"ବ୍ରାହ୍ମ ସମାଜ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗ: ମୋବାଇଲ ୱେବ ବଦଳ
୧ କ ଧାଡ଼ି:
 
{{ତିଆରି ଚାଲିଛି}}
ବ୍ରାହ୍ମ ସମାଜ ରାମମୋହନଙ୍କ ରାୟ ଦ୍ୱାରା ୧୯୮୦ ମସିହା ଅଗଷ୍ଟ ୨୦ ତାରିଖରେ ପ୍ରତିଷ୍ଠା ହୋଇଥିଲା।
 
==ପ୍ରଚାର ଓ ପ୍ରଭାବ==
ବ୍ରହ୍ମ ସମାଜ ଥିଲା ରାଜା ରାମମୋହନ ରାୟଙ୍କର ଏକ ଅନବଦ୍ୟ ସୃଷ୍ଟି। ଏହି ଅନୁଷ୍ଠାନ ମାଧ୍ୟମରେ ହିଁ ସେ ଜନସାଧାରଣମାନଙ୍କୁ ତାଙ୍କ ବାଣୀ ପ୍ରଚାର କରିଥିଲେ। ଆଧ୍ୟତ୍ମିକତା, ସହିଷ୍ଣୁତା ଓ ସର୍ବ ଧର୍ମସମନ୍ବୟ ଥିଲା ବ୍ରାହ୍ମ ସମାଜର ଆଦର୍ଶ। ରାମସେ ମେକଡୋନାଲଡଙ୍କ ଭାଷାରେ ""ବ୍ରାହ୍ମ ସମାଜ ହିନ୍ଦୁ ଧର୍ମକୁ ପରିତ୍ୟାଗ ନକରି ପାଶ୍ଚାତ୍ୟ ଜଗତର ଧର୍ମ ବିଶ୍ବାସ ପ୍ରତି ଉଦାର ଓ ସହାନୁଭୂତି ସମ୍ପନ୍ନ ହେବାକୁ ଚେଷ୍ଟା କରୁଥିଲା।'' ଏହି ସମାଜ ଦ୍ବାରା ରାମମୋହନ ହିନ୍ଦୁ ଧର୍ମର ରକ୍ଷଣଶୀଳତାକୁ ଦୂର କରିବା ନିମନ୍ତେ ଚେଷ୍ଟା କରି କେତେକାଂଶରେ କୃତକାର୍ଯ୍ୟ ହୋଇଥିଲେ। ବାସ୍ତବପକ୍ଷେ ଭାରତୀୟମାନଙ୍କ ମନରେ ସ୍ବାଧୀନ ଚିନ୍ତାଧାରା ଓ ଦୁଃସାହାସିକ ମନୋଭାବର ବୀଜ ବପନ କରିବାରେ ସାହାର୍ଯ୍ୟ କରିଥିଲା ବ୍ରହ୍ମ ସମାଜ। ପରେ ପରେ ଏହି ବୀଜ ଏକ ବିରାଟ ବୃକ୍ଷରେ ପରିଣତ ହୋଇ ସ୍ବାଧୀନତା ଲାଭ ନିମନ୍ତେ ସଂଗ୍ରାମ କରିବାକୁ ଭାରତୀୟମାନଙ୍କୁ ପ୍ରୋତ୍ସାହିତ କରିଥିଲା।