"ଅସହଯୋଗ ଆନ୍ଦୋଳନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଧିକ
ଅଧିକ
୪୧ କ ଧାଡ଼ି:
 
==ଅସହଯୋଗ ଆନ୍ଦୋଳନ ପ୍ରତି ଦମନନୀତି ପ୍ରୟୋଗ ଓ ତାର ପ୍ରତିକ୍ରିୟା==
ଅସହଯୋଗ ଆନ୍ଦୋଳନ ଅପ୍ରତ୍ୟାଶିତ ସଫଳତା ହାସଲ କରୁଥିବାର ଦେଖି ଇଃରେଜ ସରକାର ଏହାର ଦମନ ପାଇଁ କେତୋଟି ପଦକ୍ଷେପମାନ ଗ୍ରହଣ କରିଥିଲେ। ଆନ୍ଦୋଳନର ସୂତ୍ରପାତ ହେବାର ଠିକ୍ ପରେ ପରେ ନେତାମାନଙ୍କୁ ଜେଲଖାନାରେ ରଖାଯାଇଥିଲା। ମାତ୍ର ସରକାରଙ୍କ ଏତାଦୃଶ କାର୍ଯ ଆନ୍ଦୋଳନର ନିର୍ବିପାତ କରିବା ପରିବର୍ତ୍ତେ ଏହାକୁ ଇନ୍ଧନ ଯୋଗାଇଥିଲା।
 
==ଆନ୍ଦୋଳନ ସ୍ଥଗିତ==