"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
କିଛିଅଂଶ ସଜାଣି
ସଜାଣି
୧୮ କ ଧାଡ଼ି:
 
==ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ ==
ନିକଟରେ କୌଣସି ବିଦ୍ୟାଳୟ ନ ଥିବାରୁ [[କୋଲାବ ନଦୀ]] କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲମଙ୍କ ଠାରୁ ଅକ୍ଷର ଶିକ୍ଷା କରିଥିଲେ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ,ପରଜା,ଗାଦବା ଭାଷା ମିଶାମିଶି ଦେଶୀୟ ଭାଷା କହୁଥିଲେ । ଲକ୍ଷ୍ମଣ ଉଭୟ ଦେଶୀୟ ଓ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟାନଙ୍କ କନ୍ୟା ମଙ୍ଗୁଳିଙ୍କୁ ବିବାହ କରିଥିଲେ । ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ତିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଚି ଆଦିବାସୀ ମାନଙ୍କ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ,ଫୁଙ୍କଣ ଆଦି କରିବାକୁ ପଡେ । ତିଶାରି ବୃତ୍ତି ହେଉଚି ଦେବାରଧନା ବା ପୂଜକର ଦାୟିତ୍ବ । ୧୯୩୦ ମସିହାରେ ପିତା ପଦଲମ୍ ବୟସାଧିକ୍ୟ କାରଣରୁ ଅବସର ନେବାପରେ ଲକ୍ଷ୍ମଣଙ୍କୁ ମୁସ୍ତାଦାର୍ ଭାବରେ ନିୟୁକ୍ତି କରାଯାଇଥିଲା । ଏହାପରେ ସେ ଲକ୍ଷ୍ମଣ ଭୁମିୟା ରୁ ଲକ୍ଷ୍ମଣ ନାୟକ ଭାବରେ ପରିଚିତ ହୋଇଥିଲେ ।
ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ତିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଚି ଆଦିବାସୀ ମାନକ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ , ଫୁଙ୍କଣ ଆଦି କରିବାକୁ ପଡେ । ତିଶାରି ବୃତ୍ତି ହେଉଚି ଦେବାରଧନା, ବା ପୂଜକର ଦାୟିତ୍ବ । ୧୯୩୦ ମସିହାରେ ପିତା ପଦଲମ୍ ବୟସାଧିକ୍ୟ କାରଣରୁ ଅବସର ନେବାପରେ ଲକ୍ଷ୍ମଣଙ୍କୁ ମୁସ୍ତାଦାର୍ ଭାବରେ ନିୟୁକ୍ତି କରାଯାଇଥିଲା । ଏହାପରେ ସେ ଲକ୍ଷ୍ମଣ ଭୁମିୟା ରୁ ଲକ୍ଷ୍ମଣ ନାୟକ ଭାବରେ ପରିଚିତ ହୋଇଥିଲେ ।
 
==ସମୟସାମୟିକ ଆଦିବାସୀ ବିପ୍ଲବ==