"ଅସହଯୋଗ ଆନ୍ଦୋଳନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗ: ମୋବାଇଲ ୱେବ ବଦଳ
ଟ୍ୟାଗ: ମୋବାଇଲ ୱେବ ବଦଳ
୫୦ କ ଧାଡ଼ି:
 
==ଅସହଯୋଗ ଆନ୍ଦୋଳନର ଫଳାଫଳ==
ସ୍ବାଧୀନତା ଆନ୍ଦୋଳନର ଇତିହାସରେ ଅସହଯୋଗ ଆନ୍ଦୋଳନ ଥିଲା ଏକ ଜାଜ୍ବଲ୍ୟମାନ ଅଧ୍ୟାୟ। ଏହା ଆଶୁ ଫଳପ୍ରଦ ହୋଇନଥିଲେ ମଧ୍ୟ ଭବିଷ୍ୟତ ପାଇଁ ବହୁ ଆର୍ଶିବାଦ ଆଣିପାରିଥିଲା। ଭାରତୀୟଙ୍କ ହୃଦୟରେ ଏହା ଏକ ନୂତନ ଚେତନା ସୃଷ୍ଟି କରିଥିଲା। ସେମାନେ ଏହାପରେ ଅଧିକ ନିର୍ଭିକ ଓ କର୍ମତତ୍ପର ହୋଇ ଉଠିଥିଲେ। ସେମାନଙ୍କ ମଧ୍ୟରେ ମଧ୍ୟ ଅଧିକ ଆତ୍ମବିଶ୍ବାସ ଭାବ ଜାଗ୍ରତ ହୋଇଥିଲା।
 
==ଆଧାର==