁକ୍ତ କରିଥିଲେ । ଦାୟିତ୍ବ ଥିଲା ତେନ୍ତୁଲିଗୁମା, ବେଜୁଣୀଗୁଡା, ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ , ସାନଭାଇ ଧନ ଭୁମିୟା ।
 
==ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ ==
ନିକଟରେ କୌଣସି ସ୍କୁଲ୍ ବିଦ୍ୟାଳୟ ନ ଥିବାରୁ କୋଲାବ୍[[କୋଲାବ ନଦୀ ]] କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲମଙ୍କ ଠାରୁ ଅକ୍ଷର ଶିକ୍ଷା କରିଥିଲେ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ,ପରଜା,ଗାଦବା ଭାଷା ମିଶାମିଶି ଦେଶୀୟ ଭାଷା କହୁଥିଲେ । ଲକ୍ଷ୍ମଣ ଉଭୟ ଦେଶୀୟ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟାନଙ୍କ କନ୍ୟା ମଙ୍ଗୁଳିଙ୍କୁ ବିବାହ କରିଥିଲେ ,ପୁତ୍ର : ରଘୁନାଥ ।
ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ତିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଚି ଆଦିବାସୀ ମାନକ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ , ଫୁଙ୍କଣ ଆଦି କରିବାକୁ ପଡେ । ତିଶାରି ବୃତ୍ତି ହେଉଚି ଦେବାରଧନା, ବା ପୂଜକର ଦାୟିତ୍ବ । ୧୯୩୦ ମସିହାରେ ପିତା ପଦଲମ୍ ବୟସାଧିକ୍ୟ କାରଣରୁ ଅବସର ନେବାପରେ ଲକ୍ଷ୍ମଣଙ୍କୁ ମୁସ୍ତାଦାର୍ ଭାବରେ ନିୟୁକ୍ତି କରାଯାଇଥିଲା । ଏହାପରେ ସେ ଲକ୍ଷ୍ମଣ ଭୁମିୟା ରୁ ଲକ୍ଷ୍ମଣ ନାୟକ ଭାବରେ ପରିଚିତ ହୋଇଥିଲେ
 
==ସମୟସାମୟିକ ଆଦିବାସୀ ବିପ୍ଲବ==
ନିକଟରେ କୌଣସି ସ୍କୁଲ୍ ନ ଥିବାରୁ କୋଲାବ୍ ନଦୀ କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲମଙ୍କ ଠାରୁ ଅକ୍ଷର ଶିକ୍ଷା କରିଥିଲେ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ,ପରଜା,ଗାଦବା ଭାଷା ମିଶାମିଶି ଦେଶୀୟ ଭାଷା କହୁଥିଲେ । ଲକ୍ଷ୍ମଣ ଉଭୟ ଦେଶୀୟ ଓ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟାନଙ୍କ କନ୍ୟା ମଙ୍ଗୁଳିଙ୍କୁ ବିବାହ କରିଥିଲେ ,ପୁତ୍ର : ରଘୁନାଥ ।
ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ତିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଚି ଆଦିବାସୀ ମାନକ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ , ଫୁଙ୍କଣ ଆଦି କରିବାକୁ ପଡେ । ତିଶାରି ବୃତ୍ତି ହେଉଚି ଦେବାରଧନା, ବା ପୂଜକର ଦାୟିତ୍ବ ।
୧୯୩୦ ମସିହାରେ ପିତା ପଦଲମ୍ ବୟସାଧିକ୍ୟ କାରଣରୁ ଅବସର ନେବାପରେ ଲକ୍ଷ୍ମଣଙ୍କୁ ମୁସ୍ତାଦାର୍ ଭାବରେ ନିୟୁକ୍ତି କରାଯାଇଥିଲା । ଏହାପରେ ସେ ଲକ୍ଷ୍ମଣ ଭୁମିୟା ରୁ ଲକ୍ଷ୍ମଣ ନାୟକ ଭାବରେ ପରିଚିତ ହୋଇଥିଲେ ।
 
==ସମୟସାମୟିକ ଆଦିବାସୀ ବିପ୍ଲବ==
 
୧୯୨୧ ମସିହାରେ ମହାତ୍ମାଗାନ୍ଧିଙ୍କ ଡାକରାରେ ଅସହଯୋଗ ଆନ୍ଦୋଳନ ଆରମ୍ଭ ହୋଇଥିଲା ଓ ଏହାର ଦମନ ସ୍ବରୂପ ବ୍ରିଟିଶ୍ ସରକାର ନାନାଦି ଅତ୍ୟାଚାର ସହ ନୂତନ ଟିକସ ମାନ ଲାଗୁ କରିଥିଲେ । ଏହି ସମୟରେ ବିଭିନ୍ନ ସଶସ୍ତ୍ର ଆଦିବାସୀ ବିଦ୍ରୋହ ଦେଖାଯାଇଥିଲା । କୋରାପୁଟ ଜିଲ୍ଲାର ଗୁଣୁପୁର , ରାୟଗଡାରେ “ଗୁମ୍ମା ଗରବା ମେଳି” ବା “ଗାଇବା ପିଲା ମେଳି ” ସଂଘଟିତ ହେଇଥଲା । ପାରଳାଖେମୁଣ୍ଡି ଅଞ୍ଚଳର ମୁଠାଦାର ମାନେ ସରକାରଙ୍କ ବିରୁଦ୍ଧରେ ମେଳି କରିଥିଲେ । କୋରପୁଟକୁ ଲାଗି ମଧ୍ୟପ୍ରଦେଶ ( ବର୍ତମାନର ଛତିଶଗଡ )ରେ “ବସ୍ତର ମେଳି” ନାମରେ ବିପ୍ଲବ ହେଇଥିଲା ।
 
Line ୩୧ ⟶ ୨୭:
 
== ସ୍ବାଧିନତା ସଂଗ୍ରାମ ==
୧୯୩୬ ମସିହା [[ଅପ୍ରେଲ]] ୧ ତାରିଖରେ ଓଡ଼ିଶା ଏକ ସ୍ବତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । ସାର୍ ଜନ୍ ଅଷ୍ଟିନ୍ ହବାକ୍ ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର୍ । ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା , ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ , ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଏ ଅତ୍ୟାଚରରେ ବିଚଳିତ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ । ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ବାସରାୟଙ୍କ ନିକଟକୁ ଯାଇଥିଲେ ଓ ସେ ଏ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ବରୂପ ଇଂରେଜ୍ ସରକାର ଲୋକମାନଙ୍କ ଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ଓ ତତ୍କାଲିନ କଂଗ୍ରେସ ଉପରେ ବିଶ୍ବାସ ଜନ୍ମିଥିଲା । ୧୯୩୭-୩୮ ରେ ରାଧାକୃଷ୍ଣ ବିଶ୍ବାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ୍ ଶିବିରରେ ଯୋଗଦାନ କରି , ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ , ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ
 
==ସଂଗ୍ରାମୀ ଜୀବନ==
ଅହିଂସାରେ ବିଶ୍ବାସ
 
୧୯୩୬ ମସିହା [[ଅପ୍ରେଲ]] ୧ ତାରିଖରେ ଓଡ଼ିଶା ଏକ ସ୍ବତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । ସାର୍ ଜନ୍ ଅଷ୍ଟିନ୍ ହବାକ୍ ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର୍ । ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା , ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ , ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଏ ଅତ୍ୟାଚରରେ ବିଚଳିତ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ । ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ବାସରାୟଙ୍କ ନିକଟକୁ ଯାଇଥିଲେ ଓ ସେ ଏ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ବରୂପ ଇଂରେଜ୍ ସରକାର ଲୋକମାନଙ୍କ ଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ଓ ତତ୍କାଲିନ କଂଗ୍ରେସ ଉପରେ ବିଶ୍ବାସ ଜନ୍ମିଥିଲା ।
୧୯୩୭-୩୮ ରେ ରାଧାକୃଷ୍ଣ ବିଶ୍ବାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ୍ ଶିବିରରେ ଯୋଗଦାନ କରି , ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ , ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ ।
 
ସଂଗ୍ରାମୀ ଜୀବନ
 
ତାଲିମ୍ ଶିବିରରୁ ଫେରି ଲକ୍ଷ୍ମଣ , କୋରାପୁଟରେ ଖଦୀ ଓ ଅହିଂସାର ପ୍ରଚାର ଓ ପ୍ରସାରରେ ଯୋଗ ଦେଇଥିଲେ । ପଶୁବଳିକୁ ବିରୋଧ କରିବା ସହ ନିଜର ତିଶାରି ବୃତ୍ତିରେ ଆଉ ପଶୁବଳି ଦେଇନଥିଲେ । ଲକ୍ଷ୍ମଣ ଗାଁ କୁ ଗାଁ ବୁଲି ଲୋକଙ୍କୁ ନିର୍ଭିକ ହେବା ସହ , ସରକାରଙ୍କୁ ଟିକସ ନ ଦେବା , ଅହିଂସା ମାର୍ଗରେ ପରିଚାଳିତ ହେବା , ମଦ୍ୟ ତ୍ୟାଗ କରିବା ସହ ଏକ ଶୃଙ୍ଖଳିତ ଜୀବନ ଧାରଣ ନିମନ୍ତେ ବାର୍ତ୍ତା ପ୍ରଚାର କରୁଥିଲେ । ତାଙ୍କର ପ୍ରଧାନ ସହାୟକ ମଧ୍ୟରେ ବଲରାମ ସିଂ ପୁଜାରୀ , ମୋତିରାମ ସିଂ ପୁଜାରୀ , ବନସିଂ ପୁଜାରୀ , କୃଷ୍ଣଚନ୍ଦ୍ର ବିଶୋଇ ପ୍ରମୁଖ ଥିଲେ । କୃଷ୍ଣଚନ୍ଦ୍ର , ସାକ୍ଷରତା ଅଭିଯାନରେ ସାହାଯ୍ୟ କରି କୋରାପୁଟର ଉଦୟଗିରି ଠାରେ ଏକ ସ୍କୁଲ୍ ଖୋଲିଥିଲେ ।
ଏକ ମୁସ୍ତାଦାର ହୋଇ ମଧ୍ୟ ଲୋକଙ୍କୁ କର ନ ଦେବା ପାଇ କହିବାର ପରିଣାମ ସ୍ବରୂପ ଲକ୍ଷ୍ମଣଙ୍କୁ ରାଜଦ୍ରୋହୀ ବା ଫିତୁରିଦାର୍ (ଅର୍ଥାତ୍ ରାଜାଙ୍କୁ ବିରୁଦ୍ଧ କରୁଥିବା ମେଳିର ସର୍ଦ୍ଦାର ) ଘୋଷଣା କରି ତାଙ୍କ ଠାରୁ ସରକାରଙ୍କ ତରଫରୁ ଦିଆଯାଇଥିବା ପଦବୀ ଓ ଚାଷ ଜମି ଛଡାଇ ନିଆଯାଇଥିଲା ।
ଦ୍ୱିତୀୟ ବିଶ୍ବଯୁଦ୍ଧରେ ସମୟରେ , ମହାତ୍ମାଗାନ୍ଧିଙ୍କ ଆହ୍ବାନରେ ବ୍ୟକ୍ତିଗତ ସତ୍ୟାଗ୍ରହରେ ଅଂଶଗ୍ରହଣ କରି ଜେଲଦଣ୍ଡ ପାଇଥିଲେ । ୧୯୪୨ ମସିହା ଅଗଷ୍ଟ ୯, ବମ୍ବେ ଅଧିବେଶନରେ କଂଗ୍ରେସ୍ “ ବ୍ରିଟିଶ୍ ସରକାର ଭାରତଛାଡ” ପ୍ରସ୍ତାବ ପାଶ୍ କରିଥିଲା । ଏହା ପରେ ବ୍ରିଟିଶ୍ ସରକାର କଂଗ୍ରେସ୍ କୁ ବେଆଇନ୍ ଘୋଷଣା କରିଥିଲା । ଗୁପ୍ତରେ ଏହି ସମ୍ବାଦ ପାଇବା ପରେ ଲକ୍ଷ୍ମଣ ନାୟକ , ବଲରାମ ପୁଜାରୀଙ୍କ ଦ୍ବାରା ଜୟପୁରରୁ ଆସିଥିବା ନିର୍ଦ୍ଦେଶଗୁଡିକୁ ଆଦିବାସୀ ଭାଷାରେ ଅନୁବାଦ କରାଇ (ୟାଥା : “କର ବା ମର” କୁ “ତୋର୍ ବୁତା ତୁଇ କର୍ , ନ ପାରିଲେ ମର୍”) ଗାଁ ଗାଁ ବୁଲି ଲୋକମାନଙ୍କୁ ସତ୍ୟାଗ୍ରହ ଓ ସ୍ବାଧିନତା ନିମନ୍ତେ ଅହିଂସା ଲଢେଇର ବାର୍ତ୍ତା ପ୍ରଚାର କରିଥିଲେ ।
 
==ମାତିଲି ଥାନା ଗୁଳିକାଣ୍ଡ==
 
୧୯୪୨ ମସିହା [[ଅଗଷ୍ଟ]] ୨୧ ତାରିଖ , ଶୁକ୍ରବାର ଦିନ ଲକ୍ଷ୍ମଣ ନାୟକଙ୍କ ନେତୃତ୍ୱରେ ସଂଗ୍ରାମୀମାନେ ମାତିଲି ଥାନା ଘେରାଉ କରିଥିଲେ । ଲକ୍ଷ୍ୟ , ଅହିଂସାପୂର୍ଣ୍ଣ ଭାବରେ ଥାନା ଉପରେ ତ୍ରିରଙ୍ଗା ପତାକା ଉଡାଇବା । ଏହି ଆନ୍ଦୋଳନର ଦମନ ନିମନ୍ତେ ପୁଲିସ୍ କର୍ମୀମାନଙ୍କ ଉପରେ ଲାଠିମାଡ ସହ ଲକ୍ଷ୍ମଣ ନାୟକଙ୍କୁ ଅଲଗା ସମସ୍ତଙ୍କର ଦେଖିଲା ପରି ସ୍ଥାନକୁ ନେଇ ନିସ୍ତୁକ ମାଡ ମାରିବା ସହ ତାଙ୍କର ବୀରକେଶ(ନିଶ)କୁ ଓପାଡି ସେଥିରେ ନିଆଁ ଲଗାଇ ଦେଇଥିଲେ , ବନ୍ଧୁକର ବୟୋନେଟ୍ ମାଡରେ ବେହୋସ୍ ହୋଇପଡ଼ିଥିଲେ ଲକ୍ଷ୍ମଣ ନାୟକ । ଲକ୍ଷ୍ମଣଙ୍କ ଉପରେ ଏତାଦୃଶ୍ୟ ଅତ୍ୟାଚାର ପରେ ମଧ୍ୟ କର୍ମୀ ମାନେ ଆଗକୁ ବଢିଚାଲିବାରୁ ସେମାନଙ୍କ ଉପରେ ପୁଲିସ୍ ଗୁଳିଚାଳନା ଆରମ୍ଭ କରିଦେଇଥିଲା । ମୃତାହତମାନଙ୍କ ମଧ୍ୟରେ ଥିଲେ ଥାନା ଉପରେ ପତାକା ଧରି ଉଡେଇବାକୁ ଚଢ଼ିଥିବା ଟିମସଗୁଡାର ଲିଂଗ ଭୁମିଆ ଓ ସରଗିଗୁଡାର ନକୁଳ ମାଡକାମୀ । ଏ ଗୁଳିକାଣ୍ଡରେ ମାତାଲ୍ ଅବସ୍ଥାରେ ଥିବା ଫରେଷ୍ଟଗାର୍ଡ ଜି.ରାମୟା ର ମୃତ୍ୟୁ ହେଇଥିଲା । ଆନ୍ଦୋଳନକୁ ଦମନ କରିବା ପରେ ପୁଲିସ୍ ଲକ୍ଷ୍ମଣ ନାୟକଙ୍କ ଅଚେତ ଶରୀରକୁ ମୃତ ମନେକରି ନିକଟସ୍ଥ ନାଳରେ ଫୋପାଡି ଦେଇଥିଲା ।
Line ୪୯ ⟶ ୪୦:
ପୁଲିସ୍ ର ଗିରଫ ପରୱାନ ପରେ ଲକ୍ଷ୍ମଣ ଆତ୍ମଗୋପନ କରିଥିଲେ ମଧ୍ୟ , ଲୋକଙ୍କ ଉପରେ ଅତ୍ୟାଚାରର କହାଣୀ ଶୁଣି ପୁଣି ନିଜ ଗ୍ରାମ ତେନ୍ତୁଲିଗୁମାକୁ ଫେରି ଆସିଥିଲେ ।
 
==ଗିରଫ ଓ ବିଚାର==
 
୧୯୪୨ ମସିହା ସେପ୍ଟେମ୍ବର ୨ ତାରିଖରେ ତେନ୍ତୁଲିଗୁମାରୁ ଲକ୍ଷ୍ମଣ ଓ ତାଙ୍କ ପୁତ୍ର ରଘୁନାଥ , ସନଗୁମ୍ମାରୁ ବନସିଂ ପୁଜାରୀଙ୍କୁ ଗିରଫ କରାଯାଇଥିଲା । କୋରାପୁଟର ଅତିରିକ୍ତ ସେସନ୍ସ ଜଜ୍ ଭି.ରାମନାଥନ୍ଙ୍କଙ୍କ କୋର୍ଟ୍ ରେ ବିଚାର କରାଯାଇ , ଜି.ରାମୟାର ହତ୍ୟା ଅଭିଯୋଗରେ ଲକ୍ଷ୍ମଣଙ୍କୁ ମୃତ୍ୟୁଦଣ୍ଡାଦେଶ ହୋଇଥିଲା ।
 
==ଶେଷଜୀବନ==
 
ବିଚାର ପରେ ତାଙ୍କୁ କୋରାପୁଟ ଜେଲରୁ ବ୍ରହ୍ମପୁର୍ ଜେଲକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଥିବା ଅନ୍ୟ ପ୍ରମୁଖ ସ୍ବାଧିନତା ସଂଗ୍ରାମୀଙ୍କ ପ୍ରଚେଷ୍ଟାରେ ପାଟନା ହାଇକୋର୍ଟରେ ଅପିଲ୍ କରାଯାଇଥିଲେ ମଧ୍ୟ ତାହା ଖାରଜ ହେଇଯାଇଥିଲା । ୧୯୪୩ ମସିହା ମାର୍ଚ୍ଚ ୨୯ ତାରିଖରେ ତାଙ୍କୁ ଫାଶୀ ଦିଆଯାଇଥିଲା ।
==ଆଧାର==