"ଅସହଯୋଗ ଆନ୍ଦୋଳନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଅଧିକ
ଟିକେ ଅଧିକ
୪୧ କ ଧାଡ଼ି:
 
==ଅସହଯୋଗ ଆନ୍ଦୋଳନ ପ୍ରତି ଦମନନୀତି ପ୍ରୟୋଗ ଓ ତାର ପ୍ରତିକ୍ରିୟା==
ଅସହଯୋଗ ଆନ୍ଦୋଳନ ଅପ୍ରତ୍ୟାଶିତ ସଫଳତା ହାସଲ କରୁଥିବାର ଦେଖି ଇଃରେଜ ସରକାର ଏହାର ଦମନ ପାଇଁ କେତୋଟି ପଦକ୍ଷେପମାନ ଗ୍ରହଣ କରିଥିଲେ। ଆନ୍ଦୋଳନର ସୂତ୍ରପାତ ହେବାର ଠିକ୍ ପରେ ପରେ ନେତାମାନଙ୍କୁ ଜେଲଖାନାରେ ରଖାଯାଇଥିଲା। ମାତ୍ର ସରକାରଙ୍କ ଏତାଦୃଶ କାର୍ଯ ଆନ୍ଦୋଳନର ନିର୍ବିପାତ କରିବା ପରିବର୍ତ୍ତେ ଏହାକୁ ଇନ୍ଧନ ଯୋଗାଇଥିଲା। ଭାରତୀୟ ଜାତୀୟ କଂଗ୍ରେସର କାର୍ଯ୍ୟକାରୀ କମିଟିର ସରକାରଙ୍କର ଏହି କାର୍ଯ୍ୟକଳାପକୁ ନିନ୍ଦା କରିବା ସଙ୍ଗେ ସଙ୍ଗେ ଓ୍ବେଲସର ଯୁବରାଜଙ୍କ ଭାରତ ପରିଦର୍ଶନକୁ ବର୍ଜନ କରିବା ପାଇଁ ଏକ ନିଷ୍ପତ୍ତି ଗ୍ରହଣ କରିଥିଲେ।
 
==ଆନ୍ଦୋଳନ ସ୍ଥଗିତ==