"ଜବାହରଲାଲ ନେହେରୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
|signature = Jawaharlal Nehru Signature.svg
}}
ଜବାହରଲାଲ ନେହେରୁ<ref>[http://dictionary.reference.com/browse/nehru "Nehru"]. ''[[Random House Webster's Unabridged Dictionary]]''.</ref> ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ [[ଭାରତ]]ର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି ।<ref>{{cite web|url=http://inc.in/organization/2-Pandit%20Jawaharlal%20Nehru/profile|title=Indian National Congress|work=inc.in}}</ref><ref>{{cite web|last=|first=|title=Nation pays tribute to Pandit Jawaharlal Nehru on his 124th birth anniversary|url=http://www.dnaindia.com/india/report-nation-pays-tribute-to-pandit-jawaharlal-nehru-on-his-124th-birth-anniversary-1918978|accessdate=28 February 2015}}</ref> ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
 
== ପିଲାଦିନ ==
୧,୬୧୧

ଗୋଟି ସମ୍ପାଦନା