"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ସଜାଣି
୧ କ ଧାଡ଼ି:
{{ତିଆରି ଚାଲିଛି}}
{{ଛୋଟ|Laxman Nayak}}
{{Infobox person
Line ୧୫ ⟶ ୧୬:
}}
 
'''ଲକ୍ଷ୍ମଣ ନାୟକ''' ( ୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩ ) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଲକ୍ଷ୍ମଣ ନାୟକ ୧୮୯୯ ମସିହା [[ନଭେମ୍ବର]] ୨୨ ତାରିଖରେ [[ମାଲକାନଗିରିକୋରାପୁଟ ଜିଲ୍ଲା]]ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । <ref>{{cite web|title=Birth Anniversary of Sahhed Laxman Nayak|url=http://www.odisha.gov.in/portal/LIWPL/event_archive/Events_Archives/120Saheed_Laxman_Nayak.pdf|accessdate=12 April 2016}}</ref> ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ [[ଜୟପୁର, କୋରାପୁଟ|କୋରାପୁଟ]] ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ବ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
 
==ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ ==
Line ୨୪ ⟶ ୨୫:
 
== ସ୍ବାଧିନତା ସଂଗ୍ରାମ ==
୧୯୩୬ ମସିହା [[ଅପ୍ରେଲ]] ୧ ତାରିଖରେ ଓଡ଼ିଶା ଏକ ସ୍ବତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । [[ସାର ଜନ ଅଷ୍ଟିନ ହବାକ]] ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର। ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା । ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଏ ଅତ୍ୟାଚରରେ ବିଚଳିତ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ । ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ବାସରାୟଙ୍କ ନିକଟକୁ ଯାଇଥିଲେ ଓ ସେ ଏ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ବରୂପ ଇଂରେଜ ସରକାର ଲୋକମାନଙ୍କ ଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ଓ ତତ୍କାଲିନ କଂଗ୍ରେସ ଉପରେ ବିଶ୍ବାସ ଜନ୍ମିଥିଲା । ୧୯୩୭-୩୮ ରେ ରାଧାକୃଷ୍ଣ ବିଶ୍ବାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ ଶିବିରରେ ଯୋଗଦାନ କରି ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ ।
 
==ସଂଗ୍ରାମୀ ଜୀବନ==
ତାଲିମ୍ ତାଲିମ ଶିବିରରୁ ଫେରି ଲକ୍ଷ୍ମଣ , କୋରାପୁଟରେ ଖଦୀ ଅହିଂସାର ପ୍ରଚାର ପ୍ରସାରରେ ଯୋଗ ଦେଇଥିଲେ । ପଶୁବଳିକୁ ବିରୋଧ କରିବା ସହ ନିଜର ତିଶାରି ବୃତ୍ତିରେ ଆଉ ପଶୁବଳି ଦେଇନଥିଲେ । ଲକ୍ଷ୍ମଣ ଗାଁ କୁ ଗାଁ ବୁଲି ଲୋକଙ୍କୁ ନିର୍ଭିକ ହେବା ସହ , ସରକାରଙ୍କୁ ଟିକସ ନ ଦେବା , ଅହିଂସା ମାର୍ଗରେ ପରିଚାଳିତ ହେବା , ମଦ୍ୟ ତ୍ୟାଗ କରିବା ସହ ଏକ ଶୃଙ୍ଖଳିତ ଜୀବନ ଧାରଣ ନିମନ୍ତେ ବାର୍ତ୍ତା ପ୍ରଚାର କରୁଥିଲେ ପ୍ରଚାର ତାଙ୍କର ପ୍ରଧାନ କରୁଥିଲେସହାୟକ ମଧ୍ୟରେ ବଲରାମ ସିଂ ତାଙ୍କରପୁଜାରୀ,ମୋତିରାମ ସିଂ ପୁଜାରୀ ,ବନସିଂ ପ୍ରଧାନପୁଜାରୀ,କୃଷ୍ଣଚନ୍ଦ୍ର ବିଶୋଇ ପ୍ରମୁଖ ସହାୟକଥିଲେ କୃଷ୍ଣଚନ୍ଦ୍ର ସାକ୍ଷରତା ମଧ୍ୟରେଅଭିଯାନରେ ସାହାଯ୍ୟ କରି ବଲରାମକୋରାପୁଟର ଉଦୟଗିରି ସିଂଠାରେ ପୁଜାରୀଏକ ସ୍କୁଲ ,ଖୋଲିଥିଲେ ମୋତିରାମଏକ ସିଂମୁସ୍ତାଦା ପୁଜାରୀହୋଇ ,ମଧ୍ୟ ଲୋକଙ୍କୁ ବନସିଂକର ପୁଜାରୀ , କୃଷ୍ଣଚନ୍ଦ୍ରଦେବା ବିଶୋଇପାଇ କହିବାର ପରିଣାମ ପ୍ରମୁଖସ୍ବରୂପ ଲକ୍ଷ୍ମଣଙ୍କୁ ରାଜଦ୍ରୋହୀ ଥିଲେ ବା କୃଷ୍ଣଚନ୍ଦ୍ରଫିତୁରିଦାର୍ ,(ଅର୍ଥାତ ସାକ୍ଷରତାରାଜାଙ୍କୁ ବିରୁଦ୍ଧ ଅଭିଯାନରେକରୁଥିବା ମେଳିର ସର୍ଦ୍ଦାର ସାହାଯ୍ୟ) ଘୋଷଣା କରି ତାଙ୍କ କୋରାପୁଟରଠାରୁ ସରକାରଙ୍କ ତରଫରୁ ଉଦୟଗିରିଦିଆଯାଇଥିବା ପଦବୀ ଠାରେଚାଷ ଏକଜମି ସ୍କୁଲ୍ଛଡାଇ ଖୋଲିଥିଲେନିଆଯାଇଥିଲା
 
ଏକ ମୁସ୍ତାଦାର ହୋଇ ମଧ୍ୟ ଲୋକଙ୍କୁ କର ନ ଦେବା ପାଇ କହିବାର ପରିଣାମ ସ୍ବରୂପ ଲକ୍ଷ୍ମଣଙ୍କୁ ରାଜଦ୍ରୋହୀ ବା ଫିତୁରିଦାର୍ (ଅର୍ଥାତ୍ ରାଜାଙ୍କୁ ବିରୁଦ୍ଧ କରୁଥିବା ମେଳିର ସର୍ଦ୍ଦାର ) ଘୋଷଣା କରି ତାଙ୍କ ଠାରୁ ସରକାରଙ୍କ ତରଫରୁ ଦିଆଯାଇଥିବା ପଦବୀ ଓ ଚାଷ ଜମି ଛଡାଇ ନିଆଯାଇଥିଲା ।
ଦ୍ୱିତୀୟ ବିଶ୍ବଯୁଦ୍ଧରେ [[ଦ୍ଵିତୀୟ ବିଶ୍ଵଯୁଦ୍ଧ]] ସମୟରେ , ମହାତ୍ମାଗାନ୍ଧିଙ୍କ ଆହ୍ବାନରେ ବ୍ୟକ୍ତିଗତ ସତ୍ୟାଗ୍ରହରେ ଅଂଶଗ୍ରହଣ କରି ଜେଲଦଣ୍ଡ ପାଇଥିଲେ । ୧୯୪୨ ମସିହା ଅଗଷ୍ଟ , ବମ୍ବେ ଅଧିବେଶନରେ କଂଗ୍ରେସ କଂଗ୍ରେସ୍ “ ବ୍ରିଟିଶ୍ ବ୍ରିଟିଶ ସରକାର ଭାରତଛାଡ” ଭାରତ ଛାଡ ପ୍ରସ୍ତାବ ପାଶ୍ ପାଶ କରିଥିଲା । ଏହା ପରେ ବ୍ରିଟିଶ୍ ବ୍ରିଟିଶ ସରକାର କଂଗ୍ରେସକୁ କଂଗ୍ରେସ୍ କୁ ବେଆଇନ୍ ବେଆଇନ ଘୋଷଣା କରିଥିଲା । ଗୁପ୍ତରେ ଏହି ସମ୍ବାଦ ପାଇବା ପରେ ଲକ୍ଷ୍ମଣ ନାୟକ , ବଲରାମ ପୁଜାରୀଙ୍କ ଦ୍ବାରା ଜୟପୁରରୁ ଆସିଥିବା ନିର୍ଦ୍ଦେଶଗୁଡିକୁ ଆଦିବାସୀ ଭାଷାରେ ଅନୁବାଦ କରାଇ (ୟାଥା : “କର ବା ମର” କୁ “ତୋର୍ ବୁତା ତୁଇ କର୍ , ନ ପାରିଲେ ମର୍”) ଗାଁ ଗାଁ ବୁଲି ଲୋକମାନଙ୍କୁ ସତ୍ୟାଗ୍ରହ ଓ ସ୍ବାଧିନତା ନିମନ୍ତେ ଅହିଂସା ଲଢେଇର ବାର୍ତ୍ତା ପ୍ରଚାର କରିଥିଲେ ।
 
==ମାତିଲି ଥାନା ଗୁଳିକାଣ୍ଡ==
 
୧୯୪୨ ମସିହା [[ଅଗଷ୍ଟ]] ୨୧ ତାରିଖ , ଶୁକ୍ରବାର ଦିନ ଲକ୍ଷ୍ମଣ ନାୟକଙ୍କ ନେତୃତ୍ୱରେ ସଂଗ୍ରାମୀମାନେ ମାତିଲି ଥାନା ଘେରାଉ କରିଥିଲେ । ଲକ୍ଷ୍ୟ , ଅହିଂସାପୂର୍ଣ୍ଣ ଭାବରେ ଥାନା ଉପରେ ତ୍ରିରଙ୍ଗା ପତାକା ଉଡାଇବା । ଏହି ଆନ୍ଦୋଳନର ଦମନ ନିମନ୍ତେ ପୁଲିସ୍ କର୍ମୀମାନଙ୍କ ଉପରେ ଲାଠିମାଡ ସହ ଲକ୍ଷ୍ମଣ ନାୟକଙ୍କୁ ଅଲଗା ସମସ୍ତଙ୍କର ଦେଖିଲା ପରି ସ୍ଥାନକୁ ନେଇ ନିସ୍ତୁକ ମାଡ ମାରିବା ସହ ତାଙ୍କର ବୀରକେଶ(ନିଶ)କୁ ଓପାଡି ସେଥିରେ ନିଆଁ ଲଗାଇ ଦେଇଥିଲେ , ବନ୍ଧୁକର ବୟୋନେଟ୍ ମାଡରେ ବେହୋସ୍ ହୋଇପଡ଼ିଥିଲେ ଲକ୍ଷ୍ମଣ ନାୟକ । ଲକ୍ଷ୍ମଣଙ୍କ ଉପରେ ଏତାଦୃଶ୍ୟ ଅତ୍ୟାଚାର ପରେ ମଧ୍ୟ କର୍ମୀ ମାନେ ଆଗକୁ ବଢିଚାଲିବାରୁ ସେମାନଙ୍କ ଉପରେ ପୁଲିସ୍ ଗୁଳିଚାଳନା ଆରମ୍ଭ କରିଦେଇଥିଲା । ମୃତାହତମାନଙ୍କ ମଧ୍ୟରେ ଥିଲେ ଥାନା ଉପରେ ପତାକା ଧରି ଉଡେଇବାକୁ ଚଢ଼ିଥିବା ଟିମସଗୁଡାର ଲିଂଗ ଭୁମିଆ ଓ ସରଗିଗୁଡାର ନକୁଳ ମାଡକାମୀ । ଏ ଗୁଳିକାଣ୍ଡରେ ମାତାଲ୍ ଅବସ୍ଥାରେ ଥିବା ଫରେଷ୍ଟଗାର୍ଡ ଜି.ରାମୟା ର ମୃତ୍ୟୁ ହେଇଥିଲା । ଆନ୍ଦୋଳନକୁ ଦମନ କରିବା ପରେ ପୁଲିସ୍ ଲକ୍ଷ୍ମଣ ନାୟକଙ୍କ ଅଚେତ ଶରୀରକୁ ମୃତ ମନେକରି ନିକଟସ୍ଥ ନାଳରେ ଫୋପାଡି ଦେଇଥିଲା ।
ଚେତା ଫେରିପାଇବା ପରେ ଲକ୍ଷ୍ମଣ ପରିସ୍ଥିତି ବୁଝିପରିଥିଲେ ଓ ଦୁର୍ଗମ ବଣ ରାସ୍ତା ମଧ୍ୟଦେଇ ଜୟପୁରରେ ପରବର୍ତ୍ତୀ ନିର୍ଦ୍ଦେଶ ପାଇଁ ପହଞ୍ଚିଥିଲେ । ତତ୍ ପରଦିନ ଲକ୍ଷ୍ମଣ ନାୟକଙ୍କ ଶବ ଦେଖିବାକୁ ନ ପାଇ ପୁଲିସ୍ ତାଙ୍କୁ ଫେରାର୍ ଘୋଷିତ କରି ଫରେଷ୍ଟଗାର୍ଡ ଜି.ରମାୟାର ହତ୍ୟା ଅଭିଯୋଗରେ ବନ୍ଦୀ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲା ।
Line ୪୮ ⟶ ୪୭:
[[ଶ୍ରେଣୀ:୧୯୪୩ ମୃତ୍ୟୁ]]
[[ଶ୍ରେଣୀ:ଓଡ଼ିଶାର ସ୍ଵାଧୀନତା ସଂଗ୍ରାମୀ]]
[[ଶ୍ରେଣୀ:ମାଲକାନଗିରି ଜିଲ୍ଲାର ଲୋକ]]
[[ଶ୍ରେଣୀ:କଳାହାଣ୍ଡି ଜିଲ୍ଲାର ଲୋକ]]