"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୪ କ ଧାଡ଼ି:
 
== ସ୍ବାଧିନତା ସଂଗ୍ରାମ ==
୧୯୩୬ ମସିହା [[ଅପ୍ରେଲ]] ୧ ତାରିଖରେ ଓଡ଼ିଶା ଏକ ସ୍ବତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । ସାର୍[[ସାର ଜନ ଜନ୍ ଅଷ୍ଟିନ୍ ହବାକ୍ ଅଷ୍ଟିନ ହବାକ]] ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର୍ । ଗଭର୍ଣ୍ଣର। ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା , ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ , ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଅତ୍ୟାଚରରେ ବିଚଳିତ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ । ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ବାସରାୟଙ୍କ ନିକଟକୁ ଯାଇଥିଲେ ସେ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ବରୂପ ଇଂରେଜ୍ ଇଂରେଜ ସରକାର ଲୋକମାନଙ୍କ ଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ତତ୍କାଲିନ କଂଗ୍ରେସ ଉପରେ ବିଶ୍ବାସ ଜନ୍ମିଥିଲା । ୧୯୩୭-୩୮ ରେ ରାଧାକୃଷ୍ଣ ବିଶ୍ବାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ୍ ତାଲିମ ଶିବିରରେ ଯୋଗଦାନ କରି , ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ , ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ ।
 
==ସଂଗ୍ରାମୀ ଜୀବନ==