"ଭାରତର ରାଷ୍ଟ୍ରପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୮ କ ଧାଡ଼ି:
|website = [http://presidentofindia.nic.in/index.html President of India]
}}
'''ରାଷ୍ଟ୍ରପତି''' ହେଉଛନ୍ତି [[ଭାରତ]]ର ନିର୍ବାଚନ''ନିର୍ବାଚତ ସର୍ବୋଚ୍ଚ ସାମ୍ବିଧାନିକ ଶାସନମୁଖ୍ୟ।ଶାସନମୁଖ୍ୟ'' । ସମ୍ବିଧାନ ତାଙ୍କ ହାତରେ କେନ୍ଦ୍ର ସରକାରରକେନ୍ଦ୍ରର କାର୍ଯ୍ୟପାଳିକ କ୍ଷମତା ନ୍ୟସ୍ତ କରିଛି । ସେ ହେଉଛନ୍ତି ସମଗ୍ର ଦେଶର '''ଐକ୍ୟର ପ୍ରତୀକ''' ଓ ''ସମ୍ମାନାସ୍ପଦ ପ୍ରଥମ ନାଗରିକ''
== ରାଷ୍ଟ୍ରପତି ନିର୍ବାଚନ ==
ଭାରତର ରାଷ୍ଟ୍ରପତି ଲୋକମାନଙ୍କ ଦ୍ଵାରା ପରୋକ୍ଷ ଭାବରେ ନିର୍ବାଚିତ ହୁଅନ୍ତି। ସଂସଦ ଓ ରାଜ୍ୟ ବିଧାନ ସଭାର ସମସ୍ତ ନିର୍ବାଚିତ ସଦସ୍ୟଙ୍କୁ ନେଇ '''ନିର୍ବାଚକ ମଣ୍ଡଳୀ''' ଦ୍ଵାରା '''ଆନୁପାତିକ ପ୍ରତିନିଧିତ୍ଵ ଓ ଏକକ ହସ୍ତାନ୍ତରୀୟ ଗୋପନୀୟ ପସନ୍ଦ ଭୋଟଦାନ''' ପ୍ରଣାଳୀରେ ରାଷ୍ଟ୍ରପତି ନିର୍ବାଚିତ ହୁଅନ୍ତି ।