"ଜବାହରଲାଲ ନେହେରୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୩୯ କ ଧାଡ଼ି:
}}
 
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ [[ଭାରତ]]ର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
 
== ପିଲାଦିନ ==
== ଆଧାର ==
{{ଆଧାର}}